ଅଗ୍ନିବୀରଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମିଳିବ ୧୦ ପ୍ରତିଶତ ସଂରକ୍ଷଣ

The Sakala Picture
Published On

ନୂଆଦିଲ୍ଲୀ: ଅଗ୍ନିବୀରଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା କରିଛନ୍ତି । ବାରମ୍ବାର ବିବାଦ ପରେ ଅଗ୍ନିପଥ ଯୋଜନାରେ ପରିବର୍ତ୍ତନ କରୁଛନ୍ତି କେନ୍ଦ୍ର ସରକାର । ଅଗ୍ନିବୀରଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ରଖିଛନ୍ତି କେନ୍ଦ୍ର ସରକାର । ସିଏପିଏଫ୍ ଓ ଆସାମ୍ ରାଇଫଲରେ ୧୦ ପ୍ରତିଶତ ସଂରକ୍ଷଣ ରହିବ । ଏହାସହ ଗୃହ ମନ୍ତ୍ରାଳୟ ଅଗ୍ନିବୀର ଭାବେ ସେବା ପୂରଣ କରିସାରିଥିବା ଯବାନଙ୍କ ବୟସସୀମାରେ ମଧ୍ୟ ବୃଦ୍ଧି କରିଛନ୍ତି । ସେମାନଙ୍କୁ ଅଧିକ ୩ ବର୍ଷର […]

ନୂଆଦିଲ୍ଲୀ: ଅଗ୍ନିବୀରଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା କରିଛନ୍ତି । ବାରମ୍ବାର ବିବାଦ ପରେ ଅଗ୍ନିପଥ ଯୋଜନାରେ ପରିବର୍ତ୍ତନ କରୁଛନ୍ତି କେନ୍ଦ୍ର ସରକାର । ଅଗ୍ନିବୀରଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ରଖିଛନ୍ତି କେନ୍ଦ୍ର ସରକାର । ସିଏପିଏଫ୍ ଓ ଆସାମ୍ ରାଇଫଲରେ ୧୦ ପ୍ରତିଶତ ସଂରକ୍ଷଣ ରହିବ । ଏହାସହ ଗୃହ ମନ୍ତ୍ରାଳୟ ଅଗ୍ନିବୀର ଭାବେ ସେବା ପୂରଣ କରିସାରିଥିବା ଯବାନଙ୍କ ବୟସସୀମାରେ ମଧ୍ୟ ବୃଦ୍ଧି କରିଛନ୍ତି । ସେମାନଙ୍କୁ ଅଧିକ ୩ ବର୍ଷର ରିହାତି ମିଳିବ । ଏହାସହ ଅଗ୍ନିପଥରେ ସାମିଲ ପ୍ରଥମ ବ୍ୟାଚର ଅଗ୍ନିବୀରଙ୍କ ବୟସ ସୀମାକୁ ମଧ୍ୟ ଅଧିକ ୫ ବର୍ଷ କୋହଳ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶେଷ ହେଉଛି ଆମେରିକା-ଇରାନ ଅସ୍ତ୍ରବିରତି ଅବଧି: ପୁଣି ଯୁଦ୍ଧ ଆରମ୍ଭ ହେବ ନା ଆଲୋଚନାକୁ ଆସିବ ଇରାନ?

18 Jun 2022 By The Sakala

ଅଗ୍ନିବୀରଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମିଳିବ ୧୦ ପ୍ରତିଶତ ସଂରକ୍ଷଣ

ନୂଆଦିଲ୍ଲୀ: ଅଗ୍ନିବୀରଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା କରିଛନ୍ତି । ବାରମ୍ବାର ବିବାଦ ପରେ ଅଗ୍ନିପଥ ଯୋଜନାରେ ପରିବର୍ତ୍ତନ କରୁଛନ୍ତି କେନ୍ଦ୍ର ସରକାର । ଅଗ୍ନିବୀରଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ରଖିଛନ୍ତି କେନ୍ଦ୍ର ସରକାର । ସିଏପିଏଫ୍ ଓ ଆସାମ୍ ରାଇଫଲରେ ୧୦ ପ୍ରତିଶତ ସଂରକ୍ଷଣ ରହିବ । ଏହାସହ ଗୃହ ମନ୍ତ୍ରାଳୟ ଅଗ୍ନିବୀର ଭାବେ ସେବା ପୂରଣ କରିସାରିଥିବା ଯବାନଙ୍କ ବୟସସୀମାରେ ମଧ୍ୟ ବୃଦ୍ଧି କରିଛନ୍ତି । ସେମାନଙ୍କୁ ଅଧିକ ୩ ବର୍ଷର ରିହାତି ମିଳିବ । ଏହାସହ ଅଗ୍ନିପଥରେ ସାମିଲ ପ୍ରଥମ ବ୍ୟାଚର ଅଗ୍ନିବୀରଙ୍କ ବୟସ ସୀମାକୁ ମଧ୍ୟ ଅଧିକ ୫ ବର୍ଷ କୋହଳ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର