ଜୁଲାଇ ୧୮ ତାରିଖକୁ ଘୁଞ୍ଚିଲା NEET-UG ମାମଲାର ଶୁଣାଣି

The Sakala Picture
Published On

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଘୁଞ୍ଚିଲା ନିଟ୍ ୟୁଜି ମାମଲାର ଶୁଣାଣି । ନିଟ୍ ୟୁଜି ମାମଲାର ଶୁଣାଣି ଜୁଲାଇ ୧୮ ତାରିଖକୁ ଘୁଞ୍ଚିଲା । କିଛି ପ୍ରତିପକ୍ଷ ସତ୍ୟପାଠ ପାଇନଥିବାରୁ ଶୁଣାଣି ଘୁଞ୍ଚିଥିବା ଜଣାପଡ଼ିଛି। କେନ୍ଦ୍ର ଓ ନିଟ୍‌ ଦେଇଥିବା ସତ୍ୟପାଠ ପାଇନାହାନ୍ତି ପ୍ରତିପକ୍ଷ । ସୂଚନା ଅନୁଯାୟୀ, ମେ ୫ରେ ଦେଶର ୪,୭୫୦ କେନ୍ଦ୍ରରେ ନିଟ-ୟୁଜି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରାୟ ୨୪ ଲକ୍ଷ ପ୍ରାର୍ଥୀ ହାଜର ହୋଇଥିଲେ। ଜୁନ୍ ୧୪ରେ ରେଜଲ୍ଟ ଘୋଷଣା ହେବା […]

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଘୁଞ୍ଚିଲା ନିଟ୍ ୟୁଜି ମାମଲାର ଶୁଣାଣି । ନିଟ୍ ୟୁଜି ମାମଲାର ଶୁଣାଣି ଜୁଲାଇ ୧୮ ତାରିଖକୁ ଘୁଞ୍ଚିଲା । କିଛି ପ୍ରତିପକ୍ଷ ସତ୍ୟପାଠ ପାଇନଥିବାରୁ ଶୁଣାଣି ଘୁଞ୍ଚିଥିବା ଜଣାପଡ଼ିଛି। କେନ୍ଦ୍ର ଓ ନିଟ୍‌ ଦେଇଥିବା ସତ୍ୟପାଠ ପାଇନାହାନ୍ତି ପ୍ରତିପକ୍ଷ ।

ଆହୁରି ପଢ଼ନ୍ତୁ: ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା, ଦିଲ୍ଲୀ-ଏନସିଆରରେ ଜଳବନ୍ଦୀ ଯୋଗୁଁ ୱାର୍କ ଫ୍ରମ୍ ହୋମ୍ ପାଇଁ ପରାମର୍ଶ

ସୂଚନା ଅନୁଯାୟୀ, ମେ ୫ରେ ଦେଶର ୪,୭୫୦ କେନ୍ଦ୍ରରେ ନିଟ-ୟୁଜି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରାୟ ୨୪ ଲକ୍ଷ ପ୍ରାର୍ଥୀ ହାଜର ହୋଇଥିଲେ। ଜୁନ୍ ୧୪ରେ ରେଜଲ୍ଟ ଘୋଷଣା ହେବା ନେଇ ଆଶା କରାଯାଉଥିଲା, କିନ୍ତୁ ମୂଲ୍ୟାୟନ ଶେଷ ହୋଇଯିବାରୁ ଜୁନ୍ ୪ରେ ଫଳାଫଳ ପ୍ରକାଶ ପାଇଥିଲା। ୬୭ ଜଣ ପରୀକ୍ଷାର୍ଥୀ ଫୁଲ୍ ମାର୍କ ରଖି ପାସ୍ ହେବା ପରେ ପ୍ରଶ୍ନପତ୍ର ଲିକ୍ ବିବାଦ ମୁଣ୍ଡ ଟେକିଥିଲା। ଏପରିକି ବାହାର ରାଜ୍ୟର କିଛି ଛାତ୍ରଛାତ୍ରୀ ଗୁଜରାଟର ନିର୍ଦ୍ଦିଷ୍ଟ ସେଣ୍ଟର ଚୟନ କରିବା ଏବଂ କିଛି ପିଲାଙ୍କୁ ଗ୍ରେସ୍ ମାର୍କ ମିଳିବାକୁ ନେଇ ବିରୋଧ ହୋଇଥିଲା। ଏହାପରେ ଏନଟିଏ ପକ୍ଷରୁ ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦିଆ ଯାଇଥିଲା।

ଆହୁରି ପଢ଼ନ୍ତୁ: ବେଆଇନ ନିର୍ମାଣ ଓ ଅଗ୍ନିକାଣ୍ଡ: ଅଧିକାରୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, କହିଲେ ‘ମୁହଁ ରକ୍ଷା’ ପଦକ୍ଷେପ ବନ୍ଦ କର

ଆହୁରି ପଢ଼ନ୍ତୁ: ଡାଇବେଟିସ୍ ରୋଗୀଙ୍କ ପାଇଁ ଖୁସି ଖବର: ଭାରତରେ ବିଶ୍ୱର ପ୍ରଥମ ସାପ୍ତାହିକ ଇନସୁଲିନ୍‌‌ ‘ଆୱିକ୍ଲି’

11 Jul 2024 By The Sakala

ଜୁଲାଇ ୧୮ ତାରିଖକୁ ଘୁଞ୍ଚିଲା NEET-UG ମାମଲାର ଶୁଣାଣି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଘୁଞ୍ଚିଲା ନିଟ୍ ୟୁଜି ମାମଲାର ଶୁଣାଣି । ନିଟ୍ ୟୁଜି ମାମଲାର ଶୁଣାଣି ଜୁଲାଇ ୧୮ ତାରିଖକୁ ଘୁଞ୍ଚିଲା । କିଛି ପ୍ରତିପକ୍ଷ ସତ୍ୟପାଠ ପାଇନଥିବାରୁ ଶୁଣାଣି ଘୁଞ୍ଚିଥିବା ଜଣାପଡ଼ିଛି। କେନ୍ଦ୍ର ଓ ନିଟ୍‌ ଦେଇଥିବା ସତ୍ୟପାଠ ପାଇନାହାନ୍ତି ପ୍ରତିପକ୍ଷ ।

ସୂଚନା ଅନୁଯାୟୀ, ମେ ୫ରେ ଦେଶର ୪,୭୫୦ କେନ୍ଦ୍ରରେ ନିଟ-ୟୁଜି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରାୟ ୨୪ ଲକ୍ଷ ପ୍ରାର୍ଥୀ ହାଜର ହୋଇଥିଲେ। ଜୁନ୍ ୧୪ରେ ରେଜଲ୍ଟ ଘୋଷଣା ହେବା ନେଇ ଆଶା କରାଯାଉଥିଲା, କିନ୍ତୁ ମୂଲ୍ୟାୟନ ଶେଷ ହୋଇଯିବାରୁ ଜୁନ୍ ୪ରେ ଫଳାଫଳ ପ୍ରକାଶ ପାଇଥିଲା। ୬୭ ଜଣ ପରୀକ୍ଷାର୍ଥୀ ଫୁଲ୍ ମାର୍କ ରଖି ପାସ୍ ହେବା ପରେ ପ୍ରଶ୍ନପତ୍ର ଲିକ୍ ବିବାଦ ମୁଣ୍ଡ ଟେକିଥିଲା। ଏପରିକି ବାହାର ରାଜ୍ୟର କିଛି ଛାତ୍ରଛାତ୍ରୀ ଗୁଜରାଟର ନିର୍ଦ୍ଦିଷ୍ଟ ସେଣ୍ଟର ଚୟନ କରିବା ଏବଂ କିଛି ପିଲାଙ୍କୁ ଗ୍ରେସ୍ ମାର୍କ ମିଳିବାକୁ ନେଇ ବିରୋଧ ହୋଇଥିଲା। ଏହାପରେ ଏନଟିଏ ପକ୍ଷରୁ ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦିଆ ଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର