ଆସନ୍ତାକାଲି ନୀତି ଆୟୋଗର ଷଷ୍ଠ ପରିଚାଳନା ପରିଷଦ ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସନ୍ତାକାଲି  ନୀତି ଆୟୋଗ ପରିଚାଳନା ପରିଷଦର ଷଷ୍ଠ ବୈଠକରେ ଅଧ୍ୟକ୍ଷତା କରିବେ । ବୈଠକର କାର୍ଯ୍ଯସୂଚୀ ମଧ୍ୟରେ କୃଷି, ଭିତ୍ତିଭୂମି, ଉତ୍ପାଦନ, ମାନବ ସମ୍ବଳ ବିକାଶ, ତୃଣମୂଳ ସ୍ତରରେ ସେବା ପ୍ରଦାନ ଏବଂ ସ୍ୱାସ୍ଥ୍ୟ ଓ ପୁଷ୍ଟିକର ସମ୍ବନ୍ଧିତ ବିଷୟ ସ୍ଥାନିତ ହୋଇଛି । ଆନ୍ତଃ-ବିଭାଗୀୟ ଏବଂ ସଂଘୀୟ ପ୍ରସଙ୍ଗ ଉପରେ ଆଲୋଚନା ହେବା ନେଇ ପରିଚାଳନା ପରିଷଦ ଏକ ପ୍ଲାଟଫର୍ମ ଉପସ୍ଥାପନ କରିଛି । ପ୍ରଧାନମନ୍ତ୍ରୀ, […]

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସନ୍ତାକାଲି  ନୀତି ଆୟୋଗ ପରିଚାଳନା ପରିଷଦର ଷଷ୍ଠ ବୈଠକରେ ଅଧ୍ୟକ୍ଷତା କରିବେ । ବୈଠକର କାର୍ଯ୍ଯସୂଚୀ ମଧ୍ୟରେ କୃଷି, ଭିତ୍ତିଭୂମି, ଉତ୍ପାଦନ, ମାନବ ସମ୍ବଳ ବିକାଶ, ତୃଣମୂଳ ସ୍ତରରେ ସେବା ପ୍ରଦାନ ଏବଂ ସ୍ୱାସ୍ଥ୍ୟ ଓ ପୁଷ୍ଟିକର ସମ୍ବନ୍ଧିତ ବିଷୟ ସ୍ଥାନିତ ହୋଇଛି ।

ଆହୁରି ପଢ଼ନ୍ତୁ: କୁକୁର ପରିସ୍ରା କରିବାକୁ ନେଇ ତୁମୁଳକାଣ୍ଡ; ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ବରିଷ୍ଠ ନାଗରିକ

ଆନ୍ତଃ-ବିଭାଗୀୟ ଏବଂ ସଂଘୀୟ ପ୍ରସଙ୍ଗ ଉପରେ ଆଲୋଚନା ହେବା ନେଇ ପରିଚାଳନା ପରିଷଦ ଏକ ପ୍ଲାଟଫର୍ମ ଉପସ୍ଥାପନ କରିଛି । ପ୍ରଧାନମନ୍ତ୍ରୀ, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଅନ୍ୟାନ୍ୟ କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ବିଧାନମଣ୍ଡଳ ଓ ଲେଫ୍ଟନାଣ୍ଟ ଗଭର୍ଣ୍ଣରମାନଙ୍କୁ ନେଇ ଏହି ପରିଷଦ ଗଠିତ । ଷଷ୍ଠ ବୈଠକରେ ପ୍ରଥମ ଥର ପାଇଁ ଲଦାଖର ପ୍ରବେଶ ସହିତ ଜମ୍ମୁ ଓ କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଭାବେ ଅଂଶଗ୍ରହଣ କରିବ । ଏଥର ପ୍ରଶାସକଙ୍କ ଦ୍ୱାରା ପରିଚାଳିତ ଅନ୍ୟ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ମଧ୍ୟ ଯୋଗଦେବା ପାଇଁ ଆମନ୍ତ୍ରିତ ହୋଇଛନ୍ତି । ବୈଠକରେ ପରିଚାଳନା ପରିଷଦର ପୂର୍ବତନ ଅଧିକାରୀ, ସଦସ୍ୟ, କେନ୍ଦ୍ର ମନ୍ତ୍ରୀଗଣ, ଉପାଧ୍ୟକ୍ଷ, ନୀତି ଆୟୋଗର ସଦସ୍ୟ ତଥା ସିଇଓ ଏବଂ ଭାରତ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଯୋଗଦେବେ ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଡୋମ୍ବିଭଲିରେ ଚାଞ୍ଚଲ୍ୟ: କଲେଜ କୋଠାରୁ ଡେଇଁ ପିଅନଙ୍କ ଆତ୍ମହତ୍ୟା

19 Feb 2021 By The Sakala

ଆସନ୍ତାକାଲି ନୀତି ଆୟୋଗର ଷଷ୍ଠ ପରିଚାଳନା ପରିଷଦ ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସନ୍ତାକାଲି  ନୀତି ଆୟୋଗ ପରିଚାଳନା ପରିଷଦର ଷଷ୍ଠ ବୈଠକରେ ଅଧ୍ୟକ୍ଷତା କରିବେ । ବୈଠକର କାର୍ଯ୍ଯସୂଚୀ ମଧ୍ୟରେ କୃଷି, ଭିତ୍ତିଭୂମି, ଉତ୍ପାଦନ, ମାନବ ସମ୍ବଳ ବିକାଶ, ତୃଣମୂଳ ସ୍ତରରେ ସେବା ପ୍ରଦାନ ଏବଂ ସ୍ୱାସ୍ଥ୍ୟ ଓ ପୁଷ୍ଟିକର ସମ୍ବନ୍ଧିତ ବିଷୟ ସ୍ଥାନିତ ହୋଇଛି ।

ଆନ୍ତଃ-ବିଭାଗୀୟ ଏବଂ ସଂଘୀୟ ପ୍ରସଙ୍ଗ ଉପରେ ଆଲୋଚନା ହେବା ନେଇ ପରିଚାଳନା ପରିଷଦ ଏକ ପ୍ଲାଟଫର୍ମ ଉପସ୍ଥାପନ କରିଛି । ପ୍ରଧାନମନ୍ତ୍ରୀ, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଅନ୍ୟାନ୍ୟ କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ବିଧାନମଣ୍ଡଳ ଓ ଲେଫ୍ଟନାଣ୍ଟ ଗଭର୍ଣ୍ଣରମାନଙ୍କୁ ନେଇ ଏହି ପରିଷଦ ଗଠିତ । ଷଷ୍ଠ ବୈଠକରେ ପ୍ରଥମ ଥର ପାଇଁ ଲଦାଖର ପ୍ରବେଶ ସହିତ ଜମ୍ମୁ ଓ କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଭାବେ ଅଂଶଗ୍ରହଣ କରିବ । ଏଥର ପ୍ରଶାସକଙ୍କ ଦ୍ୱାରା ପରିଚାଳିତ ଅନ୍ୟ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ମଧ୍ୟ ଯୋଗଦେବା ପାଇଁ ଆମନ୍ତ୍ରିତ ହୋଇଛନ୍ତି । ବୈଠକରେ ପରିଚାଳନା ପରିଷଦର ପୂର୍ବତନ ଅଧିକାରୀ, ସଦସ୍ୟ, କେନ୍ଦ୍ର ମନ୍ତ୍ରୀଗଣ, ଉପାଧ୍ୟକ୍ଷ, ନୀତି ଆୟୋଗର ସଦସ୍ୟ ତଥା ସିଇଓ ଏବଂ ଭାରତ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଯୋଗଦେବେ ।

https://www.thesakala.in/national-international/the-prime-minister-will-chair-the-sixth-steering-committee-meeting-of-the-niti-aayog/article-80
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର