ପେଗାସସ୍ ଗୁଇନ୍ଦାଗିରି ମାମଲା ଅତ୍ଯନ୍ତ ଗମ୍ଭୀର- ସିଜେଆଇ

The Sakala Picture
Published On

ନୂଆଦିଲ୍ଲୀ: ପେଗାସସ୍ ଗୁଇନ୍ଦାଗିରି ମାମଲାର ଯାଞ୍ଚ ଆବେଦନ ଉପରେ ଆଜି ଶୁଣାଣି କରିଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଆବେଦନକାରୀଙ୍କ ଯୁକ୍ତି ଶୁଣିବା ପରେ କହିଛନ୍ତି ଯେ ଯଦି ରିପୋର୍ଟ ସତ୍ୟ ତେବେ ଅଭିଯୋଗ ଗମ୍ଭୀର ଏବଂ ଏଥିରେ କୌଣସି ସନ୍ଦେହ ନାହିଁ। ଏଥି ସହ କପିଲ ସିବଲ ଏହାକୁ ଗୁରୁତର ବୋଲି କହି ସିଜେଆଇକୁ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିବାକୁ ନିବେଦନ କରିଛନ୍ତି। ତେବେ ସୁପ୍ରିମକୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି ମଙ୍ଗଳବାର […]

ନୂଆଦିଲ୍ଲୀ: ପେଗାସସ୍ ଗୁଇନ୍ଦାଗିରି ମାମଲାର ଯାଞ୍ଚ ଆବେଦନ ଉପରେ ଆଜି ଶୁଣାଣି କରିଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଆବେଦନକାରୀଙ୍କ ଯୁକ୍ତି ଶୁଣିବା ପରେ କହିଛନ୍ତି ଯେ ଯଦି ରିପୋର୍ଟ ସତ୍ୟ ତେବେ ଅଭିଯୋଗ ଗମ୍ଭୀର ଏବଂ ଏଥିରେ କୌଣସି ସନ୍ଦେହ ନାହିଁ। ଏଥି ସହ କପିଲ ସିବଲ ଏହାକୁ ଗୁରୁତର ବୋଲି କହି ସିଜେଆଇକୁ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିବାକୁ ନିବେଦନ କରିଛନ୍ତି। ତେବେ ସୁପ୍ରିମକୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି ମଙ୍ଗଳବାର କରିବେ।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

ସୂଚନା ଅନୁଯାୟୀ, ପେଗାସସ୍ ସ୍ପାଏୱେର୍‌ ମାଧ୍ୟମରେ ଭାରତର ନେତା,  ସାମ୍ବାଦିକ,  ବିଚାରପତି,  ଆଇନଜୀବୀ ଓ ସାମାଜିକ କର୍ମୀ ଆଦିଙ୍କ ବିରୋଧରେ ଗୁଇନ୍ଦାଗିରି କରାଯାଉଥିବା ଅଭିଯୋଗ ହୋଇଛି। ପାଖାପାଖି ୩୦୦ ଭାରତୀୟଙ୍କ ଫୋନ୍‌ ହ୍ୟାକ୍‌ କରି ଏଭଳି କାର୍ଯ୍ଯ କରାଯାଉଥିବା କୁହାଯାଉଛି।

ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର