ନିର୍ବାଚନ ଜାଲିଆତି ମାମଲା: ଗିରଫ ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ୨୦ ମିନିଟ୍ ପରେ ମିଳିଲା ଜାମିନ

The Sakala Picture
Published On

ଓ୍ୱାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗିରଫ । ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ପ୍ରଭାବିତ କରିବାକୁ ଚେଷ୍ଟା କରଥିବା ଅଭିଯୋଗରେ ଗିରଫ ହେଲେ ଡୋନାଲ୍ଡ ଟ୍ରମ୍ପ। ତେବେ ୨୦ ମିନିଟ୍ ଜେଲରେ ରହିବା ପରେ ତାଙ୍କୁ ମୁକ୍ତ କରାଯାଇଛି । ୨ ଲକ୍ଷ ଡଲାର ବଣ୍ଡରେ ଟ୍ରମ୍ଫଙ୍କୁ ଜାମିନରେ ଛଡ଼ାଯାଇଛି । ଜର୍ଜିଆ ଷ୍ଟେଟର ଆଟଲାଣ୍ଟା ଫୁଲଟନ କାଉଣ୍ଟି ଜେଲରେ ଆତ୍ମସମର୍ପଣ କରିଥିଲେ ଡୋନାଲ୍ଡ ଟ୍ରମ୍ପ । ଜର୍ଜିଆ ନିର୍ବାଚନ ହେରଫେର ଓ ଫଳାଫଳକୁ […]

ଓ୍ୱାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗିରଫ । ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ପ୍ରଭାବିତ କରିବାକୁ ଚେଷ୍ଟା କରଥିବା ଅଭିଯୋଗରେ ଗିରଫ ହେଲେ ଡୋନାଲ୍ଡ ଟ୍ରମ୍ପ। ତେବେ ୨୦ ମିନିଟ୍ ଜେଲରେ ରହିବା ପରେ ତାଙ୍କୁ ମୁକ୍ତ କରାଯାଇଛି । ୨ ଲକ୍ଷ ଡଲାର ବଣ୍ଡରେ ଟ୍ରମ୍ଫଙ୍କୁ ଜାମିନରେ ଛଡ଼ାଯାଇଛି । ଜର୍ଜିଆ ଷ୍ଟେଟର ଆଟଲାଣ୍ଟା ଫୁଲଟନ କାଉଣ୍ଟି ଜେଲରେ ଆତ୍ମସମର୍ପଣ କରିଥିଲେ ଡୋନାଲ୍ଡ ଟ୍ରମ୍ପ ।

ଆହୁରି ପଢ଼ନ୍ତୁ: ୬ ବର୍ଷ ପରେ ଆକାଶ ଛୁଇଁଲା ଏୟାର ଇଣ୍ଡିଆର ‘ବୋଇିଂ ୭୭୭’, ନାଗପୁରରୁ ଉଡି ଅହମ୍ମଦାବାଦରେ କଲା ଲ୍ୟାଣ୍ଡିଂ

ଜର୍ଜିଆ ନିର୍ବାଚନ ହେରଫେର ଓ ଫଳାଫଳକୁ ଓଲଟ ପାଲଟ ମାମଲାରେ ଆଟଲାଣ୍ଟା ପୁଲ୍ଟନ କାଉଣ୍ଟି ଜେଲରେ ଟ୍ରମ୍ପ ଆତ୍ମସମର୍ପଣ କରିଥିଲେ । ଡୋନାଲ୍ଡ ଟ୍ରମ୍ପଙ୍କ ଆତ୍ମସମର୍ପଣକୁ ଦେଖି ଜେଲ୍ ବାହାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆ ଯାଇଥିଲା । ଟ୍ରମ୍ପଙ୍କ ବିରୋଧରେ ଆସିଥିଲା ମୋଟ ୧୩ଟି ଅଭିଯୋଗ । ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ବଦଳାଇବାକୁ ଷଡଯନ୍ତ୍ର କରିଥିବା ଅଭିଯୋଗ ହୋଇଥିଲା । ଏନେଇ ତାଙ୍କ ବିରୋଧରେ ଏକ ଚାର୍ଜସିଟ ଦାଖଲ କରାଯାଇଥିଲା । ନିର୍ବାଚନରେ ପରାଜୟ ବରଣ କରିବା ଓ କ୍ଷମତା ହସ୍ତାନ୍ତରକୁ ରୋକିବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କୁ ଫେଡେରାଲ ତଦନ୍ତରେ ଅଭିଯୁକ୍ତଭାବେ ଦର୍ଶାଯାଇଛି । ୪ ମାସ ଭିତରେ ଟ୍ରମ୍ପଙ୍କ ବିରୋଧରେ ଏହା ତୃତୀୟ ଥର ପାଇଁ ଅପରାଧିକ ମାମଲା ।ଆଇନଗତ ସମସ୍ତ କାର୍ଯ୍ୟାନୁଷ୍ଠାନକୁ ସେ ସମ୍ମୁଖିନ କରିବାକୁ ପ୍ରସ୍ତୁତ ଅଛନ୍ତି ବୋଲି ଟ୍ରମ୍ପ କହିଛନ୍ତି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

25 Aug 2023 By The Sakala

ନିର୍ବାଚନ ଜାଲିଆତି ମାମଲା: ଗିରଫ ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ୨୦ ମିନିଟ୍ ପରେ ମିଳିଲା ଜାମିନ

ଓ୍ୱାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗିରଫ । ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ପ୍ରଭାବିତ କରିବାକୁ ଚେଷ୍ଟା କରଥିବା ଅଭିଯୋଗରେ ଗିରଫ ହେଲେ ଡୋନାଲ୍ଡ ଟ୍ରମ୍ପ। ତେବେ ୨୦ ମିନିଟ୍ ଜେଲରେ ରହିବା ପରେ ତାଙ୍କୁ ମୁକ୍ତ କରାଯାଇଛି । ୨ ଲକ୍ଷ ଡଲାର ବଣ୍ଡରେ ଟ୍ରମ୍ଫଙ୍କୁ ଜାମିନରେ ଛଡ଼ାଯାଇଛି । ଜର୍ଜିଆ ଷ୍ଟେଟର ଆଟଲାଣ୍ଟା ଫୁଲଟନ କାଉଣ୍ଟି ଜେଲରେ ଆତ୍ମସମର୍ପଣ କରିଥିଲେ ଡୋନାଲ୍ଡ ଟ୍ରମ୍ପ ।

ଜର୍ଜିଆ ନିର୍ବାଚନ ହେରଫେର ଓ ଫଳାଫଳକୁ ଓଲଟ ପାଲଟ ମାମଲାରେ ଆଟଲାଣ୍ଟା ପୁଲ୍ଟନ କାଉଣ୍ଟି ଜେଲରେ ଟ୍ରମ୍ପ ଆତ୍ମସମର୍ପଣ କରିଥିଲେ । ଡୋନାଲ୍ଡ ଟ୍ରମ୍ପଙ୍କ ଆତ୍ମସମର୍ପଣକୁ ଦେଖି ଜେଲ୍ ବାହାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆ ଯାଇଥିଲା । ଟ୍ରମ୍ପଙ୍କ ବିରୋଧରେ ଆସିଥିଲା ମୋଟ ୧୩ଟି ଅଭିଯୋଗ । ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ବଦଳାଇବାକୁ ଷଡଯନ୍ତ୍ର କରିଥିବା ଅଭିଯୋଗ ହୋଇଥିଲା । ଏନେଇ ତାଙ୍କ ବିରୋଧରେ ଏକ ଚାର୍ଜସିଟ ଦାଖଲ କରାଯାଇଥିଲା । ନିର୍ବାଚନରେ ପରାଜୟ ବରଣ କରିବା ଓ କ୍ଷମତା ହସ୍ତାନ୍ତରକୁ ରୋକିବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କୁ ଫେଡେରାଲ ତଦନ୍ତରେ ଅଭିଯୁକ୍ତଭାବେ ଦର୍ଶାଯାଇଛି । ୪ ମାସ ଭିତରେ ଟ୍ରମ୍ପଙ୍କ ବିରୋଧରେ ଏହା ତୃତୀୟ ଥର ପାଇଁ ଅପରାଧିକ ମାମଲା ।ଆଇନଗତ ସମସ୍ତ କାର୍ଯ୍ୟାନୁଷ୍ଠାନକୁ ସେ ସମ୍ମୁଖିନ କରିବାକୁ ପ୍ରସ୍ତୁତ ଅଛନ୍ତି ବୋଲି ଟ୍ରମ୍ପ କହିଛନ୍ତି ।

https://www.thesakala.in/national-international/trump-surrenders-at-atlanta-jail-gets-mugshot-taken-and-is-then-released/article-24769
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର