‘ମୋଦୀ ସାଙ୍ଗିଆ’ ମାମଲାରେ ରାହୁଲ ଗାନ୍ଧୀଙ୍କୁ ହୋଇଥିବା ଦଣ୍ଡାଦେଶ ଉପରେ ଆଜି ରାୟ ଶୁଣାଇ ପାରନ୍ତି ସୁରଟ କୋର୍ଟ

The Sakala Picture
Published On

ନୂଆଦିଲ୍ଲୀ: ‘ମୋଦୀ ସାଙ୍ଗିଆ’ ମାମଲାରେ ରାହୁଲ ଗାନ୍ଧୀଙ୍କୁ ହୋଇଥିବା ଦଣ୍ଡାଦେଶ ଉପରେ ଆଜି ରାୟ ଶୁଣାଇ ପାରନ୍ତି ସୁରଟ ସେସନ୍ସ କୋର୍ଟ । ତଳ କୋର୍ଟ ଏହି ମାମଲାରେ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଏହି ରାୟକୁ ସୁରଟ କୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି ରାହୁଲ ଗାନ୍ଧୀ । ସୂଚନାଯୋଗ୍ୟ, ୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦି ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା । ସୁରଟର […]

ନୂଆଦିଲ୍ଲୀ: ‘ମୋଦୀ ସାଙ୍ଗିଆ’ ମାମଲାରେ ରାହୁଲ ଗାନ୍ଧୀଙ୍କୁ ହୋଇଥିବା ଦଣ୍ଡାଦେଶ ଉପରେ ଆଜି ରାୟ ଶୁଣାଇ ପାରନ୍ତି ସୁରଟ ସେସନ୍ସ କୋର୍ଟ । ତଳ କୋର୍ଟ ଏହି ମାମଲାରେ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଏହି ରାୟକୁ ସୁରଟ କୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି ରାହୁଲ ଗାନ୍ଧୀ ।

ଆହୁରି ପଢ଼ନ୍ତୁ: ଶତ୍ରୁ ଶିବିରରେ ହାହାକାର ସୃଷ୍ଟି କରିବ ‘ପ୍ରୋଜେକ୍ଟ କାଲ୍’: ଭାରତ ପ୍ରସ୍ତୁତ କରୁଛି ୧୦୦୦ କିମି ରେଞ୍ଜର ଘାତକ ଡ୍ରୋନ୍

ସୂଚନାଯୋଗ୍ୟ, ୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦି ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା । ସୁରଟର ସିଜେଏମ କୋର୍ଟ ରାହୁଲଙ୍କୁ ୨ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ । ପରେ ରାହୁଲଙ୍କ ସାଂସଦ ସଦସ୍ୟତା ରଦ୍ଦ କରିଥିଲେ ଲୋକସଭା ବାଚସ୍ପତି ।ସିଜେଏମ କୋର୍ଟଙ୍କ ରାୟକୁ ସୁରଟର ସେସନ୍ସ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ରାହୁଲ ଗାନ୍ଧୀ । ରାୟ ଉପରେ ରୋକ ଲଗାଇବାକୁ ଆବେଦନ କରିଛନ୍ତି ରାହୁଲ । ଉଭୟ ପକ୍ଷକୁ ଶୁଣିବା ପରେ କୋର୍ଟ ଆଜି ରାୟ ପ୍ରକାଶ କରିବାକୁ ଧାର୍ଯ୍ୟ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

20 Apr 2023 By The Sakala

‘ମୋଦୀ ସାଙ୍ଗିଆ’ ମାମଲାରେ ରାହୁଲ ଗାନ୍ଧୀଙ୍କୁ ହୋଇଥିବା ଦଣ୍ଡାଦେଶ ଉପରେ ଆଜି ରାୟ ଶୁଣାଇ ପାରନ୍ତି ସୁରଟ କୋର୍ଟ

ନୂଆଦିଲ୍ଲୀ: ‘ମୋଦୀ ସାଙ୍ଗିଆ’ ମାମଲାରେ ରାହୁଲ ଗାନ୍ଧୀଙ୍କୁ ହୋଇଥିବା ଦଣ୍ଡାଦେଶ ଉପରେ ଆଜି ରାୟ ଶୁଣାଇ ପାରନ୍ତି ସୁରଟ ସେସନ୍ସ କୋର୍ଟ । ତଳ କୋର୍ଟ ଏହି ମାମଲାରେ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଏହି ରାୟକୁ ସୁରଟ କୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି ରାହୁଲ ଗାନ୍ଧୀ ।

ସୂଚନାଯୋଗ୍ୟ, ୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦି ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା । ସୁରଟର ସିଜେଏମ କୋର୍ଟ ରାହୁଲଙ୍କୁ ୨ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ । ପରେ ରାହୁଲଙ୍କ ସାଂସଦ ସଦସ୍ୟତା ରଦ୍ଦ କରିଥିଲେ ଲୋକସଭା ବାଚସ୍ପତି ।ସିଜେଏମ କୋର୍ଟଙ୍କ ରାୟକୁ ସୁରଟର ସେସନ୍ସ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ରାହୁଲ ଗାନ୍ଧୀ । ରାୟ ଉପରେ ରୋକ ଲଗାଇବାକୁ ଆବେଦନ କରିଛନ୍ତି ରାହୁଲ । ଉଭୟ ପକ୍ଷକୁ ଶୁଣିବା ପରେ କୋର୍ଟ ଆଜି ରାୟ ପ୍ରକାଶ କରିବାକୁ ଧାର୍ଯ୍ୟ କରିଛନ୍ତି ।

https://www.thesakala.in/national-international/surat-court-verdict-in-rahul-gandhis-plea-for-stay-on-conviction-today/article-20921
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର