୩ ପଦାର୍ଥ ବିଜ୍ଞାନୀ ପାଇବେ ନୋବେଲ ପୁରସ୍କାର

The Sakala Picture
Published On

ନୂଆଦିଲ୍ଲୀ: ୨୦୨୩ ବର୍ଷ ପାଇଁ ମିଳିତ ଭାବେ ନୋବେଲ୍ ପାଇବେ ତିନି ଜଣ ପଦାର୍ଥ ବିଜ୍ଞାନୀ। ପାଏରୋ ଅଗୋସ୍ତିନି, ଫେରେନ୍ସ କ୍ରାଉଜ ଓ ଆନୀ ଏଲ’ହୁଇଲିଅରଙ୍କୁ ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ମିଳିବ ।ପଦାର୍ଥରେ ଇଲେକ୍ଟ୍ରୋନ୍ ଗତିଶୀଳତା କ୍ଷେତ୍ରରେ ଅଧ୍ୟୟନ ପାଇଁ ସେମାନଙ୍କୁ ନୋବେଲ୍ ଦିଆଯିବ। ନୋବେଲ୍ ଘୋଷଣା କରୁଥିବା ଟିମ୍ କହିଛନ୍ତି ଯେ, ଏହି ତିନି ଜଣ ନୋବେଲ ବିଜେତା ମାନବଜାତିକୁ ପରମାଣୁ ଏବଂ ଅଣୁଗୁଡ଼ିକ ମଧ୍ୟରେ ଇଲେକ୍ଟ୍ରୋନ୍ ଡାଇନାମିକ୍ସକୁ ଅନୁସନ୍ଧାନ କରିବା ପାଇଁ […]

ନୂଆଦିଲ୍ଲୀ: ୨୦୨୩ ବର୍ଷ ପାଇଁ ମିଳିତ ଭାବେ ନୋବେଲ୍ ପାଇବେ ତିନି ଜଣ ପଦାର୍ଥ ବିଜ୍ଞାନୀ। ପାଏରୋ ଅଗୋସ୍ତିନି, ଫେରେନ୍ସ କ୍ରାଉଜ ଓ ଆନୀ ଏଲ’ହୁଇଲିଅରଙ୍କୁ ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ମିଳିବ ।ପଦାର୍ଥରେ ଇଲେକ୍ଟ୍ରୋନ୍ ଗତିଶୀଳତା କ୍ଷେତ୍ରରେ ଅଧ୍ୟୟନ ପାଇଁ ସେମାନଙ୍କୁ ନୋବେଲ୍ ଦିଆଯିବ।

ଆହୁରି ପଢ଼ନ୍ତୁ: କାନପୁରରେ ଲଜ୍ଜା: କୋଟିପତି ହେବା ପାଇଁ ବୋହୂକୁ ଉଲଗ୍ନ କରି ତାନ୍ତ୍ରିକ ପୂଜା, ଶାଶୁଘର ଲୋକଙ୍କ ନାମରେ ଏତଲା

ନୋବେଲ୍ ଘୋଷଣା କରୁଥିବା ଟିମ୍ କହିଛନ୍ତି ଯେ, ଏହି ତିନି ଜଣ ନୋବେଲ ବିଜେତା ମାନବଜାତିକୁ ପରମାଣୁ ଏବଂ ଅଣୁଗୁଡ଼ିକ ମଧ୍ୟରେ ଇଲେକ୍ଟ୍ରୋନ୍ ଡାଇନାମିକ୍ସକୁ ଅନୁସନ୍ଧାନ କରିବା ପାଇଁ ନୂତନ ସାଧନ ଦେଇଛନ୍ତି। ସେମାନେ ଆଲୋକର ଅତି କ୍ଷୁଦ୍ର କଣିକାକୁ ସୃଷ୍ଟି କରିବାର ଏକ ଉପାୟ ପ୍ରଦର୍ଶନ କରିଛନ୍ତି ଯାହା ଇଲେକ୍ଟ୍ରୋନ୍ ଗତି କିମ୍ବା ପରିବର୍ତ୍ତନ ପ୍ରକ୍ରିୟାକୁ ମାପିବା ପାଇଁ ବ୍ୟବହୃତ ହୋଇପାରିବ।

ଆହୁରି ପଢ଼ନ୍ତୁ: ବନ୍ଦେ ଭାରତ ଏକ୍ସପ୍ରେସରେ ଖାଦ୍ୟ ଖାଇ ମହିଳାଙ୍କୁ ଆଲର୍ଜି, ଛୁଆକୁ ଝାଡ଼ା; ଜାଣନ୍ତୁ ଆଇଆରସିଟିସିର ସ୍ପଷ୍ଟୀକରଣ

03 Oct 2023 By The Sakala

୩ ପଦାର୍ଥ ବିଜ୍ଞାନୀ ପାଇବେ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ୨୦୨୩ ବର୍ଷ ପାଇଁ ମିଳିତ ଭାବେ ନୋବେଲ୍ ପାଇବେ ତିନି ଜଣ ପଦାର୍ଥ ବିଜ୍ଞାନୀ। ପାଏରୋ ଅଗୋସ୍ତିନି, ଫେରେନ୍ସ କ୍ରାଉଜ ଓ ଆନୀ ଏଲ’ହୁଇଲିଅରଙ୍କୁ ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ମିଳିବ ।ପଦାର୍ଥରେ ଇଲେକ୍ଟ୍ରୋନ୍ ଗତିଶୀଳତା କ୍ଷେତ୍ରରେ ଅଧ୍ୟୟନ ପାଇଁ ସେମାନଙ୍କୁ ନୋବେଲ୍ ଦିଆଯିବ।

ନୋବେଲ୍ ଘୋଷଣା କରୁଥିବା ଟିମ୍ କହିଛନ୍ତି ଯେ, ଏହି ତିନି ଜଣ ନୋବେଲ ବିଜେତା ମାନବଜାତିକୁ ପରମାଣୁ ଏବଂ ଅଣୁଗୁଡ଼ିକ ମଧ୍ୟରେ ଇଲେକ୍ଟ୍ରୋନ୍ ଡାଇନାମିକ୍ସକୁ ଅନୁସନ୍ଧାନ କରିବା ପାଇଁ ନୂତନ ସାଧନ ଦେଇଛନ୍ତି। ସେମାନେ ଆଲୋକର ଅତି କ୍ଷୁଦ୍ର କଣିକାକୁ ସୃଷ୍ଟି କରିବାର ଏକ ଉପାୟ ପ୍ରଦର୍ଶନ କରିଛନ୍ତି ଯାହା ଇଲେକ୍ଟ୍ରୋନ୍ ଗତି କିମ୍ବା ପରିବର୍ତ୍ତନ ପ୍ରକ୍ରିୟାକୁ ମାପିବା ପାଇଁ ବ୍ୟବହୃତ ହୋଇପାରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର