ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ମୃତ

The Sakala Picture
Published On

କୋଲକାତା: ପଶ୍ଚିମବଙ୍ଗରେ ଚତୁର୍ଥ ପର୍ଯାୟ ପାଇଁ ମତଦାନ ଜାରି ରହିଛି । ଏହା ମଧ୍ୟରେ କୁଚବିହାରର ସିତାଲକୁଚୀରେ ବିଜେପି ଓ ଟିଏମସି କାର୍ଯ୍ଯକର୍ତ୍ତା ମୁହାଁମୁହିଁ ହୋଇଛନ୍ତି । ବୁଥ୍ ନମ୍ବର ୨୮୫ରେ ଥିବା ମତଦାନ କେନ୍ଦ୍ର ବାହାରେ ବ୍ୟାପକ ହିଂସା ସମେତ ବୋମାମାଡ ଓ ଗୁଳିକାଣ୍ଡ ଘଟିଛି । ଏଥିରେ ୪ଜଣଙ୍କ ମୃତ୍ଯୁ ଘଟିଥିବା  ଜଣାପଡିଛି । ମୃତକ ୪ ଜଣ ହେଲେ ଳିକାଣ୍ଡରେ ହମିଦୁଲ ହକ, ମନିରୁଲ୍ ହକମ୍ ସମିୟୁଲ ଓ ଅଜମଦ ହୁସେନ। ସ୍ଥାନୀୟ […]

କୋଲକାତା: ପଶ୍ଚିମବଙ୍ଗରେ ଚତୁର୍ଥ ପର୍ଯାୟ ପାଇଁ ମତଦାନ ଜାରି ରହିଛି । ଏହା ମଧ୍ୟରେ କୁଚବିହାରର ସିତାଲକୁଚୀରେ ବିଜେପି ଓ ଟିଏମସି କାର୍ଯ୍ଯକର୍ତ୍ତା ମୁହାଁମୁହିଁ ହୋଇଛନ୍ତି । ବୁଥ୍ ନମ୍ବର ୨୮୫ରେ ଥିବା ମତଦାନ କେନ୍ଦ୍ର ବାହାରେ ବ୍ୟାପକ ହିଂସା ସମେତ ବୋମାମାଡ ଓ ଗୁଳିକାଣ୍ଡ ଘଟିଛି । ଏଥିରେ ୪ଜଣଙ୍କ ମୃତ୍ଯୁ ଘଟିଥିବା  ଜଣାପଡିଛି । ମୃତକ ୪ ଜଣ ହେଲେ ଳିକାଣ୍ଡରେ ହମିଦୁଲ ହକ, ମନିରୁଲ୍ ହକମ୍ ସମିୟୁଲ ଓ ଅଜମଦ ହୁସେନ।

ଆହୁରି ପଢ଼ନ୍ତୁ: ଅନଶନ ଭାଙ୍ଗିବାକୁ ୩ ସର୍ତ୍ତ ରଖିଲେ ସୋନମ୍ ୱାଙ୍ଗଚୁକ୍: ନିଟ୍ ପ୍ରଶ୍ନପତ୍ର ଲିକ୍ ନେଇ ସରକାରଙ୍କୁ ଦାବି

ସ୍ଥାନୀୟ ପୁଲିସ ସୂଚନା ଅନୁଯାୟୀ, କେନ୍ଦ୍ରୀୟ ଫୋର୍ସ ତରଫରୁ ଫାୟାରିଂ ହୋଇଥିଲା । ଏଥିରେ କୁଚବିହାରର ୪ ଜଣ ପ୍ରାଣ ହରାଇଛନ୍ତି । ସକାଳ ୧୦ଟାରେ ଏହି ଘଟଣା ଘଟିଥିଲା । କୁଇକ ରେସ୍‌ପନ୍ସ ଟିମ୍‌ (କ୍ୟୁଆରଟି) ମତଦାନ କେନ୍ଦ୍ର ନିକଟରେ ପାଟ୍ରୋଲିଂ କରୁଥିବା ବେଳେ ସେମାନଙ୍କ ଉପରେ ଆକ୍ରମଣ କରାଯାଇଛି। ଫଳରେ ସୁରକ୍ଷାକର୍ମୀଙ୍କୁ ଗୁଳିଚାଳନା କରିବାକୁ ପଡ଼ିଛି, ଯେଉଁଥିରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ପୁଲିସ ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ସନ୍ଦେହଜନକ ମୃତ୍ୟୁ: ପୋଲିସ ମୁଖ୍ୟାଳୟ ବାଥରୁମରୁ ମୃତଦେହ ଉଦ୍ଧାର

କୁହାଯାଉଛି ଯେ, ଉପଦ୍ରବକାରୀମାନେ ଯବାନଙ୍କ ଗାଡିକୁ ଭଙ୍ଗାରୁଜା କରିଥିଲେ । ଏହାପରେ ସୁରକ୍ଷାକର୍ମୀମାନେ ୫ ରାଉଣ୍ଡ ଗୁଳି ଚଳାଇଥିଲେ । ଏଥିରେ ୪ଜଣଙ୍କ ଜୀବନ ଯାଇଛି ।

ଆହୁରି ପଢ଼ନ୍ତୁ: ପୁଣେ କେତନ ଅଗ୍ରୱାଲ ହତ୍ୟାକାଣ୍ଡ: ପ୍ରଥମେ କେତନଙ୍କୁ ଅପାହିଜ କରିବାକୁ ଯୋଜନା କରିଥିଲେ ସିୟା ଓ ଚେତନ, ପରେ ରଚିଲେ ହତ୍ୟା ଷଡ଼ଯନ୍ତ୍ର

ନିର୍ବାଚନ ଆୟୋଗ ଘଟଣାକୁ ନେଇ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ୧ ଘଣ୍ଟା ମଧ୍ୟରେ ରିପୋର୍ଟ ମାଗିଛନ୍ତି ।

10 Apr 2021 By The Sakala

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ମୃତ

କୋଲକାତା: ପଶ୍ଚିମବଙ୍ଗରେ ଚତୁର୍ଥ ପର୍ଯାୟ ପାଇଁ ମତଦାନ ଜାରି ରହିଛି । ଏହା ମଧ୍ୟରେ କୁଚବିହାରର ସିତାଲକୁଚୀରେ ବିଜେପି ଓ ଟିଏମସି କାର୍ଯ୍ଯକର୍ତ୍ତା ମୁହାଁମୁହିଁ ହୋଇଛନ୍ତି । ବୁଥ୍ ନମ୍ବର ୨୮୫ରେ ଥିବା ମତଦାନ କେନ୍ଦ୍ର ବାହାରେ ବ୍ୟାପକ ହିଂସା ସମେତ ବୋମାମାଡ ଓ ଗୁଳିକାଣ୍ଡ ଘଟିଛି । ଏଥିରେ ୪ଜଣଙ୍କ ମୃତ୍ଯୁ ଘଟିଥିବା  ଜଣାପଡିଛି । ମୃତକ ୪ ଜଣ ହେଲେ ଳିକାଣ୍ଡରେ ହମିଦୁଲ ହକ, ମନିରୁଲ୍ ହକମ୍ ସମିୟୁଲ ଓ ଅଜମଦ ହୁସେନ।

ସ୍ଥାନୀୟ ପୁଲିସ ସୂଚନା ଅନୁଯାୟୀ, କେନ୍ଦ୍ରୀୟ ଫୋର୍ସ ତରଫରୁ ଫାୟାରିଂ ହୋଇଥିଲା । ଏଥିରେ କୁଚବିହାରର ୪ ଜଣ ପ୍ରାଣ ହରାଇଛନ୍ତି । ସକାଳ ୧୦ଟାରେ ଏହି ଘଟଣା ଘଟିଥିଲା । କୁଇକ ରେସ୍‌ପନ୍ସ ଟିମ୍‌ (କ୍ୟୁଆରଟି) ମତଦାନ କେନ୍ଦ୍ର ନିକଟରେ ପାଟ୍ରୋଲିଂ କରୁଥିବା ବେଳେ ସେମାନଙ୍କ ଉପରେ ଆକ୍ରମଣ କରାଯାଇଛି। ଫଳରେ ସୁରକ୍ଷାକର୍ମୀଙ୍କୁ ଗୁଳିଚାଳନା କରିବାକୁ ପଡ଼ିଛି, ଯେଉଁଥିରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ପୁଲିସ ପକ୍ଷରୁ କୁହାଯାଇଛି।

କୁହାଯାଉଛି ଯେ, ଉପଦ୍ରବକାରୀମାନେ ଯବାନଙ୍କ ଗାଡିକୁ ଭଙ୍ଗାରୁଜା କରିଥିଲେ । ଏହାପରେ ସୁରକ୍ଷାକର୍ମୀମାନେ ୫ ରାଉଣ୍ଡ ଗୁଳି ଚଳାଇଥିଲେ । ଏଥିରେ ୪ଜଣଙ୍କ ଜୀବନ ଯାଇଛି ।

ନିର୍ବାଚନ ଆୟୋଗ ଘଟଣାକୁ ନେଇ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ୧ ଘଣ୍ଟା ମଧ୍ୟରେ ରିପୋର୍ଟ ମାଗିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp