ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଉତ୍ତରପ୍ରଦେଶ ହାଥରସରେ ମର୍ମନ୍ତୁଦ ଦୁର୍ଘଟଣା; ଡମ୍ପର ଧକ୍କାରେ ୬ କାଉଡିଆ ଭକ୍ତଙ୍କ ମୃତ୍ୟୁ

The Sakala Picture
Published On

ଲକ୍ଷ୍ମୌ: ଉତ୍ତର ପ୍ରଦେଶର ହାଥରସରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୬ କାଉଡିଆ ଭକ୍ତଙ୍କ ମୃତ୍ୟୁ । ମନସ୍କାମନା ପୂରଣ କରିବା ପୂର୍ବରୁ ଚାଲିଗଲା ଜୀବନ । ମହାଦେବଙ୍କ ପାଖକୁ ଜଳାଭିଷେକ କରିବାକୁ ଯାଉଥିବା ୬ଜଣ କାଉଡିଆ ଭକ୍ତଙ୍କ ଉପରେ ଡମ୍ପର ମାଡିଯିବାରୁ ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଛି । ରାତି ୨ଟା ସମୟରେ ଘଟିଛି ଏଭଳି ଭୟଙ୍କର ଦୁର୍ଘଟଣା । ଦୁର୍ଘଟଣାରେ ୬ଜଣ ମୃତ୍ୟୁବରଣ କରିଥିବାବେଳେ ଦୁଇଜଣ ଭକ୍ତ ଆହତ ହୋଇଛନ୍ତି। ଉଭୟ ଆହତଙ୍କୁ […]

ଲକ୍ଷ୍ମୌ: ଉତ୍ତର ପ୍ରଦେଶର ହାଥରସରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୬ କାଉଡିଆ ଭକ୍ତଙ୍କ ମୃତ୍ୟୁ । ମନସ୍କାମନା ପୂରଣ କରିବା ପୂର୍ବରୁ ଚାଲିଗଲା ଜୀବନ । ମହାଦେବଙ୍କ ପାଖକୁ ଜଳାଭିଷେକ କରିବାକୁ ଯାଉଥିବା ୬ଜଣ କାଉଡିଆ ଭକ୍ତଙ୍କ ଉପରେ ଡମ୍ପର ମାଡିଯିବାରୁ ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଛି । ରାତି ୨ଟା ସମୟରେ ଘଟିଛି ଏଭଳି ଭୟଙ୍କର ଦୁର୍ଘଟଣା । ଦୁର୍ଘଟଣାରେ ୬ଜଣ ମୃତ୍ୟୁବରଣ କରିଥିବାବେଳେ ଦୁଇଜଣ ଭକ୍ତ ଆହତ ହୋଇଛନ୍ତି। ଉଭୟ ଆହତଙ୍କୁ ଆଗ୍ରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଡମ୍ପର ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଛି। ପୋଲିସ ଘଟଣାସ୍ଥଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଡ୍ରାଇଭରର ପତ୍ତା ମିଳିଛି ଖୁବଶୀଘ୍ର ସେ ବନ୍ଧା ହେବ ବୋଲି ପୋଲିସ କହିଛି ।

ଆହୁରି ପଢ଼ନ୍ତୁ: ଜରୁରୀକାଳୀନ ଅବତରଣ ବେଳେ ରନୱେରେ ବିସ୍ଫୋରଣ: ଆମେରିକୀୟ ବ୍ୟବସାୟିକ ଜେଟ୍ ଦୁର୍ଘଟଣାରେ ୨ ମୃତ

ସୂଚନା ଅନୁସାରେ, କାଉଡିଆ ଭକ୍ତମାନେ ହରିଦ୍ୱାରରୁ ଗଙ୍ଗାଜଳ ନେଇ ଜନପଦ ଗ୍ୱାଲିଅର ଅଭିମୁଖେ ଯାଉଥିଲେ । ବାଟରେ ଖାଇବା ପାଇଁ ସେମାନେ ଏକ ଢ଼ାବା ପାଖରେ ଅଟକି ଥିଲେ | ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଡମ୍ପର ସେମାନଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

ଆହୁରି ପଢ଼ନ୍ତୁ: ଟ୍ରମ୍ପ ଏବଂ ନେତନ୍ୟାହୁଙ୍କ ମଧ୍ୟରେ ରାଜନୈତିକ ଅସ୍ତିତ୍ୱ ବଞ୍ଚାଇବାକୁ ସଂଘର୍ଷ: କ'ଣ ରହିଛି ଏହାର ପ୍ରଭାବ?

23 Jul 2022 By The Sakala

ଉତ୍ତରପ୍ରଦେଶ ହାଥରସରେ ମର୍ମନ୍ତୁଦ ଦୁର୍ଘଟଣା; ଡମ୍ପର ଧକ୍କାରେ ୬ କାଉଡିଆ ଭକ୍ତଙ୍କ ମୃତ୍ୟୁ

ଲକ୍ଷ୍ମୌ: ଉତ୍ତର ପ୍ରଦେଶର ହାଥରସରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୬ କାଉଡିଆ ଭକ୍ତଙ୍କ ମୃତ୍ୟୁ । ମନସ୍କାମନା ପୂରଣ କରିବା ପୂର୍ବରୁ ଚାଲିଗଲା ଜୀବନ । ମହାଦେବଙ୍କ ପାଖକୁ ଜଳାଭିଷେକ କରିବାକୁ ଯାଉଥିବା ୬ଜଣ କାଉଡିଆ ଭକ୍ତଙ୍କ ଉପରେ ଡମ୍ପର ମାଡିଯିବାରୁ ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଛି । ରାତି ୨ଟା ସମୟରେ ଘଟିଛି ଏଭଳି ଭୟଙ୍କର ଦୁର୍ଘଟଣା । ଦୁର୍ଘଟଣାରେ ୬ଜଣ ମୃତ୍ୟୁବରଣ କରିଥିବାବେଳେ ଦୁଇଜଣ ଭକ୍ତ ଆହତ ହୋଇଛନ୍ତି। ଉଭୟ ଆହତଙ୍କୁ ଆଗ୍ରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଡମ୍ପର ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଛି। ପୋଲିସ ଘଟଣାସ୍ଥଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଡ୍ରାଇଭରର ପତ୍ତା ମିଳିଛି ଖୁବଶୀଘ୍ର ସେ ବନ୍ଧା ହେବ ବୋଲି ପୋଲିସ କହିଛି ।

ସୂଚନା ଅନୁସାରେ, କାଉଡିଆ ଭକ୍ତମାନେ ହରିଦ୍ୱାରରୁ ଗଙ୍ଗାଜଳ ନେଇ ଜନପଦ ଗ୍ୱାଲିଅର ଅଭିମୁଖେ ଯାଉଥିଲେ । ବାଟରେ ଖାଇବା ପାଇଁ ସେମାନେ ଏକ ଢ଼ାବା ପାଖରେ ଅଟକି ଥିଲେ | ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଡମ୍ପର ସେମାନଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର