ସଚିନ ତେନ୍ଦୁଲକର କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ: କ୍ରିକେଟର ସଚିନ ତେନ୍ଦୁଲକର କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଶନିବାର ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଜାଣିବା ପରେ ସେ ନିଜକୁ ଆଇସୋଲେଟ୍ କରିଥିବା ସଚିନ କହିଛନ୍ତି। ସେ ନିଜ ଘରେ କ୍ବାରେଣ୍ଟାଇନରେ ରହିଥିବା ଟ୍ବିଟ୍ରେ ଉଲ୍ଲେଖ କରିଛନ୍ତି। pic.twitter.com/dOlq7KkM3G — Sachin Tendulkar (@sachin_rt) March 27, 2021
ନୂଆଦିଲ୍ଲୀ: କ୍ରିକେଟର ସଚିନ ତେନ୍ଦୁଲକର କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଶନିବାର ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଜାଣିବା ପରେ ସେ ନିଜକୁ ଆଇସୋଲେଟ୍ କରିଥିବା ସଚିନ କହିଛନ୍ତି। ସେ ନିଜ ଘରେ କ୍ବାରେଣ୍ଟାଇନରେ ରହିଥିବା ଟ୍ବିଟ୍ରେ ଉଲ୍ଲେଖ କରିଛନ୍ତି।
ଆହୁରି ପଢ଼ନ୍ତୁ: ଆମେରିକୀୟ ସେନା ଦ୍ୱାରା ଫୋନ୍ ଏବଂ କମ୍ପ୍ୟୁଟରରେ ବିଜ୍ଞାପନ ଟ୍ରାକର୍ ବନ୍ଦ: ମଧ୍ୟପ୍ରାଚ୍ୟରେ ସୈନିକଙ୍କ ସୁରକ୍ଷା ପାଇଁ ପଦକ୍ଷେପ— Sachin Tendulkar (@sachin_rt) March 27, 2021
ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ






