କେରଳ: କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଦକ୍ଷିଣ-ପଶ୍ଚିମ ଅଭିମୁଖେ ମୌସୁମୀ ଅଗ୍ରସର ହେଉଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ‘ବିପର୍ଯ୍ୟୟ’ବ୍ୟାତ୍ୟା ପ୍ରଭାବ ଥିବାରୁ ସପ୍ତାହେ ବିଳମ୍ବରେ ମୌସୁମୀ ସ୍ଥଳଭାଗ ଛୁଇଁଥିବା ପାଣିପାଗ ବିଭାଗ ବିଭାଗ ପକ୍ଷରୁ କୁହାଯାଇଛି। ସପ୍ତାହେ ବିଳମ୍ବରେ ମୌସୁମୀ ଛୁଇଁଥିବା ସୂଚନା ଦିଆଯାଇଛି। ସେପଟେ ଆସନ୍ତା ୨୦ ତାରିଖ ଭିତରେ ରାଜ୍ୟରେ ମୌସୁମୀ ଛୁଇଁବ।
କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ