ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା

The Sakala Picture
Published On

ନୂଆଦିଲ୍ଲୀ : ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା । ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନଙ୍କ ପକ୍ଷରୁ ହେବ ପ୍ରେସମିଟ୍ । ଆସନ୍ତା ଜୁଲାଇ ୨୪ ତାରିଖରେ ସରୁଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ସେପଟେ ଦେଶର ୧୫ତମ ରାଷ୍ଟ୍ରପତି କିଏ ହେବେ ତାହାକୁ ନେଇ ଚାଲିଛି ଅଙ୍କକଷା । ବର୍ତ୍ତମାନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଆସନ୍ତା ଜୁଲାଇ ୨୪ରେ ଶେଷ ହେଉଛି । ଗତ ୨୦୧୭ରେ ରାଷ୍ଟ୍ରପତି ନିର୍ବାଚନ […]

ନୂଆଦିଲ୍ଲୀ : ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା । ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନଙ୍କ ପକ୍ଷରୁ ହେବ ପ୍ରେସମିଟ୍ । ଆସନ୍ତା ଜୁଲାଇ ୨୪ ତାରିଖରେ ସରୁଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ସେପଟେ ଦେଶର ୧୫ତମ ରାଷ୍ଟ୍ରପତି କିଏ ହେବେ ତାହାକୁ ନେଇ ଚାଲିଛି ଅଙ୍କକଷା । ବର୍ତ୍ତମାନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଆସନ୍ତା ଜୁଲାଇ ୨୪ରେ ଶେଷ ହେଉଛି । ଗତ ୨୦୧୭ରେ ରାଷ୍ଟ୍ରପତି ନିର୍ବାଚନ ଜୁଲାଇ ୧୭ରେ ହୋଇଥିବାବେଳେ ଫଳାଫଳ ଜୁଲାଇ ୨୦ରେ ଘୋଷିତ ହୋଇଥିଲା । ସମ୍ବିଧାନର ଧାରା ୬୨ ଅନୁସାରେ ପଦାସୀନ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ସରିବା ପୂର୍ବରୁ ନୂଆ ରାଷ୍ଟ୍ରପତି ଦାୟିତ୍ବ ନେବା ଆବଶ୍ୟକ ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

09 Jun 2022 By The Sakala

ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ : ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା । ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନଙ୍କ ପକ୍ଷରୁ ହେବ ପ୍ରେସମିଟ୍ । ଆସନ୍ତା ଜୁଲାଇ ୨୪ ତାରିଖରେ ସରୁଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ସେପଟେ ଦେଶର ୧୫ତମ ରାଷ୍ଟ୍ରପତି କିଏ ହେବେ ତାହାକୁ ନେଇ ଚାଲିଛି ଅଙ୍କକଷା । ବର୍ତ୍ତମାନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଆସନ୍ତା ଜୁଲାଇ ୨୪ରେ ଶେଷ ହେଉଛି । ଗତ ୨୦୧୭ରେ ରାଷ୍ଟ୍ରପତି ନିର୍ବାଚନ ଜୁଲାଇ ୧୭ରେ ହୋଇଥିବାବେଳେ ଫଳାଫଳ ଜୁଲାଇ ୨୦ରେ ଘୋଷିତ ହୋଇଥିଲା । ସମ୍ବିଧାନର ଧାରା ୬୨ ଅନୁସାରେ ପଦାସୀନ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ସରିବା ପୂର୍ବରୁ ନୂଆ ରାଷ୍ଟ୍ରପତି ଦାୟିତ୍ବ ନେବା ଆବଶ୍ୟକ ।

https://www.thesakala.in/national-international/today-is-the-date-for-the-presidential-election/article-12290
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର