ମାନହାନୀ ମାମଲାରେ ରାହୁଲ ଗାନ୍ଧୀଙ୍କୁ ଶକ୍ତ ଝଟକା; ଆବେଦନକୁ ଖାରଜ କଲେ ସୁରତ ସେସନ୍ସ କୋର୍ଟ

The Sakala Picture
Published On

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀଙ୍କୁ ଶକ୍ତ ଝଟକା । ମାନହାନୀ ମାମଲାରେ ରାହୁଲଙ୍କ ଆବେଦନକୁ ଖାରଜ କଲେ ସୁରତ ସେସନ୍ସ କୋର୍ଟ । ‘ମୋଦି ସରନେମ’ ସମ୍ପର୍କରେ ଦେଇଥିବା ଆପତିଜନକ ଟିପ୍ପଣୀ ପାଇଁ ତଳ କୋର୍ଟ ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିବା ବେଳେ ଏହା ଉପରେ ରୋକ ଲଗାଇବାକୁ ମନା କରି ଦେଇଛନ୍ତି ସୁରତ ସେସନ୍ସ କୋର୍ଟ। ସୂଚନାଯୋଗ୍ୟ, ମୋଦୀ ସାଙ୍ଗିଆ ବାବଦରେ ରାହୁଲ କର୍ଣ୍ଣାଟକର ଏକ ନିର୍ବାଚନୀ ସଭାରେ ଦେଇଥିବା ବୟାନକୁ ନେଇ […]

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀଙ୍କୁ ଶକ୍ତ ଝଟକା । ମାନହାନୀ ମାମଲାରେ ରାହୁଲଙ୍କ ଆବେଦନକୁ ଖାରଜ କଲେ ସୁରତ ସେସନ୍ସ କୋର୍ଟ । ‘ମୋଦି ସରନେମ’ ସମ୍ପର୍କରେ ଦେଇଥିବା ଆପତିଜନକ ଟିପ୍ପଣୀ ପାଇଁ ତଳ କୋର୍ଟ ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିବା ବେଳେ ଏହା ଉପରେ ରୋକ ଲଗାଇବାକୁ ମନା କରି ଦେଇଛନ୍ତି ସୁରତ ସେସନ୍ସ କୋର୍ଟ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ

ସୂଚନାଯୋଗ୍ୟ, ମୋଦୀ ସାଙ୍ଗିଆ ବାବଦରେ ରାହୁଲ କର୍ଣ୍ଣାଟକର ଏକ ନିର୍ବାଚନୀ ସଭାରେ ଦେଇଥିବା ବୟାନକୁ ନେଇ ସୁରଟ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ୍ କୋର୍ଟ ରାହୁଲଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ । ଯାହାଫଳରେ ରାହୁଲଙ୍କ ସାଂସଦ ପଦ ରଦ୍ଦ ହୋଇଥିଲା । ତେଣୁ ରାହୁଲ ତଳ କୋର୍ଟ ଦେଇଥିବା ରାୟ ଉପରେ ରୋକ ଲଗାଇବାକୁ ସୁରଟ ସେସନ୍ସ କୋର୍ଟରେ ଆବେଦନ କରିଥିଲେ ।ଯାହାକୁ ଖାରଜ କରିଛନ୍ତି କୋର୍ଟ । ତେବେ ଏହି ମାମଲାରେ କଂଗ୍ରେସ ହାଇକୋର୍ଟରେ ଆବେଦନ କରିବ ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର