ସ୍ୱାସ୍ଥ୍ୟ ମନ୍ତ୍ରଣାଳୟରେ ପୂରଣ ହେବ ୮୦୦ରୁ ଅଧିକ ଅଫିସର ପଦବୀ, UPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

The Sakala Picture
Published On

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟରେ ଅଫିସର ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସ ଖବର। ୟୁନିଅନ୍ ପବ୍ଲିକ୍ ସର୍ଭିସ କମିଶନ (UPSC) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁାଯାୟୀ, ସ୍ୱାସ୍ଥ୍ୟ ବିଭାଗରେ ବିଭିନ୍ନ ଅଫିସର ପଦବୀ ପୂରଣ ହେବ। ବର୍ତ୍ତମାନ ଅନଲାଇନ୍ ଆବେଦନ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ UPSC ର ଅଫିସିଆଲ୍ ୱେବସାଇଟ upsc.gov.in କୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ […]

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟରେ ଅଫିସର ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସ ଖବର। ୟୁନିଅନ୍ ପବ୍ଲିକ୍ ସର୍ଭିସ କମିଶନ (UPSC) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁାଯାୟୀ, ସ୍ୱାସ୍ଥ୍ୟ ବିଭାଗରେ ବିଭିନ୍ନ ଅଫିସର ପଦବୀ ପୂରଣ ହେବ। ବର୍ତ୍ତମାନ ଅନଲାଇନ୍ ଆବେଦନ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ UPSC ର ଅଫିସିଆଲ୍ ୱେବସାଇଟ upsc.gov.in କୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ UPSC Recruitment apply for 827 officer posts Notification ଉପରେ କ୍ଲିକ୍ କରି ଦେଖିପାରିବେ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଏହି ନିଯୁକ୍ତି ମାଧ୍ୟମରେ ମେଡିକାଲ ଅଫିସର୍‌, ଆସିଷ୍ଟାଣ୍ଟ ଡିଭିଜନାଲ୍‌ ମେଡିକାଲ ଅଫିସର, ଜେନେରାଲ ଡ୍ୟୁଟି ମେଡିକାଲ୍‌ ଅଫିସର ଏବଂ ଜେନେରାଲ ଡ୍ୟୁଟି ମେଡିକାଲ ଅଫିସର ଗ୍ରେଡ୍‌ ୨ ପଦବୀ ପୂରଣ ହେବ। ଏଥିପାଇଁ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ପଦବୀ ପାଇଁ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୮୦୦ରୁ ଅଧିକ ପଦବୀ ପୂରଣ ହେବ।

ଅନ୍‌ଲାଇନ୍ ଆବେଦନ ଆରମ୍ଭ ୧୦ ଏପ୍ରିଲ୍ ୨୦୨୪ ରହିଥିବା ବେଳେ ଅନ୍‌ଲାଇନ୍ ଆବେଦନର ଶେଷ ତାରିଖ ୩୦ ଏପ୍ରିଲ୍ ୨୦୨୪ ରହିଛି। ସର୍ବାଧିକ ବୟସ ସୀମା ୩୨ ବର୍ଷ ରହିଥିବାବେଳେ  SC/ ST/ PwBD ବର୍ଗ ପାଇଁ ବୟସରେ କୋହଳ ଅଛି ।

ଆବେଦନ ଶୁଳ୍କ:
ସାଧାରଣ ବର୍ଗ/OBC ପ୍ରାର୍ଥୀ – ୨୦୦ ଟଙ୍କା
SC/ST– ଦେୟମୁକ୍ତ

ଶିକ୍ଷାଗତ ଯୋଗ୍ୟତା:
ପ୍ରାର୍ଥୀ ଯେକୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ କିମ୍ବା ଅନୁଷ୍ଠାନରୁ M.B.B.S ଡିଗ୍ରୀ ହାସଲ କରିବା ଉଚିତ

11 Apr 2024 By The Sakala

https://www.thesakala.in/recruitment/upsc-combined-medical-services-examination-2024-notification-released-recruitment-will-be-done-on-827-posts/article-31356
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର