ରାୟଗଡ଼ା
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ
Published On
By The Sakala
ରାୟଗଡା : କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ଚଢଉ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଚଢ଼ାଉ କରୁଥିବା ଜଣାପଡିଛି। ଆଜି ଭୋର୍ ପ୍ରାୟ ୪ଟା ସମୟରୁ ଚଢ଼ାଉ ଆରମ୍ଭ ହୋଇଥିବା ଜଣାପଡ଼ିଛି ଓ ଏକାସାଙ୍ଗେ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ରହିଛି। ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତି ଜୟପୁର ଓ କୋରାପୁଟଙ୍କ […]
ରାୟଗଡ଼ାରେ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଫିଟନେସ୍-କମ୍-ଆମ୍ୟୁଜମେଣ୍ଟ ପାର୍କ ବିକଶିତ କରୁଛି ବେଦାନ୍ତ ଆଲୁମିନିୟମ
Published On
By The Sakala
ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ରାୟଗଡ଼ାର ହାତମୁନିଗୁଡ଼ାରେ ଥିବା ରାମକୃଷ୍ଣ ମିଶନ ଆଶ୍ରମ ସ୍କୁଲର ୭୦୦ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଉତ୍ସର୍ଗୀକୃତ ଫିଟନେସ୍-କମ୍-ଆମ୍ୟୁଜମେଣ୍ଟ ପାର୍କ ବିକଶିତ କରିଛି। ବିଭିନ୍ନ ପ୍ରକାରର ଖେଳ ଏବଂ ଫିଟନେସ୍ ସୁବିଧା ସହିତ ସଜ୍ଜିତ ଏହି ପାର୍କଟି ଶାରୀରିକ କାର୍ୟ୍ୟକଳାପ, ମନୋରଞ୍ଜନ ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଡିଜାଇନ୍ କରାଯାଇଛି। ସ୍କୁଲ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ବେଦାନ୍ତ ସିଜିମାଲି ବକ୍ସାଇଟ୍ ମାଇନ୍ସର ଉପାଧ୍ୟକ୍ଷ ଏବଂ […]
ରାୟଗଡ଼ାରେ ବେଦାନ୍ତ ଆଲୁମିନିୟମର ମାଗଣା ଚକ୍ଷୁ ପରୀକ୍ଷା ଶିବିର
Published On
By The Sakala
ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ୍ ଉତ୍ପାଦକ ବେଦାନ୍ତ ଆଲୁମିନିୟମ୍, ଏଲଭି ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ସହିତ ମିଶି ରାୟଗଡ଼ାର କାଶୀପୁର ବ୍ଲକର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ କରିଥିଲା। ଏହି ପଦକ୍ଷେପ କାଶୀପୁର ବ୍ଲକ ଏବଂ ନିକଟସ୍ଥ ଗ୍ରାମଗୁଡ଼ିକର ୧୬୫ରୁ ଅଧିକ ବାସିନ୍ଦାଙ୍କୁ ଉପକୃତ କରିଥିଲା, ଯାହା ଗୋଷ୍ଠି ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ବୃଦ୍ଧି ପାଇଁ କମ୍ପାନୀର ପ୍ରତିବଦ୍ଧତାକୁ ଦର୍ଶାଇଥିଲା । ଏହି ଶିବିରରେ ମୋତିଆବିନ୍ଦୁ ଏବଂ […]
ବଳାତ୍କାର ଉଦ୍ୟମ ମାମଲାରେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ
Published On
By The Sakala
ରାୟଗଡ଼ା : ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୁଲିସ ଗିରଫ କରିଛି। ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର ବେହେରା କହିଛନ୍ତି। ଜଣେ ମହିଳାଙ୍କ ଅଭିଯୋଗକୁ ଆଧାର କରି ପୁଲିସ କେସ ନଂ ୨୫୫ରେ ମାମଲା ରୁଜୁ କରି ରମେଶ ବେହେରାଙ୍କୁ ଗିରଫ କରିଛି। ଘଟଣାରୁ ପ୍ରକାଶ ଯେ, ରାୟଗଡ଼ାରେ ପ୍ରାୟ ଦୁଇ […]
୬ମାସ ପରେ ଖୋଲିଲା ମା ମଝିଘରିଆଣି ମନ୍ଦିର ଦାନହୁଣ୍ଡି :କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ସହ ମିଳିଲା ବିଦେଶୀ ମୁଦ୍ରା
Published On
By The Sakala
ରାୟଗଡ଼ା : ରାୟଗଡ଼ା ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ମନ୍ଦିରର ୯ଟି ଦାନ ହୁଣ୍ଡି ଚଳିତ ବର୍ଷ ଗତ ଜାନୁଆରୀ ୨୭ତାରିଖରେ ଖୋଲା ଯାଇଥିବା ବେଳେ ୬ ମାସ ବ୍ୟବଧାନ ପରେ ଆଜି ପୁଣି ଖୋଲା ଯାଇଥିଲା । ଦେବୋତ୍ତର ବିଭାଗ, ସ୍ଥାନୀୟ ତହସିଲଦାର, ଆରଆଇ, ମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତା ସହ ପୁଲିସଙ୍କ ତତ୍ବାବଧାନରେ କଡା ସୁରକ୍ଷା ବଳୟ ମଧ୍ୟରେ ସମସ୍ତଙ୍କ ଉପସ୍ଥିତିରେ ୯ଟି ଦାନ ହୁଣ୍ଡି ଆଜି ସକାଳ ୯ ଘଂଟିକା ସମୟରୁ ଖୋଲାଯାଇ ରାତ୍ର […]
ଭିଜିଲାନ୍ସ ଜାଲରେ ବିଷମକଟକ ବ୍ଲକ ସିଡିପିଓ ଓ କିରାଣି …
Published On
By The Sakala
ରାୟଗଡ଼ା: ରାୟଗଡ଼ା ଜିଲା ବିଷମକଟକ ବ୍ଲକ ସିଡିପିଓ ଓ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସିଡିପିଓ ସୁଶୀଳା ଶବର ଓ କିରାଣୀ ରାମ ଚନ୍ଦ୍ର ପାତ୍ରଙ୍କୁ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ଭିଜିଲାନ୍ସ କାବୁ କରିଥିବା ଜଣାପଡିଛି। ଅଙ୍ଗନଓ୍ବାଡ଼ି କର୍ମୀ ନିଯୁକ୍ତି ମାମଲାରେ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ସୁଶୀଳାଙ୍କୁ ଧରିଛି। ଏ ନେଇ ରାୟଗଡ଼ା ଭିଜିଲାନ୍ସ ଇନ୍ସପେକ୍ଟର ତରୁଲତା ବେହେରା ସୂଚନା […]
ମହିଳାଙ୍କୁ କାଠଫାଳିଆରେ ପିଟି ଅତି ନିର୍ମମ ଭାବେ ହତ୍ୟା
Published On
By The Sakala
ଗୁଣପୁର: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା କରଡ଼ା ଗାଁରେ ଏକ ବର୍ବରକାଣ୍ଡ ସାମ୍ନାକୁ ଆସିଛି। ଜଣେ ମହିଳାଙ୍କୁ କାଠଫାଳିଆରେ ପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ମହିଳା ଜଣକ କରଡା ଗ୍ରାମର ରଞ୍ଜିତା କଣ୍ଡାଗିରି(୨୫) ବୋଲି ଜଣାପଡ଼ିଛି। ହତ୍ୟାକାଣ୍ଡରେ ସଂମ୍ପୃକ୍ତି ଅଭିଯୋଗରେ ରାମନାଗୁଡ଼ା ପୁଲିସ୍ ତିନି ଜଣକୁ ଅଟକ ରଖି ପଚରାଉଚୁରା କରୁଛି। ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମର ସହାୟତାରେ ତଦନ୍ତ ଜାରି ରହିଛି ବୋଲି ପୁଲିସ ସୂଚନା ଦେଇଛି। ବିବାହିତ ଯୁବକ ଅକ୍ଷୟ ପାତିକା କରଡା […]
ସରପଞ୍ଚଙ୍କ ସ୍ବାମୀ ଓ ଶଶୁରଙ୍କୁ ନିର୍ମମ ଭାବେ ହତ୍ୟାକଲେ ଦୁର୍ବୃତ୍ତ
Published On
By The Sakala
ରାୟଗଡା: ରାୟଗଡା ଜିଲ୍ଲା ପଦ୍ମପୁର ଥାନା ଅନ୍ତର୍ଗତ ଲିକିଟିପଦର ପଞ୍ଚାୟତ ସାରିଗାଡା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ। ସରପଞ୍ଚଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶଶୁର ସୁମ ଗମାଙ୍ଗଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଘର ଦାଣ୍ଡରେ ପଡିଛି ବାପା ଓ ପୁଅଙ୍କ ମୃତଦେହ। ହତ୍ୟାକାଣ୍ଡ କାରଣ ଅଷ୍ପଷ୍ଟ ରହିଛି। ସରପଞ୍ଚଙ୍କ ପରିବାର ଘରେ ଥିବାବେଳେ କିଛି ଲୋକ ଘରେ ପଶି ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ସରପଞ୍ଚ ଜନିତ ଗମାଙ୍ଗ ଜିବନ ବିକଳରେ ଦୌଡି ପଳାଇଥିଲେ। […]
ମୁକୁନ୍ଦପୁରୁ ଘାଟିରେ ଓଲଟିଲା ବସ, ୩ ଗୁରୁତର
Published On
By The Sakala
ରାୟଗଡା: ରାୟଗଡା ଜିଲ୍ଲା କୋଲନରା ବ୍ଳକ ମୁକୁନ୍ଦୁପୁରୁ ଘାଟିରେ ଓଲଟିଲା ବସ। (ଓଡି-୨୧-ଏ-୩୭୭୭) ତୁଫାନ ବା ମା ବାଙ୍ଗାରାମା ବସରେ ୪୫ଜଣ ଯାତ୍ରୀ ଧରି ବସଟି ବ୍ରହ୍ମପୁରରୁ ରାୟଗଡା ଅଭିମୁଖେ ଆସୁଥିବା ସମୟରେ ଭାରଷମ୍ୟ ହରାଇ ଓଲଟି ପଡିଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ୨୩ ଜଣ ସାମନ୍ୟ ଆହତ ଥିବା ବେଳେ ଯାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି। ସେଥି ମଧରୁ ୩ ଜଣ ଯାତ୍ରୀ ଗୁରୁତ୍ୱର ଥିବା ଜଣାପଡିଛି। ସମସ୍ତ ଗୁରୁତ୍ୱରଙ୍କୁ ଅମ୍ବୁଲାନ୍ସ ଯୋଗେ […]
ଧରାପଡିଗଲା ପରକୀୟା ପ୍ରୀତି, ବିଷ ପିଇ ଆତ୍ମହତ୍ୟା କଲେ ପ୍ରେମୀ ଯୁଗଳ
Published On
By The Sakala
ରାୟଗଡ଼ା : ପରକୀୟା ପ୍ରୀତି ଧରାପଡିବା ପରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରି ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି ପ୍ରେମୀ ଯୁଗଳ । ଏଭଳି ଅଭାବୀନୟ ଘଟଣା ରାୟଗଡ଼ା ସହରର ରୟତ କଲୋନୀ ଦେଖିବାକୁ ମିଳିଛି। ମୃତକ ହେଲେ କେ.ରମେଶ (୪୨) ଓ ଯୁବତୀ ଛଦ୍ମନାମ ରିନା (୨୪) । ଏ ନେଇ ରାୟଗଡ଼ା ଥାନା ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ବେଳେ, ଶବ ବ୍ୟବେଚ୍ଛଦ ପରେ ପରିବାରକୁ ହସ୍ତାନ୍ତର କରାଯିବ […]
ଗହଣା ଦୋକାନରୁ ଲକ୍ଷେ, ମିଲରଙ୍କଠୁ ୨ ଲକ୍ଷ, ଶିଳ୍ପସଂସ୍ଥାରୁ ୫ ଲକ୍ଷ…ବଜେପିର ଗୁଣ୍ଡାରାଜକୁ ନେଇ ବର୍ଷିଲା ବିଜେଡି
Published On
By The Sakala
ଭୁବନେଶ୍ବର : ସବକା ସାଥ ସବକା ବିକାଶ ନାରା ଦେଇ ସରକାରକୁ ଆସିଥିଲା ବିଜେପି। ହେଲେ ସବକା ବିକାଶ କଥା ଭୁଲି ଏବେ ଅପନା ବିକାଶରେ ମାତିଛି। ଯାହାର ଏକ ଜ୍ବଳନ୍ତ ଉଦାହରଣ ରାୟଗଡା ଜିଲ୍ଲାରେ ଦେଖିବାକୁ ମିଳିଛି। ଯାହାକୁ ନେଇ ଆଜି ବିଜେଡି ଶାସକ ଦଳ ବିଜେପି ଉପରେ ବର୍ଷିଛି। ରାୟଗଡା ଜିଲ୍ଲାରେ ବିଜେପି ଜିଲ୍ଲା ସଭାପତିଙ୍କ ଗୁଣ୍ଡାରାଜ ବିରୋଧରେ ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି ବିଜେଡି ନେତା ପ୍ରଦୀପ […]
ଆମ୍ବୁଲାନ୍ସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍ : ଅଳ୍ପକେ ବର୍ତ୍ତିଲେ ୮ ରୋଗୀ, ଆଶା କର୍ମୀ
Published On
By The Sakala
କଲ୍ୟାଣସିଂହପୁର : ରାୟଗଡା ଠାରୁ କୋରାପୁଟ ଦେଇ ମାଲକାନଗିରି ଯାଉଥିବା କେଆର ରେଳ ଲାଇନରେ ଅନନ୍ତ ଚକ୍ଷୁ ଚିକିତ୍ସାଳୟର ଆମ୍ବୁଲାନ୍ସକୁ ମାଲବାହୀ ଟ୍ରେନ ଧକ୍କା ଦେଇଥିବା ଜଣାପଡ଼ିଛି । ଆଜି କିଛି ରୋଗୀଙ୍କ ଆଖି ଅପରେସନ କରିବା ପାଇଁ କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତର କାଣିପାଇ, କଞ୍ଜ।ମ ଯୋଡି ,ଝାକୁଡୁ, ବେତଲାଙ୍ଗ ଓ ଚକ୍ରକଲାଙ୍ଗ ଗ୍ରାମର ଲୋକଙ୍କୁ ଏକ ଅନନ୍ତ ଚକ୍ଷୁ ଚିକିତ୍ସାଳୟକୁ ଆମ୍ବୁଲାନ୍ସ (ରୋଗିବୁହା)ରେ ଆଣୁଥିବା ବେଳେ କାଣିପାଇ ନିକଟରେ ରେଳ ଲାଇନ ଦେଇ ଆସିବାକୁ […]