ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୩ତମ ଜନ୍ମଦିନ: ବାଲୁକାକଳା ଜରିଆରେ ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୩ ତମ ଜନ୍ମଦିନ। ସାରା ଭାରତରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଉଛି । ୧୯୫୦ ମସିହା ଆଜିର ଦିନରେ ଗୁଜରାଟରେ ଜନ୍ମ ଗ୍ରହଣ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶ ବିଦେଶରୁ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଥିବାବେଳେ ପୁରୀରେ ନିଆରା ଭାବେ ବାଲୁକାକଳା ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ପୁରୀ ବେଳାଭୂମିରେ କୋଣାର୍କ ଚକ ଭଳି […]

ପୁରୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୩ ତମ ଜନ୍ମଦିନ। ସାରା ଭାରତରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଉଛି । ୧୯୫୦ ମସିହା ଆଜିର ଦିନରେ ଗୁଜରାଟରେ ଜନ୍ମ ଗ୍ରହଣ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶ ବିଦେଶରୁ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଥିବାବେଳେ ପୁରୀରେ ନିଆରା ଭାବେ ବାଲୁକାକଳା ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ପୁରୀ ବେଳାଭୂମିରେ କୋଣାର୍କ ଚକ ଭଳି ଅବିକଳ ଛୋଟଛୋଟ ୫୦ଟି ପ୍ରତିକୃତିକୁ ନିଜ ବାଲୁକାକଳାରେ ସ୍ଥାନ ଦେଇ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

About The Author: The Sakala