ବିଗିଡ଼ିଲା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି

The Sakala Picture
Published On

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ଏକ ସ୍ଵତନ୍ତ୍ର ଡାକ୍ତରୀଦଳ ସୋନିଆଙ୍କ ଚିକିତ୍ସା କରୁଛନ୍ତି। ଅସୁସ୍ଥ ହେବାର କାରଣ କ’ଣ ତାହା ଜଣାପଡ଼ିନାହିଁ। ସୂଚନାଯୋଗ୍ୟ, ସୋନିଆ ଛୁଟି କାଟିବାକୁ ଚାରବ୍ରାସ୍ଥିତ ଝିଅ ପ୍ରିୟଙ୍କାଙ୍କ ଘରକୁ ୩ ଦିନ […]

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ଏକ ସ୍ଵତନ୍ତ୍ର ଡାକ୍ତରୀଦଳ ସୋନିଆଙ୍କ ଚିକିତ୍ସା କରୁଛନ୍ତି। ଅସୁସ୍ଥ ହେବାର କାରଣ କ’ଣ ତାହା ଜଣାପଡ଼ିନାହିଁ। ସୂଚନାଯୋଗ୍ୟ, ସୋନିଆ ଛୁଟି କାଟିବାକୁ ଚାରବ୍ରାସ୍ଥିତ ଝିଅ ପ୍ରିୟଙ୍କାଙ୍କ ଘରକୁ ୩ ଦିନ ତଳେ ଯାଇଥିଲେ।

ଆହୁରି ପଢ଼ନ୍ତୁ: ଟ୍ରେନ ଖାଦ୍ୟରେ ମିଳିଲା ଲୁହା ଖଣ୍ଡ: କ୍ୟାଟରରଙ୍କୁ ୧ ଲକ୍ଷ ଟଙ୍କା ଜରିମାନା କଲା IRCTC

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର