ଉତ୍ତରପ୍ରଦେଶର ସମସ୍ତ ସ୍କୁଲରେ ‘ବନ୍ଦେ ମାତରମ୍’ କରାଯିବ ବାଧ୍ୟତାମୂଳକ: ଯୋଗୀ ଆଦିତ୍ୟନାଥ

Madhusudan Das Picture
Published On

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ସମସ୍ତ ସ୍କୁଲରେ ‘ବନ୍ଦେ ମାତରମ୍’ କରାଯିବ ବାଧ୍ୟତାମୂଳକ । ଏ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଏହି ବଡ଼ ଘୋଷଣା କରିଛନ୍ତି । ରାଜ୍ୟର ସ୍କୁଲଗୁଡ଼ିକରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୋରଖପୁରରେ ଏକ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ରାଜ୍ୟର ପ୍ରତ୍ୟେକ ସ୍କୁଲରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ସେ କହିଛନ୍ତି ଯେ, ରାଜ୍ୟର ପ୍ରତ୍ୟେକ ସ୍କୁଲରେ "ବନ୍ଦେ ମାତରମ୍"କୁ ଜାତୀୟ ସଙ୍ଗୀତ ଭାବରେ ବାଧ୍ୟତାମୂଳକ କରାଯିବ ।  ସମଗ୍ର ଦେଶ ଭାରତ ମାତାର ମହାନ ପୁତ୍ର ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମବାର୍ଷିକୀ ପାଳନ କରୁଛି । ସ୍ୱାଧୀନତା ପରେ ଆମର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସମ୍ମାନିତ କରିବା ଅଟଳ ବିହାରୀ ବାଜପେୟୀଙ୍କ ସମୟରେ ସମ୍ଭବ ହୋଇଥିଲା । ଏହି ଘଟଣାଗୁଡ଼ିକ ଜାତୀୟ ଏକତାର ଏକ କାରକ ପାଲଟିଥିଲା । ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ଅକ୍ଟୋବର ୩୧କୁ ଜାତୀୟ ଏକତା ଦିବସ ଭାବରେ ପାଳନ କରିବା ଆରମ୍ଭ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଶତ୍ରୁ ଶିବିରରେ ହାହାକାର ସୃଷ୍ଟି କରିବ ‘ପ୍ରୋଜେକ୍ଟ କାଲ୍’: ଭାରତ ପ୍ରସ୍ତୁତ କରୁଛି ୧୦୦୦ କିମି ରେଞ୍ଜର ଘାତକ ଡ୍ରୋନ୍

10 Nov 2025 By Madhusudan Das

ଉତ୍ତରପ୍ରଦେଶର ସମସ୍ତ ସ୍କୁଲରେ ‘ବନ୍ଦେ ମାତରମ୍’ କରାଯିବ ବାଧ୍ୟତାମୂଳକ: ଯୋଗୀ ଆଦିତ୍ୟନାଥ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ସମସ୍ତ ସ୍କୁଲରେ ‘ବନ୍ଦେ ମାତରମ୍’ କରାଯିବ ବାଧ୍ୟତାମୂଳକ । ଏ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଏହି ବଡ଼ ଘୋଷଣା କରିଛନ୍ତି । ରାଜ୍ୟର ସ୍କୁଲଗୁଡ଼ିକରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୋରଖପୁରରେ ଏକ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ରାଜ୍ୟର ପ୍ରତ୍ୟେକ ସ୍କୁଲରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ ।

ସେ କହିଛନ୍ତି ଯେ, ରାଜ୍ୟର ପ୍ରତ୍ୟେକ ସ୍କୁଲରେ "ବନ୍ଦେ ମାତରମ୍"କୁ ଜାତୀୟ ସଙ୍ଗୀତ ଭାବରେ ବାଧ୍ୟତାମୂଳକ କରାଯିବ ।  ସମଗ୍ର ଦେଶ ଭାରତ ମାତାର ମହାନ ପୁତ୍ର ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମବାର୍ଷିକୀ ପାଳନ କରୁଛି । ସ୍ୱାଧୀନତା ପରେ ଆମର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସମ୍ମାନିତ କରିବା ଅଟଳ ବିହାରୀ ବାଜପେୟୀଙ୍କ ସମୟରେ ସମ୍ଭବ ହୋଇଥିଲା । ଏହି ଘଟଣାଗୁଡ଼ିକ ଜାତୀୟ ଏକତାର ଏକ କାରକ ପାଲଟିଥିଲା । ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ଅକ୍ଟୋବର ୩୧କୁ ଜାତୀୟ ଏକତା ଦିବସ ଭାବରେ ପାଳନ କରିବା ଆରମ୍ଭ ହୋଇଥିଲା ।

https://www.thesakala.in/national-international/vande-mataram-to-be-compulsory-in-all-up-schools-says-yogi-adityanath/article-43064
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର