ପଶ୍ଚିମବଙ୍ଗ, ଆସାମ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

The Sakala Picture
Published On

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଓ ଆସାମରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଯାଇଛି । ପ୍ରଥମ ପର୍ଯ୍ଯାୟ ଭୋଟ୍ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି । ପଶ୍ଚିମବଙ୍ଗର ବାଙ୍କୁରା, ପୁରୁଲିଆ, ଝାରାଗ୍ରାମ ଓ ପୂର୍ବ ମେଦିନୀପୁର ଜିଲ୍ଲାର ୩୦ଟି ଆସନ ପାଇଁ ନିର୍ବାଚନ ହେବା ସହିତ ଏଥିରେ ୧୯୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରିତ ହେବ। ସେହିପରି ଆସାମରେ ୪୭ଟି ଆସନରେ ମତଦାନ ଆରମ୍ଭ ହୋଇଯାଇଛି । ପଶ୍ଚିମବଙ୍ଗରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ୩୦ ଯାଏ ଭୋଟ୍ […]

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଓ ଆସାମରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଯାଇଛି । ପ୍ରଥମ ପର୍ଯ୍ଯାୟ ଭୋଟ୍ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି । ପଶ୍ଚିମବଙ୍ଗର ବାଙ୍କୁରା, ପୁରୁଲିଆ, ଝାରାଗ୍ରାମ ଓ ପୂର୍ବ ମେଦିନୀପୁର ଜିଲ୍ଲାର ୩୦ଟି ଆସନ ପାଇଁ ନିର୍ବାଚନ ହେବା ସହିତ ଏଥିରେ ୧୯୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରିତ ହେବ। ସେହିପରି ଆସାମରେ ୪୭ଟି ଆସନରେ ମତଦାନ ଆରମ୍ଭ ହୋଇଯାଇଛି । ପଶ୍ଚିମବଙ୍ଗରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ୩୦ ଯାଏ ଭୋଟ୍ ଗ୍ରହଣ କରାଯିବ । ସେହିଭଳି ଆସାମରେ ଭୋଟିଂ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ହେବ ।

ଆହୁରି ପଢ଼ନ୍ତୁ: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ: IMD

୨୯୪ ଆସନ ବିଶିଷ୍ଟ ପଶ୍ଚିମବଙ୍ଗରେ ୮ଟି ପର୍ଯ୍ଯାୟରେ ନିର୍ବାଚନ ହେବ । ସେହିଭଳି ୧୨୬ ଆସନ ବିଶିଷ୍ଟ ଆସାମରେ ୩ଟି ପର୍ଯ୍ଯାୟରେ ଭୋଟ୍ ଗ୍ରହଣ ହେବ

ଆହୁରି ପଢ଼ନ୍ତୁ: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ମଧ୍ୟରେ ହୋରମୁଜ୍ ପ୍ରଣାଳୀକୁ ନେଇ ଇରାନର ବଡ଼ ଘୋଷଣା: ଜାହାଜଗୁଡ଼ିକ ଉପରେ ଲାଗିବ ଟ୍ରାଞ୍ଜିଟ୍ ଫି’

27 Mar 2021 By The Sakala

ପଶ୍ଚିମବଙ୍ଗ, ଆସାମ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଓ ଆସାମରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଯାଇଛି । ପ୍ରଥମ ପର୍ଯ୍ଯାୟ ଭୋଟ୍ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି । ପଶ୍ଚିମବଙ୍ଗର ବାଙ୍କୁରା, ପୁରୁଲିଆ, ଝାରାଗ୍ରାମ ଓ ପୂର୍ବ ମେଦିନୀପୁର ଜିଲ୍ଲାର ୩୦ଟି ଆସନ ପାଇଁ ନିର୍ବାଚନ ହେବା ସହିତ ଏଥିରେ ୧୯୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରିତ ହେବ। ସେହିପରି ଆସାମରେ ୪୭ଟି ଆସନରେ ମତଦାନ ଆରମ୍ଭ ହୋଇଯାଇଛି । ପଶ୍ଚିମବଙ୍ଗରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ୩୦ ଯାଏ ଭୋଟ୍ ଗ୍ରହଣ କରାଯିବ । ସେହିଭଳି ଆସାମରେ ଭୋଟିଂ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ହେବ ।

୨୯୪ ଆସନ ବିଶିଷ୍ଟ ପଶ୍ଚିମବଙ୍ଗରେ ୮ଟି ପର୍ଯ୍ଯାୟରେ ନିର୍ବାଚନ ହେବ । ସେହିଭଳି ୧୨୬ ଆସନ ବିଶିଷ୍ଟ ଆସାମରେ ୩ଟି ପର୍ଯ୍ଯାୟରେ ଭୋଟ୍ ଗ୍ରହଣ ହେବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର