୮ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି: ଜାଣନ୍ତୁ କିଏ ହେଲେ କେଉଁ ରାଜ୍ୟର ରାଜ୍ୟପାଳ

The Sakala Picture
Published On

ନୂଆଦିଲ୍ଲୀ: କ୍ୟାବିନେଟ୍ ସମ୍ପ୍ରସାରଣ ପୂର୍ବରୁ ମୋଦି ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ରୀୟ ମନ୍ତ୍ରୀ ଥାବର ଚାନ୍ଦ ଗେହଲଟଙ୍କୁ କର୍ଣ୍ଣାଟକ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ସେହିଭଳି ମିଜୋରାମ ରାଜ୍ୟପାଳ ଭାବେ କମ୍ଭମପତିଙ୍କ ନାଁକୁ ମୋହର ମାରିଛନ୍ତି ରାଷ୍ଟ୍ରପତି । କିଏ ହେଲେ କେଉଁ ରାଜ୍ୟର ରାଜ୍ୟପାଳ ? ଥାବର ଚାନ୍ଦ ଗେହଲଟ ହେଲେ କର୍ଣ୍ଣାଟକ ରାଜ୍ୟପାଳ ହରି ବାବୁ କମ୍ଭମପତି ହେଲେ ମିଜୋରାମ ରାଜ୍ୟପାଳ ମଙ୍ଗୁଭାଇ ପଟେଲ ହେଲେ ମଧ୍ୟପ୍ରଦେଶ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ […]

ନୂଆଦିଲ୍ଲୀ: କ୍ୟାବିନେଟ୍ ସମ୍ପ୍ରସାରଣ ପୂର୍ବରୁ ମୋଦି ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ରୀୟ ମନ୍ତ୍ରୀ ଥାବର ଚାନ୍ଦ ଗେହଲଟଙ୍କୁ କର୍ଣ୍ଣାଟକ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ସେହିଭଳି ମିଜୋରାମ ରାଜ୍ୟପାଳ ଭାବେ କମ୍ଭମପତିଙ୍କ ନାଁକୁ ମୋହର ମାରିଛନ୍ତି ରାଷ୍ଟ୍ରପତି ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ

କିଏ ହେଲେ କେଉଁ ରାଜ୍ୟର ରାଜ୍ୟପାଳ ?

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନରେ ୨୭ ଘଣ୍ଟା ପରେ ରେସ୍କ୍ୟୁ ଅପରେସନ୍ ଶେଷ, ୭ ମୃତକଙ୍କ ମଧ୍ୟରେ ୫ ଛାତ୍ର

ଥାବର ଚାନ୍ଦ ଗେହଲଟ ହେଲେ କର୍ଣ୍ଣାଟକ ରାଜ୍ୟପାଳ
ହରି ବାବୁ କମ୍ଭମପତି ହେଲେ ମିଜୋରାମ ରାଜ୍ୟପାଳ
ମଙ୍ଗୁଭାଇ ପଟେଲ ହେଲେ ମଧ୍ୟପ୍ରଦେଶ ରାଜ୍ୟପାଳ
ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ହେଲେ ହିମାଚଳ ପ୍ରଦେଶ ରାଜ୍ୟପାଳ
ପିଏସ୍.ଶ୍ରୀଧରନ ପିଲ୍ଲାଇ ହେଲେ ଗୋଆ ରାଜ୍ୟପାଳ, ପୂର୍ବରୁ ମିଜୋରାମ ରାଜ୍ୟପାଳ ଥିଲେ
ସତ୍ୟଦେବ ନାରାୟଣ ଆର୍ୟ୍ୟ ହେଲେ ତ୍ରିପୁରା ରାଜ୍ୟପାଳ, ପୂର୍ବରୁ ହରିୟାଣା ରାଜ୍ୟପାଳ ଥିଲେ
ରମେଶ ବାଏସ ହେଲେ ଝାଡ଼ଖଣ୍ଡ ରାଜ୍ୟପାଳ, ପୂର୍ବରୁ ତ୍ରିପୁରା ରାଜ୍ୟପାଳ ଥିଲେ
ବନ୍ଦାରୁ ଦତ୍ତାତ୍ରୟ ହେଲେ ହରିୟାଣା ରାଜ୍ୟପାଳ, ପୂର୍ବରୁ ହିମାଚଳ ପ୍ରଦେଶ ରାଜ୍ୟପାଳ ଥିଲେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର