ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୧୧ଟି ଜିଲ୍ଲାରେ ୫୮ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

The Sakala Picture
Published On

ଲକ୍ଷ୍ନୌ: ୭ ପର୍ଯ୍ୟାୟରେ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ନିର୍ବାଚନ ଫଳାଫଳ ପାଇଁ ପଶ୍ଚିମ ଉତ୍ତରପ୍ରଦେଶର ବିଭିନ୍ନ ଜିଲ୍ଲା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ବେଳେ ଏହି ପର୍ଯ୍ୟାୟରେ ୧୧ଟି ଜିଲ୍ଲାର ୫୮ ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସାମଲି, ମୁଜାଫରନଗର, ଗୌତମ ବୁଦ୍ଧ ନଗର, ଗାଜିଆବାଦ, ହାପୁର, ମିରଟ ଭଳି ବହୁ ସ୍ପର୍ଶକାତର ଇଲାକାରେ ନିର୍ବାଚନ ହେବାକୁ ଯାଉଥିବା ବେଳେ ବିଭିନ୍ନ […]

ଲକ୍ଷ୍ନୌ: ୭ ପର୍ଯ୍ୟାୟରେ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ନିର୍ବାଚନ ଫଳାଫଳ ପାଇଁ ପଶ୍ଚିମ ଉତ୍ତରପ୍ରଦେଶର ବିଭିନ୍ନ ଜିଲ୍ଲା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ବେଳେ ଏହି ପର୍ଯ୍ୟାୟରେ ୧୧ଟି ଜିଲ୍ଲାର ୫୮ ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସାମଲି, ମୁଜାଫରନଗର, ଗୌତମ ବୁଦ୍ଧ ନଗର, ଗାଜିଆବାଦ, ହାପୁର, ମିରଟ ଭଳି ବହୁ ସ୍ପର୍ଶକାତର ଇଲାକାରେ ନିର୍ବାଚନ ହେବାକୁ ଯାଉଥିବା ବେଳେ ବିଭିନ୍ନ ରାଜନୈତିକ ଦଳର ପ୍ରାୟ ୬୨୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବା ସହିତ ମାର୍ଚ୍ଚ ୧୦ ତାରିଖରେ ଫଳାଫଳ ପ୍ରକାଶ କରାଯିବ।

ଆହୁରି ପଢ଼ନ୍ତୁ: କାନାଡାରେ ପଞ୍ଜାବୀ ମୂଳର ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ନାନ୍ସି ଗ୍ରେୱାଲଙ୍କ ହତ୍ୟା, ଘରେ ପଶି ଛୁରୀ ଭୁସିଲା ଦୁର୍ବୃତ୍ତ

10 Feb 2022 By The Sakala

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୧୧ଟି ଜିଲ୍ଲାରେ ୫୮ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

ଲକ୍ଷ୍ନୌ: ୭ ପର୍ଯ୍ୟାୟରେ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ନିର୍ବାଚନ ଫଳାଫଳ ପାଇଁ ପଶ୍ଚିମ ଉତ୍ତରପ୍ରଦେଶର ବିଭିନ୍ନ ଜିଲ୍ଲା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ବେଳେ ଏହି ପର୍ଯ୍ୟାୟରେ ୧୧ଟି ଜିଲ୍ଲାର ୫୮ ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସାମଲି, ମୁଜାଫରନଗର, ଗୌତମ ବୁଦ୍ଧ ନଗର, ଗାଜିଆବାଦ, ହାପୁର, ମିରଟ ଭଳି ବହୁ ସ୍ପର୍ଶକାତର ଇଲାକାରେ ନିର୍ବାଚନ ହେବାକୁ ଯାଉଥିବା ବେଳେ ବିଭିନ୍ନ ରାଜନୈତିକ ଦଳର ପ୍ରାୟ ୬୨୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବା ସହିତ ମାର୍ଚ୍ଚ ୧୦ ତାରିଖରେ ଫଳାଫଳ ପ୍ରକାଶ କରାଯିବ।

https://www.thesakala.in/national-international/up-assembly-election-2022-phase-1-voting/article-9124
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର