ଫ୍ରିଲାନ୍ସିଂ କରିବା ପୂର୍ବରୁ ଏହି ସବୁ ଦିଗ ଉପରେ ଦିଅନ୍ତୁ ଧ୍ୟାନ…

The Sakala Picture
Published On

ଫ୍ରିଲାନ୍ସିଂରେ କ୍ୟାରିୟର କରିବାର ଅନେକ ବିକଳ୍ପ ଅଛି। ଏଥିରେ ସ୍ବାଧୀନ ଭାବେ କାମ କରାଯାଏ। ଫ୍ରିଲାନ୍ସିଂ ମାଧ୍ୟମରେ ଚାକିରି ସହିତ ଅତିରିକ୍ତ ଆୟ କରିବା ସମ୍ଭବପର। ତେବେ ଫ୍ରିଲାନ୍ସିଂ କରିବା ପୂର୍ବରୁ କେଉଁ ସବୁ ଦିଗ ଉପରେ ଧ୍ୟାନ ଦେବା ଦରକାର, ସେ ସମ୍ପର୍କରେ ଜାଣିବା। ଯେଉଁ କ୍ଷେତ୍ରରେ ରୁଚି ଅଛି ତାହାକୁ ପ୍ରଥମେ ଜାଣନ୍ତୁ। -ରୁଚି ଥିବା କାମରେ ଫ୍ରିଲାନ୍ସିଂ କରିବା ଭଲ। -ଅନଲାଇନ୍‌ ମାଧ୍ୟମରେ କିଛି କାମ ଶିଖି, ଫ୍ରିଲାନ୍ସିଂ କରିପାରିବେ। -ଫ୍ରିଲାନ୍ସିଂ ଯେଉଁ […]

ଫ୍ରିଲାନ୍ସିଂରେ କ୍ୟାରିୟର କରିବାର ଅନେକ ବିକଳ୍ପ ଅଛି। ଏଥିରେ ସ୍ବାଧୀନ ଭାବେ କାମ କରାଯାଏ। ଫ୍ରିଲାନ୍ସିଂ ମାଧ୍ୟମରେ ଚାକିରି ସହିତ ଅତିରିକ୍ତ ଆୟ କରିବା ସମ୍ଭବପର। ତେବେ ଫ୍ରିଲାନ୍ସିଂ କରିବା ପୂର୍ବରୁ କେଉଁ ସବୁ ଦିଗ ଉପରେ ଧ୍ୟାନ ଦେବା ଦରକାର, ସେ ସମ୍ପର୍କରେ ଜାଣିବା।

ଆହୁରି ପଢ଼ନ୍ତୁ: OUSSSC ପକ୍ଷରୁ ୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

ଯେଉଁ କ୍ଷେତ୍ରରେ ରୁଚି ଅଛି ତାହାକୁ ପ୍ରଥମେ ଜାଣନ୍ତୁ।
-ରୁଚି ଥିବା କାମରେ ଫ୍ରିଲାନ୍ସିଂ କରିବା ଭଲ।
-ଅନଲାଇନ୍‌ ମାଧ୍ୟମରେ କିଛି କାମ ଶିଖି, ଫ୍ରିଲାନ୍ସିଂ କରିପାରିବେ।
-ଫ୍ରିଲାନ୍ସିଂ ଯେଉଁ କ୍ଷେତ୍ରରେ କରିବାକୁ ଚାହୁଁଛନ୍ତି, ତା’ସହିତ ଜଡ଼ିତ ୱେବ୍‌ସାଇଟ୍‌ରେ ଆକାଉଣ୍ଟ ତିଆରି କରନ୍ତୁ। ଏହା ଦ୍ବାରା କାମ ଖୋଜିବା ସହଜ ହୁଏ।
-ଫ୍ରିଲାନ୍ସିଂ କରିବା ପୂର୍ବରୁ ମାର୍କେଟ୍ ରିସର୍ଚ୍ଚ କରିବା ଜରୁରି।
-ଫ୍ରିଲାନ୍ସିଂରେ କାମ କରିବାକୁ ହେଲେ ତାହାକୁ ସମୟ ମଧ୍ୟରେ ପୂରା କରିବାକୁ ହୋଇଥାଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp