ନିଜକୁ ଦେବାଳିଆ ଘୋଷଣାକଲା ଶ୍ରୀଲଙ୍କା

The Sakala Picture
Published On

କଲମ୍ବୋ : ବର୍ତ୍ତମାନ ଶ୍ରୀଲଙ୍କା ସବୁଠୁ ବଡ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଏବେ ଦେଶର ଆର୍ଥିକ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଚୀନ୍ ସମେତ ଅନେକ ଦେଶ ରଣ ଜାଲରେ ଫସି ରହିଥିବା ଶ୍ରୀଲଙ୍କା ନିଜକୁ ଦେବାଳିଆ ଘୋଷଣା କରିବା ସହ ଦେଶ ଆଉ ବିଦେଶୀ ଋଣ ପରିଶୋଧ କରିବା ସ୍ଥିତିରେ ନଥିବା କହିଛି। ଚଳିତମାସ ୧୮ରେ ୱାଶିଂଟନଠାରେ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ)ସହ ବୈଠକ ରହିଥିବାବେଳେ ଏହା ପୂର୍ବରୁ ଦେଶ ଋଣ ପରିଶୋଧ […]

କଲମ୍ବୋ : ବର୍ତ୍ତମାନ ଶ୍ରୀଲଙ୍କା ସବୁଠୁ ବଡ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଏବେ ଦେଶର ଆର୍ଥିକ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଚୀନ୍ ସମେତ ଅନେକ ଦେଶ ରଣ ଜାଲରେ ଫସି ରହିଥିବା ଶ୍ରୀଲଙ୍କା ନିଜକୁ ଦେବାଳିଆ ଘୋଷଣା କରିବା ସହ ଦେଶ ଆଉ ବିଦେଶୀ ଋଣ ପରିଶୋଧ କରିବା ସ୍ଥିତିରେ ନଥିବା କହିଛି। ଚଳିତମାସ ୧୮ରେ ୱାଶିଂଟନଠାରେ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ)ସହ ବୈଠକ ରହିଥିବାବେଳେ ଏହା ପୂର୍ବରୁ ଦେଶ ଋଣ ପରିଶୋଧ ନେଇ ନିଜର ଅକ୍ଷମତା ଜାହିର କରିଛି।

ଆହୁରି ପଢ଼ନ୍ତୁ: ଆମେରିକାରେ ପିଲାଙ୍କ ପାସପୋର୍ଟ ନିୟମରେ ହୋଇପାରେ ପରିବର୍ତ୍ତନ: ବାପା-ମା'ଙ୍କୁ ଦେବାକୁ ପଡ଼ିବ ନାଗରିକତ୍ୱର ପ୍ରମାଣ

ବର୍ତ୍ତମାନ ଦେଶ ନିକଟରେ କେବଳ ଖାଦ୍ୟ ସାମଗ୍ରୀ ଓ ତେଲ କିଣିବା ପାଇଁ ଡଲାର ରହିଛି। ଶ୍ରୀଲଙ୍କାର ଅର୍ଥମନ୍ତ୍ରୀ ଅଲି ସାବ୍ରି କହିଛନ୍ତି ଯେ ଦେଶର ଗୁରୁତର ଅର୍ଥନୈତିକ ସଙ୍କଟକୁ ମୁକାବିଲା କରିବା ପାଇଁ ଇନ୍ଧନ ଏବଂ ଔଷଧ ସମେତ ଅତ୍ୟାବଶ୍ୟକ ଦ୍ରବ୍ୟର ଯୋଗାଣକୁ ପୁନରୁଦ୍ଧାର କରିବାରେ ଶ୍ରୀଲଙ୍କାକୁ ଆସନ୍ତା ୬ ମାସ ମଧ୍ୟରେ ୩ ବିଲିୟନ ଡଲାର ର ସହାୟତା ଆବଶ୍ୟକ ପଡ଼ିବ।

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର