ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା, ଜାରି ହେଲା ୩ ଆତଙ୍କବାଦୀଙ୍କ ସ୍କେଚ…

The Sakala Picture
Published On

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୩ ଆତଙ୍କବାଦୀଙ୍କ ସ୍କେଚ ଜାରି ହୋଇଛି। ତଦନ୍ତକାରୀ ସଂସ୍ଥା ପକ୍ଷରୁ ଏହି ସ୍କେଚ ଜାରି କରାଯାଇଛି । ଆକ୍ରମଣ ସ୍ଥଳରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି । ଆଜି ସନ୍ଧ୍ୟା ୬ଟାରେ ଦିଲ୍ଲୀରେ CCS ବୈଠକ ଅନୁଷ୍ଠିତ ହେବ । ଅନ୍ୟପଟେ, ଆତଙ୍କୀ ହମଲା ପଛରେ ଲସ୍କର-ଏ-ତଏବାର ରେଜିଷ୍ଟାନ୍ସ ଫ୍ରଣ୍ଟର ହାତ ଥିବା ଜଣାଯାଇଛି। ଆତଙ୍କୀ ହମଲାର ମାଷ୍ଟରମାଇଣ୍ଡ ସୈଫୁଲ୍ଲା କାସୁରୀ ଓରଫ ଖାଲିଦ […]

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୩ ଆତଙ୍କବାଦୀଙ୍କ ସ୍କେଚ ଜାରି ହୋଇଛି। ତଦନ୍ତକାରୀ ସଂସ୍ଥା ପକ୍ଷରୁ ଏହି ସ୍କେଚ ଜାରି କରାଯାଇଛି । ଆକ୍ରମଣ ସ୍ଥଳରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି । ଆଜି ସନ୍ଧ୍ୟା ୬ଟାରେ ଦିଲ୍ଲୀରେ CCS ବୈଠକ ଅନୁଷ୍ଠିତ ହେବ ।

ଆହୁରି ପଢ଼ନ୍ତୁ: ଫ୍ରାନ୍ସରେ ପ୍ରଥମ ଥର ପାଇଁ ମଣିଷ ଶରୀରରେ ଚିହ୍ନଟ ହେଲା ଶାମୋଣ୍ଡା ଭାଇରସ୍, ସଂକ୍ରମିତଙ୍କ ମୃତ୍ୟୁ

ଅନ୍ୟପଟେ, ଆତଙ୍କୀ ହମଲା ପଛରେ ଲସ୍କର-ଏ-ତଏବାର ରେଜିଷ୍ଟାନ୍ସ ଫ୍ରଣ୍ଟର ହାତ ଥିବା ଜଣାଯାଇଛି। ଆତଙ୍କୀ ହମଲାର ମାଷ୍ଟରମାଇଣ୍ଡ ସୈଫୁଲ୍ଲା କାସୁରୀ ଓରଫ ଖାଲିଦ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: 'ଏହି ସଙ୍କଟ ପାଇଁ ଆପଣମାନେ ଦାୟୀ': କାର୍ବନ ନିର୍ଗମନ ଓ ଜଳବାୟୁ ପାଣ୍ଠିକୁ ନେଇ ପାଶ୍ଚାତ୍ୟ ଦେଶଗୁଡ଼ିକୁ ସମାଲୋଚନା କଲେ ପୀୟୂଷ ଗୋୟଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର