ପୋଷା କୁକୁର ପାଇଁ ଗୁଳିମାଡ଼: ୨ ମୃତ, ୬ ଆହତ

The Sakala Picture
Published On

ଇନ୍ଦୋର: ମଧ୍ୟପ୍ରଦେଶ ଇନ୍ଦୋରରେ ଅଭାବନୀୟ ଘଟଣା । କୁକୁର ପାଇଁ ଦୁଇଜଣଙ୍କୁ ଗୁଳିକରି ହତ୍ୟା କରିଛନ୍ତି ସୁରକ୍ଷାକର୍ମା। ପୋଷା କୁକୁରକୁ ନେଇ ଅଭିଯୁକ୍ତ ରାଜପାଲ ରାଜାଓ୍ବତ ଓ ତାଙ୍କ ପଡୋଶୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ରାଜପାଲଘରୁ ଏକ ବନ୍ଧୁକ ଆଣି ପଡ଼ୋଶୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ । ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । […]

ଇନ୍ଦୋର: ମଧ୍ୟପ୍ରଦେଶ ଇନ୍ଦୋରରେ ଅଭାବନୀୟ ଘଟଣା । କୁକୁର ପାଇଁ ଦୁଇଜଣଙ୍କୁ ଗୁଳିକରି ହତ୍ୟା କରିଛନ୍ତି ସୁରକ୍ଷାକର୍ମା। ପୋଷା କୁକୁରକୁ ନେଇ ଅଭିଯୁକ୍ତ ରାଜପାଲ ରାଜାଓ୍ବତ ଓ ତାଙ୍କ ପଡୋଶୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ରାଜପାଲଘରୁ ଏକ ବନ୍ଧୁକ ଆଣି ପଡ଼ୋଶୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ । ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ରାଜପାଲ ଏକ ଘରୋଇ ବ୍ୟାଙ୍କରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରନ୍ତି । ପୁଲିସ ତାଙ୍କୁ ଗିରଫ କରିବା ସହ ଲାଇସେନ୍ସପ୍ରାପ୍ତ ବନ୍ଧୁକ ପୁଲିସ ଜବତ କରିଛି ।

ଆହୁରି ପଢ଼ନ୍ତୁ: ନୋଏଡାରେ ବଡ଼ ଅଘଟଣ: ବିବାହ ପାଇଁ ଜିଦ୍ ଧରିଥିଲେ ପ୍ରେମିକା, ମନା କରିବାରୁ ଭାଇ ସହ ମିଶି କଲେ ହତ୍ୟା

18 Aug 2023 By The Sakala

ପୋଷା କୁକୁର ପାଇଁ ଗୁଳିମାଡ଼: ୨ ମୃତ, ୬ ଆହତ

ଇନ୍ଦୋର: ମଧ୍ୟପ୍ରଦେଶ ଇନ୍ଦୋରରେ ଅଭାବନୀୟ ଘଟଣା । କୁକୁର ପାଇଁ ଦୁଇଜଣଙ୍କୁ ଗୁଳିକରି ହତ୍ୟା କରିଛନ୍ତି ସୁରକ୍ଷାକର୍ମା। ପୋଷା କୁକୁରକୁ ନେଇ ଅଭିଯୁକ୍ତ ରାଜପାଲ ରାଜାଓ୍ବତ ଓ ତାଙ୍କ ପଡୋଶୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ରାଜପାଲଘରୁ ଏକ ବନ୍ଧୁକ ଆଣି ପଡ଼ୋଶୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ । ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ରାଜପାଲ ଏକ ଘରୋଇ ବ୍ୟାଙ୍କରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରନ୍ତି । ପୁଲିସ ତାଙ୍କୁ ଗିରଫ କରିବା ସହ ଲାଇସେନ୍ସପ୍ରାପ୍ତ ବନ୍ଧୁକ ପୁଲିସ ଜବତ କରିଛି ।

https://www.thesakala.in/national-international/two-deadopens-fire-after-argument-over-pet-dogs-in-indore/article-24566
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର