ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବି..

The Sakala Picture
Published On

ଭୁବନେଶ୍ବର: ଆଜି ବି ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। ବାଚସ୍ପତିଙ୍କ ପୋଡ଼ିୟମ ତଳେ ବିଜେଡି ସଦସ୍ୟଙ୍କ ହୋହଲ୍ଲା, ନାରାବାଜି । ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ପ୍ରତିବାଦ। ବାଚସ୍ପତିଙ୍କ ବାରମ୍ବାର ଅନୁରୋଧ ସତ୍ତ୍ବେ ଗୃହ କାର୍ଯ୍ୟ ଚଳାଇ ଦେଇ ନ ଥିଲେ ବିରୋଧୀ ବିଜେଡ଼ି ଓ କଂଗ୍ରେସ । ପରେ ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି।

About The Author

ସମ୍ବନ୍ଧିତ ଖବର