By
The Sakala
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ. ରମେଶ ପୋଖରିୟାଲ୍ ନିଶଙ୍କ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। All the work of @EduMinOfIndia is being conducted normally observing necessary precautions. — Dr. Ramesh Pokhriyal Nishank (@DrRPNishank) April 21, 2021 ସେ ଟ୍ବିଟରେ ଲେଖିଛନ୍ତି ଯେ, କରୋନା ସଂକ୍ରମିତ ଜଣାପଡ଼ିବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ଚିକିତ୍ସିତ ହେଉଛି। ମୋ ସହିତ […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ. ରମେଶ ପୋଖରିୟାଲ୍ ନିଶଙ୍କ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।
ସେ ଟ୍ବିଟରେ ଲେଖିଛନ୍ତି ଯେ, କରୋନା ସଂକ୍ରମିତ ଜଣାପଡ଼ିବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ଚିକିତ୍ସିତ ହେଉଛି। ମୋ ସହିତ ନିକଟରେ ସମ୍ପର୍କରେ ଆସିଥିବା ସମସ୍ତେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ କୋଭିଡ୍ ପରୀକ୍ଷୀ କରାଇ ନିଅନ୍ତୁ ।
About The Author: The Sakala