ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମହିନ୍ଦା ରାଜପକ୍ଷେ

କଲମ୍ବୋ: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ପଦରୁ ସୋମବାର ଇସ୍ତଫା ଦଇଛନ୍ତି ମହିନ୍ଦା ରାଜପକ୍ଷେ । ଶ୍ରୀଲଙ୍କାରେ ଜାରି ଥିବା ଆର୍ଥିକ ଜରୁରୀକାଳିନ ପରିସ୍ଥିତି ମଧ୍ୟରେ ମହିନ୍ଦା ରାଜପକ୍ଷେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ବର୍ତ୍ତମାନ ଶ୍ରୀଲଙ୍କା ସବୁଠୁ ବଡ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଦେଶର ଆର୍ଥିକ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଚୀନ୍ ସମେତ ଅନେକ ଦେଶ ରଣ ଜାଲରେ ଫସି ରହିଥିବା ଶ୍ରୀଲଙ୍କା ନିଜକୁ ଦେବାଳିଆ ଘୋଷଣା କରିବା ସହ ଦେଶ ଆଉ ବିଦେଶୀ ଋଣ […]

କଲମ୍ବୋ: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ପଦରୁ ସୋମବାର ଇସ୍ତଫା ଦଇଛନ୍ତି ମହିନ୍ଦା ରାଜପକ୍ଷେ । ଶ୍ରୀଲଙ୍କାରେ ଜାରି ଥିବା ଆର୍ଥିକ ଜରୁରୀକାଳିନ ପରିସ୍ଥିତି ମଧ୍ୟରେ ମହିନ୍ଦା ରାଜପକ୍ଷେ ଇସ୍ତଫା ଦେଇଥିବା ଜଣାପଡ଼ିଛି।

ବର୍ତ୍ତମାନ ଶ୍ରୀଲଙ୍କା ସବୁଠୁ ବଡ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଦେଶର ଆର୍ଥିକ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଚୀନ୍ ସମେତ ଅନେକ ଦେଶ ରଣ ଜାଲରେ ଫସି ରହିଥିବା ଶ୍ରୀଲଙ୍କା ନିଜକୁ ଦେବାଳିଆ ଘୋଷଣା କରିବା ସହ ଦେଶ ଆଉ ବିଦେଶୀ ଋଣ ପରିଶୋଧ କରିବା ସ୍ଥିତିରେ ନଥିବା ପୂର୍ବରୁ କହିଛି।

About The Author: The Sakala