By
The Sakala
ନୂଆଦିଲ୍ଲୀ: କ୍ରିକେଟର ସଚିନ ତେନ୍ଦୁଲକର କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଶନିବାର ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଜାଣିବା ପରେ ସେ ନିଜକୁ ଆଇସୋଲେଟ୍ କରିଥିବା ସଚିନ କହିଛନ୍ତି। ସେ ନିଜ ଘରେ କ୍ବାରେଣ୍ଟାଇନରେ ରହିଥିବା ଟ୍ବିଟ୍ରେ ଉଲ୍ଲେଖ କରିଛନ୍ତି। pic.twitter.com/dOlq7KkM3G — Sachin Tendulkar (@sachin_rt) March 27, 2021
ନୂଆଦିଲ୍ଲୀ: କ୍ରିକେଟର ସଚିନ ତେନ୍ଦୁଲକର କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଶନିବାର ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଜାଣିବା ପରେ ସେ ନିଜକୁ ଆଇସୋଲେଟ୍ କରିଥିବା ସଚିନ କହିଛନ୍ତି। ସେ ନିଜ ଘରେ କ୍ବାରେଣ୍ଟାଇନରେ ରହିଥିବା ଟ୍ବିଟ୍ରେ ଉଲ୍ଲେଖ କରିଛନ୍ତି।
About The Author: The Sakala