ପୁଅ ଆର୍ଯ୍ୟନ ପାଖକୁ ୪୫୦୦ ଟଙ୍କା ମନି ଅର୍ଡର କଲେ ଶାହାରୁଖ ଖାନ୍

The Sakala Picture
Published On

ମୁମ୍ବାଇ: ଡ୍ରଗ୍ଧ ମାମଲାରେ ଗିରଫ ହୋଇଥିବା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କ ଜାମିନ ଆବେଦନ ଉପରେ  ଶୁଣାଣି କରି ମୁମ୍ୱାଇ କୋର୍ଟ ରାୟ ସଂରକ୍ଷିତ ରଖିଛି ।  ଶାହରୁଖ ଖାନ ଆର୍ଥର ରୋଡ ଜେଲରେ ଥିବା ତାଙ୍କ ପୁଅ ଆର୍ଯ୍ଯନ୍‌ଙ୍କୁ ୪୫୦୦ ଟଙ୍କା ମନି ଅର୍ଡର ପଠାଇଛନ୍ତି। ଅକ୍ଟୋବର ୩ରେ ନର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ମୁମ୍ବାଇ ଉପକୂଳରେ କର୍ଡେଲିଆ କ୍ରୁଜରେ ଏକ ଡ୍ରଗ୍ ପାର୍ଟି ଉପରେ ଚଢଉ କରିବା ପରେ ଆର୍ୟନ୍‌ଙ୍କୁ ଅନ୍ୟ ୭ […]

ମୁମ୍ବାଇ: ଡ୍ରଗ୍ଧ ମାମଲାରେ ଗିରଫ ହୋଇଥିବା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କ ଜାମିନ ଆବେଦନ ଉପରେ  ଶୁଣାଣି କରି ମୁମ୍ୱାଇ କୋର୍ଟ ରାୟ ସଂରକ୍ଷିତ ରଖିଛି ।  ଶାହରୁଖ ଖାନ ଆର୍ଥର ରୋଡ ଜେଲରେ ଥିବା ତାଙ୍କ ପୁଅ ଆର୍ଯ୍ଯନ୍‌ଙ୍କୁ ୪୫୦୦ ଟଙ୍କା ମନି ଅର୍ଡର ପଠାଇଛନ୍ତି। ଅକ୍ଟୋବର ୩ରେ ନର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ମୁମ୍ବାଇ ଉପକୂଳରେ କର୍ଡେଲିଆ କ୍ରୁଜରେ ଏକ ଡ୍ରଗ୍ ପାର୍ଟି ଉପରେ ଚଢଉ କରିବା ପରେ ଆର୍ୟନ୍‌ଙ୍କୁ ଅନ୍ୟ ୭ ଜଣଙ୍କ ସହ ଗିରଫ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

ଜେଲ ଅଧୀକ୍ଷକ କହିବା ଅନୁଯାୟୀ, ଆର୍ଯ୍ୟନ ଗ୍ରହଣ କରିଥିବା ମନି ଅର୍ଡର ଜେଲ କ୍ୟାଣ୍ଟିନରେ ଖର୍ଚ୍ଚ ପାଇଁ ଉଦ୍ଦିଷ୍ଟ। ନିୟମ ଅନୁଯାୟୀ, ଜଣେ କଏଦୀ ଜେଲରେ ଥିବା ଖର୍ଚ୍ଚ ପାଇଁ ସର୍ବାଧିକ ୪,୫୦୦ ମନି ଅର୍ଡର ପାଇପାରିବେ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

 

ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର