କାବୁଲ ବୋମା ବିସ୍ଫୋରଣରେ ଆତଙ୍କବାଦୀ ଗୋଷ୍ଠୀ ଉପରେ ୟୁଏସ୍ ଷ୍ଟ୍ରାଇକ୍

The Sakala Picture
Published On

କାବୁଲ ବୋମା ବିସ୍ଫୋରଣରେ ଆତଙ୍କବାଦୀ ଗୋଷ୍ଠୀ ଉପରେ ୟୁଏସ୍ ଷ୍ଟ୍ରାଇକ୍ । କାବୁଲ ବିସ୍ଫୋରଣର ପ୍ରତିଶୋଧ ନେଲା ଆମେରିକା । ମାତ୍ର ୪୮ ଘଣ୍ଟା ମଧ୍ୟରେ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବିଶ୍ୱର ଏହି ଶକ୍ତିଶାଳୀ ରାଷ୍ଟ୍ର । ଅନ୍ତର୍ଜାତୀୟ ଗଣମାଧ୍ୟମ ସୂଚନା ମୁତାବକ ଆଇଏସ୍ଆଇଏସ୍ -କେ ‘ପ୍ଳାନ୍‌ର’ ଉପରେ ଡ୍ରୋନ୍ ଦ୍ୱାରା ଆକ୍ରମଣ ହୋଇଛି । ୟୁଏସ୍ ସେଣ୍ଟ୍ରାଲ କମାଣ୍ଡ ମୁଖପାତ୍ରଙ୍କ କହିବାନୁଯାୟୀ ଆଫଗାନିସ୍ତାନର ନାନଗହର ପ୍ରଦେଶରେ ଏହି ଆମେରିକା ପକ୍ଷରୁ ଏହି ଏୟାରଷ୍ଟ୍ରାଇକ୍ […]

କାବୁଲ ବୋମା ବିସ୍ଫୋରଣରେ ଆତଙ୍କବାଦୀ ଗୋଷ୍ଠୀ ଉପରେ ୟୁଏସ୍ ଷ୍ଟ୍ରାଇକ୍ । କାବୁଲ ବିସ୍ଫୋରଣର ପ୍ରତିଶୋଧ ନେଲା ଆମେରିକା । ମାତ୍ର ୪୮ ଘଣ୍ଟା ମଧ୍ୟରେ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବିଶ୍ୱର ଏହି ଶକ୍ତିଶାଳୀ ରାଷ୍ଟ୍ର । ଅନ୍ତର୍ଜାତୀୟ ଗଣମାଧ୍ୟମ ସୂଚନା ମୁତାବକ ଆଇଏସ୍ଆଇଏସ୍ -କେ ‘ପ୍ଳାନ୍‌ର’ ଉପରେ ଡ୍ରୋନ୍ ଦ୍ୱାରା ଆକ୍ରମଣ ହୋଇଛି । ୟୁଏସ୍ ସେଣ୍ଟ୍ରାଲ କମାଣ୍ଡ ମୁଖପାତ୍ରଙ୍କ କହିବାନୁଯାୟୀ ଆଫଗାନିସ୍ତାନର ନାନଗହର ପ୍ରଦେଶରେ ଏହି ଆମେରିକା ପକ୍ଷରୁ ଏହି ଏୟାରଷ୍ଟ୍ରାଇକ୍ କରାଯାଇଛି । ତେବେ ଏହି ଆକ୍ରମଣରେ ଆତଙ୍କବାଦୀ ନିହତ ହୋଇଥିବା ବେଳେ କୌଣସି ସାଧାରଣ ଲୋକ ମୃତାହାତ ହୋଇନଥିବା ଆମେରିକା ପକ୍ଷରୁ ଦାବି କରାଯାଉଛି ।

ଆହୁରି ପଢ଼ନ୍ତୁ: ମଝି ଆକାଶରୁ ଫେରିଲା ଇଣ୍ଡିଗୋ ବିମାନ: ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ନୂଆଦିଲ୍ଲୀରୁ ମାଞ୍ଚେଷ୍ଟର ଯାଉଥିବା ବିମାନର ୟୁ-ଟର୍ଣ୍ଣ

ଅପରପକ୍ଷରେ ଆମେରିକୀୟ ନାଗରିକଙ୍କୁ ଯଥାଶୀଘ୍ର କାବୁଲ ଏୟାରପୋର୍ଟ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଯୋଗ୍ୟ ଯେ, ଆଫଗାନିସ୍ତାନ ବୋମା ବିସ୍ଫୋରଣରେ ଆମେରିକୀୟ ସୈନ୍ୟଙ୍କ ମୃତ୍ୟୁକୁ ନେଇ କ୍ଷୋଭ ପ୍ରକାଶ କରିଥିଲେ ରାଷ୍ଟ୍ରପତି ଜୋ ବାଇଡେନ୍ । ଘଟଣାକୁ ଆମେରିକା ଭୁଲିବ ନାହିଁ କି ସେମାନଙ୍କୁ କ୍ଷମା ଦେବନାହିଁ ବୋଲି କହିଥିଲେ ବାଇଡେନ୍ । ଏଥିସହ ଆକ୍ରମଣକାରୀଙ୍କ ବିପକ୍ଷରେ ପ୍ରତିଆକ୍ରମଣ କରିବା ଲାଗି ମଧ୍ୟ ସେ ‘ପେଣ୍ଟାଗନ୍‌’କୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଘଟଣାର ୪୮ ଘଣ୍ଟା ମଧ୍ୟରେ ପ୍ରତିଶୋଧ ନେଇଛି ପେଣ୍ଟାଗନ୍ ।

ଆହୁରି ପଢ଼ନ୍ତୁ: ୬ ବର୍ଷ ପରେ ଆକାଶ ଛୁଇଁଲା ଏୟାର ଇଣ୍ଡିଆର ‘ବୋଇିଂ ୭୭୭’, ନାଗପୁରରୁ ଉଡି ଅହମ୍ମଦାବାଦରେ କଲା ଲ୍ୟାଣ୍ଡିଂ

28 Aug 2021 By The Sakala

କାବୁଲ ବୋମା ବିସ୍ଫୋରଣରେ ଆତଙ୍କବାଦୀ ଗୋଷ୍ଠୀ ଉପରେ ୟୁଏସ୍ ଷ୍ଟ୍ରାଇକ୍

କାବୁଲ ବୋମା ବିସ୍ଫୋରଣରେ ଆତଙ୍କବାଦୀ ଗୋଷ୍ଠୀ ଉପରେ ୟୁଏସ୍ ଷ୍ଟ୍ରାଇକ୍ । କାବୁଲ ବିସ୍ଫୋରଣର ପ୍ରତିଶୋଧ ନେଲା ଆମେରିକା । ମାତ୍ର ୪୮ ଘଣ୍ଟା ମଧ୍ୟରେ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବିଶ୍ୱର ଏହି ଶକ୍ତିଶାଳୀ ରାଷ୍ଟ୍ର । ଅନ୍ତର୍ଜାତୀୟ ଗଣମାଧ୍ୟମ ସୂଚନା ମୁତାବକ ଆଇଏସ୍ଆଇଏସ୍ -କେ ‘ପ୍ଳାନ୍‌ର’ ଉପରେ ଡ୍ରୋନ୍ ଦ୍ୱାରା ଆକ୍ରମଣ ହୋଇଛି । ୟୁଏସ୍ ସେଣ୍ଟ୍ରାଲ କମାଣ୍ଡ ମୁଖପାତ୍ରଙ୍କ କହିବାନୁଯାୟୀ ଆଫଗାନିସ୍ତାନର ନାନଗହର ପ୍ରଦେଶରେ ଏହି ଆମେରିକା ପକ୍ଷରୁ ଏହି ଏୟାରଷ୍ଟ୍ରାଇକ୍ କରାଯାଇଛି । ତେବେ ଏହି ଆକ୍ରମଣରେ ଆତଙ୍କବାଦୀ ନିହତ ହୋଇଥିବା ବେଳେ କୌଣସି ସାଧାରଣ ଲୋକ ମୃତାହାତ ହୋଇନଥିବା ଆମେରିକା ପକ୍ଷରୁ ଦାବି କରାଯାଉଛି ।

ଅପରପକ୍ଷରେ ଆମେରିକୀୟ ନାଗରିକଙ୍କୁ ଯଥାଶୀଘ୍ର କାବୁଲ ଏୟାରପୋର୍ଟ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଯୋଗ୍ୟ ଯେ, ଆଫଗାନିସ୍ତାନ ବୋମା ବିସ୍ଫୋରଣରେ ଆମେରିକୀୟ ସୈନ୍ୟଙ୍କ ମୃତ୍ୟୁକୁ ନେଇ କ୍ଷୋଭ ପ୍ରକାଶ କରିଥିଲେ ରାଷ୍ଟ୍ରପତି ଜୋ ବାଇଡେନ୍ । ଘଟଣାକୁ ଆମେରିକା ଭୁଲିବ ନାହିଁ କି ସେମାନଙ୍କୁ କ୍ଷମା ଦେବନାହିଁ ବୋଲି କହିଥିଲେ ବାଇଡେନ୍ । ଏଥିସହ ଆକ୍ରମଣକାରୀଙ୍କ ବିପକ୍ଷରେ ପ୍ରତିଆକ୍ରମଣ କରିବା ଲାଗି ମଧ୍ୟ ସେ ‘ପେଣ୍ଟାଗନ୍‌’କୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଘଟଣାର ୪୮ ଘଣ୍ଟା ମଧ୍ୟରେ ପ୍ରତିଶୋଧ ନେଇଛି ପେଣ୍ଟାଗନ୍ ।

https://www.thesakala.in/national-international/u-s-strikes-back-at-terrorist-group-tied-to-kabul-bombing/article-4972
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର