ପ୍ରକାଶ ପାଇଲା ଓପିଏସ୍‌ସି ରେଜଲ୍ଟ , ପ୍ରିୟାଂଶୁ ପାଲ୍‌ ଟପ୍ପର….

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ୨୦୨୩-୨୪ର ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ମୋଟ୍ ମୋଟ ୩୯୮ ଜଣ କୃତକାର୍ଯ୍ୟ ହୋଇଛନ୍ତି। ପ୍ରିୟାଂଶୁ ପାଲ୍‌ ଟପ୍ପର ହୋଇଛନ୍ତି । ଦ୍ବିତୀୟ ସ୍ଥାନରେ ଅନନ୍ୟା ମିଶ୍ର ରହିଥିବା ବେଳେ ତୃତୀୟ ସ୍ଥାନରେ ଶୋଭନ ପଟ୍ଟନାୟକ ରହିଛନ୍ତି। ଟପ୍‌ ଟେନ୍‌ରେ ଅନନ୍ୟା ମିଶ୍ର ଏକମାତ୍ର ମହିଳା ରହିଛନ୍ତି। ୩୯୮ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୪ ଜଣ ମହିଳା ରହିଛନ୍ତି। [wp-embedder-pack width=”100%” height=”400px” […]

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ୨୦୨୩-୨୪ର ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ମୋଟ୍ ମୋଟ ୩୯୮ ଜଣ କୃତକାର୍ଯ୍ୟ ହୋଇଛନ୍ତି। ପ୍ରିୟାଂଶୁ ପାଲ୍‌ ଟପ୍ପର ହୋଇଛନ୍ତି । ଦ୍ବିତୀୟ ସ୍ଥାନରେ ଅନନ୍ୟା ମିଶ୍ର ରହିଥିବା ବେଳେ ତୃତୀୟ ସ୍ଥାନରେ ଶୋଭନ ପଟ୍ଟନାୟକ ରହିଛନ୍ତି। ଟପ୍‌ ଟେନ୍‌ରେ ଅନନ୍ୟା ମିଶ୍ର ଏକମାତ୍ର ମହିଳା ରହିଛନ୍ତି। ୩୯୮ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୪ ଜଣ ମହିଳା ରହିଛନ୍ତି।

[wp-embedder-pack width=”100%” height=”400px” download=”all” download-text=”” attachment_id=”159653″ /]

About The Author

ସମ୍ବନ୍ଧିତ ଖବର