ଜାଣନ୍ତୁ କେଉଁ ଶିବଲିଙ୍ଗକୁ ପୂଜିଲେ, କେଉଁ ଫଳ ମିଳିଥାଏ…

The Sakala Picture
Published On

ସନାତନ ଧର୍ମଧାରାରେ କାହିଁ କେଉଁ କାଳରୁ ଶିବଲିଙ୍ଗର ପୂଜା ପ୍ରଚଳିତ। ଶିବଲିଙ୍ଗ ହେଉଛି ଦେବଦେବ ମହାଦେବଙ୍କ ନିର୍ଗୁଣ ବ୍ରହ୍ମସତ୍ତାର ପ୍ରତୀକ ବା ନିରାକର ସ୍ବରୂପ। ଆମେ ମୁଖ୍ୟତଃ ଶିଳା ଶିବଲିଙ୍ଗ ପୂଜା ଦେଖିବାକୁ ପାଇଥାଉ। କିନ୍ତୁ ବିଶେଷ କ୍ଷେତ୍ରରେ ଫଳପ୍ରାପ୍ତି ପାଇଁ ଭକ୍ତମାନେ ତାଙ୍କୁ ଅନ୍ୟାନ୍ୟ ସ୍ବରୂପରେ ପୂଜା କରିଥାନ୍ତି। ତେବେ କେଉଁ ଶିବଲିଙ୍ଗକୁ ପୂଜିଲେ, କେଉଁ ଫଳ ମିଳେ, ସେ ସମ୍ପର୍କରେ ଜାଣିବା। ଫୁଲରେ ତିଆରି ଶିବଲିଙ୍ଗକୁ ପୂଜା କରିବା ଦ୍ବାରା ଭୂମି ଓ ଭବନ […]

ସନାତନ ଧର୍ମଧାରାରେ କାହିଁ କେଉଁ କାଳରୁ ଶିବଲିଙ୍ଗର ପୂଜା ପ୍ରଚଳିତ। ଶିବଲିଙ୍ଗ ହେଉଛି ଦେବଦେବ ମହାଦେବଙ୍କ ନିର୍ଗୁଣ ବ୍ରହ୍ମସତ୍ତାର ପ୍ରତୀକ ବା ନିରାକର ସ୍ବରୂପ। ଆମେ ମୁଖ୍ୟତଃ ଶିଳା ଶିବଲିଙ୍ଗ ପୂଜା ଦେଖିବାକୁ ପାଇଥାଉ। କିନ୍ତୁ ବିଶେଷ କ୍ଷେତ୍ରରେ ଫଳପ୍ରାପ୍ତି ପାଇଁ ଭକ୍ତମାନେ ତାଙ୍କୁ ଅନ୍ୟାନ୍ୟ ସ୍ବରୂପରେ ପୂଜା କରିଥାନ୍ତି। ତେବେ କେଉଁ ଶିବଲିଙ୍ଗକୁ ପୂଜିଲେ, କେଉଁ ଫଳ ମିଳେ, ସେ ସମ୍ପର୍କରେ ଜାଣିବା।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

  • ଫୁଲରେ ତିଆରି ଶିବଲିଙ୍ଗକୁ ପୂଜା କରିବା ଦ୍ବାରା ଭୂମି ଓ ଭବନ ପ୍ରାପ୍ତି ହୁଏ।
  • ରୁପା ଶିବଲିଙ୍ଗକୁ ପୂଜା କରିବା ଦ୍ବାରା ପିତୃଦୋଷରୁ ମୁକ୍ତି ମିଳେ। ଏଣୁ ପିତୃ ଦୋଷରୁ ମୁକ୍ତି ପାଇବା ପାଇଁ ଏହି ଶିବଲିଙ୍ଗରେ ଅଭିେଷକ କରିବା ଶୁଭ।
  • ବିଭିନ୍ନ ପ୍ରକାର କଥାକୁ ନେଇ ଚିନ୍ତିତ ଥିଲେ, ପିତ୍ତଳ ଶିବଲିଙ୍ଗକୁ ଅଭିଷେକ କରାଇବା ଉଚିତ। ଏହା ଦ୍ବାରା ସୁଖ ପ୍ରାପ୍ତି ହୁଏ।
  • ସ୍ଫଟିକ ଶିବଲିଙ୍ଗକୁ ପୂଜା କରିବା ଦ୍ବାରା ସମସ୍ତ ମନସ୍କାମନା ପୂରା ହେଉଥିବା ବିଶ୍ବାସ କରାଯାଏ।
  • ତେବେ ନୀତିନିୟମରେ ଏହି ସମସ୍ତ ଶିବଲିଙ୍ଗକୁ ପୂଜିବା ଦ୍ବାରା ମାନସିକ ପୂରଣ ହୁଏ।
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp