ବିଜେପି ଓ ସିନ୍ଦେ ଗୋଷ୍ଠୀଙ୍କୁ ଉଦ୍ଧବ ଠାକରେଙ୍କ ଖୋଲା ଚ୍ୟାଲେଞ୍ଜ: ‘ଯଦି ସାହସ ଅଛି, ତେବେ ଏବେ ନିର୍ବାଚନ ମୈଦାନକୁ ଓହ୍ଲାନ୍ତୁ’

The Sakala Picture
Published On

ମୁମ୍ବାଇ: ଏକନାଥ ସିନ୍ଦେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବା ପରେ ଶିବସେନା ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବିଜେପି ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିବା ସହ କହିଛନ୍ତି କି, ଶିବସେନାକୁ ଶେଷ କରିଦେବାକୁ ଚାହୁଁଛି ବିଜେପି । ଏହାସହ ଉଦ୍ଧବ ଉଭୟ ବିଜେପି ଓ ସିନ୍ଦେ ଗୋଷ୍ଠୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇ କହିଛନ୍ତି କି, ଯଦି ସତସାହସ ଅଛି ତେବେ ଏବେ ନିର୍ବାଚନ ଲଢିକି ଦେଖାନ୍ତୁ । ଜିଲ୍ଲା ସଭାପତିଙ୍କ ସହ […]

ମୁମ୍ବାଇ: ଏକନାଥ ସିନ୍ଦେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବା ପରେ ଶିବସେନା ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବିଜେପି ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିବା ସହ କହିଛନ୍ତି କି, ଶିବସେନାକୁ ଶେଷ କରିଦେବାକୁ ଚାହୁଁଛି ବିଜେପି । ଏହାସହ ଉଦ୍ଧବ ଉଭୟ ବିଜେପି ଓ ସିନ୍ଦେ ଗୋଷ୍ଠୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇ କହିଛନ୍ତି କି, ଯଦି ସତସାହସ ଅଛି ତେବେ ଏବେ ନିର୍ବାଚନ ଲଢିକି ଦେଖାନ୍ତୁ ।

ଆହୁରି ପଢ଼ନ୍ତୁ: ଇରାନୀ ଡ୍ରୋନ୍ ଆକ୍ରମଣରେ ଆମେରିକୀୟ ସୈନିକଙ୍କ ମୃତ୍ୟୁ: ଟ୍ରମ୍ପଙ୍କ ନିର୍ଦ୍ଦେଶରେ ଇରାନ ଉପରେ ବଡ଼ ଧରଣର ଏୟାର ଷ୍ଟ୍ରାଇକ୍

ଜିଲ୍ଲା ସଭାପତିଙ୍କ ସହ ବୈଠକ କରି ଶିବସେନାକୁ କିପରି ଆହୁରି ସୁଦୃଢ କରିହେବ, ଏହି ବିଷୟରେ ଜିଲ୍ଲା ସଭାପତି ମାନଙ୍କୁ ଆହ୍ୱାନ ଦେଇଛନ୍ତି ଉଦ୍ଧବ ଠାକରେ । ଏହି ବୈଠକରେ ଉଦ୍ଧବ କହିଛନ୍ତି କି, ଏଭଳି ରାଜନୈତିକ ଖେଳ ଖେଳିବା ଅପେକ୍ଷା ସାଧାରଣ ଲୋକଙ୍କ ପାଖକୁ ଯାଅ । ଯଦି ଆମେ ଭୁଲ ଥିବୁ ତେବେ ଲୋକ ଆମକୁ ଘରେ ବସାଇଦେବେ ଯଦି ତୁମେ ଭୁଲ ଥିବ ତେବେ ତୁମର ମଧ୍ୟ ସମାନ ଅବସ୍ଥା କରିବେ । ଏହାସହ ଉଦ୍ଧବ କହିଛନ୍ତି, ଯଦି ଲଢିବାର ଅଛି ତେବେ ମୋ ସହ ରୁହ ।

ଆହୁରି ପଢ଼ନ୍ତୁ: ପ୍ରଶ୍ନପତ୍ର ଲିକକୁ ନେଇ କଡ଼ା ଆଇନ ଆଣିବେ କେନ୍ଦ୍ର ସରକାର, ଆସନ୍ତା ସପ୍ତାହରେ ସଂସଦରେ ଆସିବ ବିଲ୍

05 Jul 2022 By The Sakala

ବିଜେପି ଓ ସିନ୍ଦେ ଗୋଷ୍ଠୀଙ୍କୁ ଉଦ୍ଧବ ଠାକରେଙ୍କ ଖୋଲା ଚ୍ୟାଲେଞ୍ଜ: ‘ଯଦି ସାହସ ଅଛି, ତେବେ ଏବେ ନିର୍ବାଚନ ମୈଦାନକୁ ଓହ୍ଲାନ୍ତୁ’

ମୁମ୍ବାଇ: ଏକନାଥ ସିନ୍ଦେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବା ପରେ ଶିବସେନା ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବିଜେପି ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିବା ସହ କହିଛନ୍ତି କି, ଶିବସେନାକୁ ଶେଷ କରିଦେବାକୁ ଚାହୁଁଛି ବିଜେପି । ଏହାସହ ଉଦ୍ଧବ ଉଭୟ ବିଜେପି ଓ ସିନ୍ଦେ ଗୋଷ୍ଠୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇ କହିଛନ୍ତି କି, ଯଦି ସତସାହସ ଅଛି ତେବେ ଏବେ ନିର୍ବାଚନ ଲଢିକି ଦେଖାନ୍ତୁ ।

ଜିଲ୍ଲା ସଭାପତିଙ୍କ ସହ ବୈଠକ କରି ଶିବସେନାକୁ କିପରି ଆହୁରି ସୁଦୃଢ କରିହେବ, ଏହି ବିଷୟରେ ଜିଲ୍ଲା ସଭାପତି ମାନଙ୍କୁ ଆହ୍ୱାନ ଦେଇଛନ୍ତି ଉଦ୍ଧବ ଠାକରେ । ଏହି ବୈଠକରେ ଉଦ୍ଧବ କହିଛନ୍ତି କି, ଏଭଳି ରାଜନୈତିକ ଖେଳ ଖେଳିବା ଅପେକ୍ଷା ସାଧାରଣ ଲୋକଙ୍କ ପାଖକୁ ଯାଅ । ଯଦି ଆମେ ଭୁଲ ଥିବୁ ତେବେ ଲୋକ ଆମକୁ ଘରେ ବସାଇଦେବେ ଯଦି ତୁମେ ଭୁଲ ଥିବ ତେବେ ତୁମର ମଧ୍ୟ ସମାନ ଅବସ୍ଥା କରିବେ । ଏହାସହ ଉଦ୍ଧବ କହିଛନ୍ତି, ଯଦି ଲଢିବାର ଅଛି ତେବେ ମୋ ସହ ରୁହ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର