ଆଗାମୀ ୫ବର୍ଷରେ ୭୫ହଜାର ମେଡିକାଲ ସିଟ୍‌ ବଢ଼ାଯିବ: ପ୍ରଧାନମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୮ ତମ ସ୍ବାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିଲ୍ଲୀର ଲାଲ୍ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କ ସମ୍ବୋଧନ କରିଛନ୍ତି। ନୂଆ ଶିକ୍ଷାନୀତିରେ ବିଜ୍ଞାନ ଓ ଜ୍ଞାନକୌଶଳକୁ ଗୁରୁତ୍ବ ଦିଆଯାଇଥିବା କଥା କହିଛନ୍ତି ମୋଦୀ । ଏଥିସହ ୭୫ ହଜାର ମେଡିକାଲ ସିଟ୍‌ ବଢ଼ିବ ବୋଲି ସେ କହିଛନ୍ତି। ଗବେଷଣାକୁ ଅଧିକ ସୁଦୃଢ କରିବା ଆମର ପ୍ରାଥମିକତା । […]

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୮ ତମ ସ୍ବାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିଲ୍ଲୀର ଲାଲ୍ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କ ସମ୍ବୋଧନ କରିଛନ୍ତି। ନୂଆ ଶିକ୍ଷାନୀତିରେ ବିଜ୍ଞାନ ଓ ଜ୍ଞାନକୌଶଳକୁ ଗୁରୁତ୍ବ ଦିଆଯାଇଥିବା କଥା କହିଛନ୍ତି ମୋଦୀ । ଏଥିସହ ୭୫ ହଜାର ମେଡିକାଲ ସିଟ୍‌ ବଢ଼ିବ ବୋଲି ସେ କହିଛନ୍ତି। ଗବେଷଣାକୁ ଅଧିକ ସୁଦୃଢ କରିବା ଆମର ପ୍ରାଥମିକତା । ମେଡିକାଲ ଶିକ୍ଷା ପାଇଁ ଯୁବପିଢ଼ି ବିଦେଶକୁ ଯାଉଛନ୍ତି । ବିଦେଶରେ ପାଠପଢ଼ା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଆମର ଲକ୍ଷ୍ୟ ଦେଶରେ ଏକ ଲକ୍ଷ ମେଡିକାଲ ସିଟ୍ କରିବା । ଆଗାମୀ ୫ ବର୍ଷରେ ୭୫ ହଜାର ମେଡିକାଲ ସିଟ୍‌ ସୃଷ୍ଟି କରିବୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

15 Aug 2024 By The Sakala

ଆଗାମୀ ୫ବର୍ଷରେ ୭୫ହଜାର ମେଡିକାଲ ସିଟ୍‌ ବଢ଼ାଯିବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୮ ତମ ସ୍ବାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିଲ୍ଲୀର ଲାଲ୍ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କ ସମ୍ବୋଧନ କରିଛନ୍ତି। ନୂଆ ଶିକ୍ଷାନୀତିରେ ବିଜ୍ଞାନ ଓ ଜ୍ଞାନକୌଶଳକୁ ଗୁରୁତ୍ବ ଦିଆଯାଇଥିବା କଥା କହିଛନ୍ତି ମୋଦୀ । ଏଥିସହ ୭୫ ହଜାର ମେଡିକାଲ ସିଟ୍‌ ବଢ଼ିବ ବୋଲି ସେ କହିଛନ୍ତି। ଗବେଷଣାକୁ ଅଧିକ ସୁଦୃଢ କରିବା ଆମର ପ୍ରାଥମିକତା । ମେଡିକାଲ ଶିକ୍ଷା ପାଇଁ ଯୁବପିଢ଼ି ବିଦେଶକୁ ଯାଉଛନ୍ତି । ବିଦେଶରେ ପାଠପଢ଼ା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଆମର ଲକ୍ଷ୍ୟ ଦେଶରେ ଏକ ଲକ୍ଷ ମେଡିକାଲ ସିଟ୍ କରିବା । ଆଗାମୀ ୫ ବର୍ଷରେ ୭୫ ହଜାର ମେଡିକାଲ ସିଟ୍‌ ସୃଷ୍ଟି କରିବୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।

https://www.thesakala.in/national-international/will-create-75000-new-medical-seats-in-next-5-years-pm-modi-says/article-34425
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର