ନିର୍ବାଚନୀ ବଣ୍ଡ: ତଥ୍ୟ ଦେଲା ଏସବିଆଇ, ୧୫ ତାରିଖ ସୁଦ୍ଧା ନିର୍ବାଚନ କମିଶନ ନିଜ ଓ୍ୱେବ ସାଇଟ୍‌ରେ କରିବେ ସାର୍ବଜନୀନ

The Sakala Picture
Published On

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଏସ୍‌ବିଆଇ ବ୍ୟାଙ୍କ ନିର୍ବାଚନ କମିଶନଙ୍କୁ ନିର୍ବାଚନୀ ବଣ୍ଡ ସଂକ୍ରାନ୍ତ ତଥ୍ୟ ଦେଇଛି। ଏହି ତଥ୍ୟକୁ ଆସନ୍ତା ୧୫ ତାରିଖ ସୁଦ୍ଧା ନିର୍ବାଚନ କମିଶନ ନିଜ ଓ୍ୱେବ ସାଇଟ୍‌ରେ ସାର୍ବଜନୀନ କରିବେ। ସୂଚନା ଅନୁଯାୟୀ, ନିର୍ବାଚନ ଆୟୋଗଙ୍କ ନିକଟରେ ନିର୍ବାଚନ ବଣ୍ଡର ବିବରଣୀ ଦାଖଲ କରିବାକୁ ପୂର୍ବରୁ ଏସବିଆଇ ଜୁନ୍ ୩୦ ପର୍ଯ୍ୟନ୍ତ ସମୟ ମାଗିଥିଲା। ତେବେ ଏହି ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଥିଲେ। ମାର୍ଚ୍ଚ ୧୨ ସୁଦ୍ଧା କାର୍ଯ୍ୟ ସମୟ […]

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଏସ୍‌ବିଆଇ ବ୍ୟାଙ୍କ ନିର୍ବାଚନ କମିଶନଙ୍କୁ ନିର୍ବାଚନୀ ବଣ୍ଡ ସଂକ୍ରାନ୍ତ ତଥ୍ୟ ଦେଇଛି। ଏହି ତଥ୍ୟକୁ ଆସନ୍ତା ୧୫ ତାରିଖ ସୁଦ୍ଧା ନିର୍ବାଚନ କମିଶନ ନିଜ ଓ୍ୱେବ ସାଇଟ୍‌ରେ ସାର୍ବଜନୀନ କରିବେ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ସୂଚନା ଅନୁଯାୟୀ, ନିର୍ବାଚନ ଆୟୋଗଙ୍କ ନିକଟରେ ନିର୍ବାଚନ ବଣ୍ଡର ବିବରଣୀ ଦାଖଲ କରିବାକୁ ପୂର୍ବରୁ ଏସବିଆଇ ଜୁନ୍ ୩୦ ପର୍ଯ୍ୟନ୍ତ ସମୟ ମାଗିଥିଲା। ତେବେ ଏହି ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଥିଲେ। ମାର୍ଚ୍ଚ ୧୨ ସୁଦ୍ଧା କାର୍ଯ୍ୟ ସମୟ ଶେଷ ହେବା ଭିତରେ ନିର୍ବାଚନ ବଣ୍ଡର ସବିଶେଷ ତଥ୍ୟ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ଏସ୍‌ବିଆଇକୁ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି ୧୫ ତାରିଖ ସୁଦ୍ଧା ଡାଟା ଉପଲବ୍ଧ କରିବାକୁ ଇସିଙ୍କୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ।

ଆହୁରି ପଢ଼ନ୍ତୁ: ମିରଟ ହତ୍ୟାକାଣ୍ଡର ବଡ଼ ଖୁଲାସା: ଅର୍ଚିତା ନୁହେଁ, ମୃତ ମହିଳା ହେଲେ ତୁର୍କମେନିସ୍ତାନର 'ମହବତ'

12 Mar 2024 By The Sakala

ନିର୍ବାଚନୀ ବଣ୍ଡ: ତଥ୍ୟ ଦେଲା ଏସବିଆଇ, ୧୫ ତାରିଖ ସୁଦ୍ଧା ନିର୍ବାଚନ କମିଶନ ନିଜ ଓ୍ୱେବ ସାଇଟ୍‌ରେ କରିବେ ସାର୍ବଜନୀନ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଏସ୍‌ବିଆଇ ବ୍ୟାଙ୍କ ନିର୍ବାଚନ କମିଶନଙ୍କୁ ନିର୍ବାଚନୀ ବଣ୍ଡ ସଂକ୍ରାନ୍ତ ତଥ୍ୟ ଦେଇଛି। ଏହି ତଥ୍ୟକୁ ଆସନ୍ତା ୧୫ ତାରିଖ ସୁଦ୍ଧା ନିର୍ବାଚନ କମିଶନ ନିଜ ଓ୍ୱେବ ସାଇଟ୍‌ରେ ସାର୍ବଜନୀନ କରିବେ।

ସୂଚନା ଅନୁଯାୟୀ, ନିର୍ବାଚନ ଆୟୋଗଙ୍କ ନିକଟରେ ନିର୍ବାଚନ ବଣ୍ଡର ବିବରଣୀ ଦାଖଲ କରିବାକୁ ପୂର୍ବରୁ ଏସବିଆଇ ଜୁନ୍ ୩୦ ପର୍ଯ୍ୟନ୍ତ ସମୟ ମାଗିଥିଲା। ତେବେ ଏହି ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଥିଲେ। ମାର୍ଚ୍ଚ ୧୨ ସୁଦ୍ଧା କାର୍ଯ୍ୟ ସମୟ ଶେଷ ହେବା ଭିତରେ ନିର୍ବାଚନ ବଣ୍ଡର ସବିଶେଷ ତଥ୍ୟ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ଏସ୍‌ବିଆଇକୁ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି ୧୫ ତାରିଖ ସୁଦ୍ଧା ଡାଟା ଉପଲବ୍ଧ କରିବାକୁ ଇସିଙ୍କୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର