ମନୋରଞ୍ଜନ
Satyajeet Sahoo
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
ବୁଧବାର ରାଶିଫଳ ( ୦୮-୧୦-୨୦୨୫)
Published On
By Satyajeet Sahoo
ମେଷ: ଅଚାନକ ଖୁସି ଖବର ପାଇପାରନ୍ତି। ଆୟ ଅନୁସାରେ ବ୍ୟୟ ହେବ। ପେଟ ଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍ ବୁଝାମଣା ଦେଖାଦେବ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସନ୍ଧ୍ୟାରେ ବନ୍ଧୁଙ୍କ...
ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ଅଣାୟତ, ଡବଲ ଇଞ୍ଜିନ ସରକାର ଗୋଟିଏ ସମ୍ୱେଦନହୀନ ସରକାର : ବିଜେଡି
Published On
By Satyajeet Sahoo
ଭୁବନେଶ୍ୱର: ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ବିଜୁ ଜନତା ଦଳ ତରଫରୁ ଅଭିଯୋଗ କରାଯାଇ ଆସୁଥିବା ବେଳେ, ଗତ ଏକ ସପ୍ତାହ ମଧ୍ୟରେ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଅଣାୟତ ହୋଇ ପଡିଛି ବୋଲି ଅଭିଯୋଗ କରି ଆଜି ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛି ବିଜେଡି। ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ...
ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ : SIR ଅଧୀନରେ ବାଦ ଦିଆଯାଇଥିବା ୩.୬୬ ଲକ୍ଷ ଭୋଟରଙ୍କ ବିବରଣୀ ପ୍ରଦାନ କରନ୍ତୁ
Published On
By Satyajeet Sahoo
ନୂଆଦିଲ୍ଲୀ : ମଙ୍ଗଳବାର ସୁପ୍ରିମକୋର୍ଟ ବିହାରରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପରେ ପ୍ରସ୍ତୁତ ଚୂଡ଼ାନ୍ତ ଭୋଟର ତାଲିକାରୁ ବାଦ ଦିଆଯାଇଥିବା ୩.୬୬ ଲକ୍ଷ ଭୋଟରଙ୍କ ବିବରଣୀ ପ୍ରଦାନ କରିବାକୁ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ କମିଶନ ସୁପ୍ରିମକୋର୍ଟଙ୍କୁ ସୂଚନା ଦେଇଥିଲେ ଯେ ନୂତନ ଭୋଟରଙ୍କ ନାମ ଅଧିକାଂଶ ଯୋଡା ଯାଇଥିଲା ଏବଂ...
ଆଜି ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ, ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
Published On
By Satyajeet Sahoo
ଭୁବନେଶ୍ୱର: ମଙ୍ଗଳବାର ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭବତଃ ଏହା ପ୍ରଭାବରେ ୯ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଥିବା ବେଳେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବିଶେଷକରି ଉତ୍ତର ଓ...
ମଙ୍ଗଳବାର ରାଶିଫଳ (୦୭-୧୦-୨୦୨୫)
Published On
By Satyajeet Sahoo
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଭଲ। ଅଚାନକ ଖୁସି ଖବର ପାଇପାରନ୍ତି। ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ସକ୍ରିୟ ରହିବେ।ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।
ବୃଷ:ଗୃହିଣୀମାନେ ଘର କାମରେ ବ୍ୟସ୍ତ ରହିବେ। ଇଂଜିନିୟରଙ୍କ ପାଇଁ ଦିନଟି ଭଲ। କୋର୍ଟ କଚରୀ ମାମଲାର ଶୁଣାଣି ହେବ। ଲୋକ ସମ୍ପର୍କ ବଢ଼ିବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।...
ରାଜ୍ୟର ସ୍ଥିତି ଗମ୍ଭୀର ଥିଲା ବେଳେ ନୂଆପଡାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର: ବିଜେଡି
Published On
By Satyajeet Sahoo
ନୂଆପଡାରେ ଇଟା ଖଣ୍ଡେ ପକାଇ ନାହାନ୍ତି ଡବଲ ଇଂଜିନ ସରକାର
ଆଚରଣ ବିଧି ଲାଗୁ ହେବାର ୨ ଘଣ୍ଟା ପୂର୍ବରୁ ୧୧୦୦ କୋଟି ଟଙ୍କାର ନିର୍ବାଚନୀ ଥୋପ୍
ରଙ୍ଗ ମାରି ନବୀନ ସରକାରଙ୍କ ପ୍ରକଳ୍ପକୁ କଲେ ଉଦ୍ଘାଟନ
କଟକରେ ଇଣ୍ଟରନେଟ୍ କଟକଣା ଆଉ ୨୪ ଘଣ୍ଟା ବୃଦ୍ଧି, କାଲି ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ୍
Published On
By Satyajeet Sahoo
ଭୁବନେଶ୍ୱର : ଦୁର୍ଗାପୂଜା ମେଢ଼ ଭସାଣ ବେଳେ ଗୋଷ୍ଠୀ ବିବାଦକୁ ନେଇ କଟକରେ ଲାଗିରହିଥିବା ଉତ୍ତେଜନା ମଧ୍ୟରେ ଇଣ୍ଟରନେଟ୍ କଟକଣା ଆଉ ୨୪ ଘଣ୍ଟା ବୃଦ୍ଧି କରାଯାଇଛି। ସୋସିଆଲ୍ ମିଡିଆରେ ମିଥ୍ୟା, ଉତ୍ତେଜନାପୂର୍ଣ୍ଣ ବାର୍ତ୍ତା ପ୍ରସାରଣ କରାଯାଉଥିବାରୁ ରାଜ୍ୟ ସରକାର କଟକ ସହରରେ ରବିବାର ସନ୍ଧ୍ୟା ୭ଟାରୁ ସୋମବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା...
ଭାରତର ସବୁଠୁ ଧନୀ YouTuber : ଡିଜିଟାଲ କଣ୍ଟେଣ୍ଟ କ୍ରିଏଟ କରି ରୋଜଗାର କଲେଣି ୬୬୫ କୋଟି
Published On
By Satyajeet Sahoo
ମୁମ୍ବାଇ : ଭାରତରେ ଡିଜିଟାଲ କଣ୍ଟେଣ୍ଟ କ୍ରିଏଟରଙ୍କ ଦୁନିଆ ଆଜିକାଲି ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବିଶେଷକରି YouTube ଭଳି ପ୍ଲାଟଫର୍ମରେ କଣ୍ଟେଣ୍ଟ ତିଆରି ଏକ ବହୁ-ବିଲିୟନ ଡଲାରର ବ୍ୟବସାୟ ପାଲଟିଛି। ଅନେକ ନିଜର ପୂର୍ଣ୍ଣକାଳୀନ ଚାକିରି ଛାଡି କଣ୍ଟେଣ୍ଟ କ୍ରିଏଟର ହେଉଛନ୍ତି। ଯେଉଁଥିରେ ସେମାନେ କୋଟି କୋଟି ଅର୍ଥ ରୋଜଗାର କରୁଛନ୍ତି।
ଆସନ୍ତୁ ଜାଣିବା...
ବ୍ୟାଙ୍କରେ ପଡିରହିଛି ୧.୮୪ ଲକ୍ଷ କୋଟିର ଦାବିଦାର ନ ଥିବା ଜମା ରାଶି, ଫେରାଇବାକୁ ଅଭିଯାନ ଆରମ୍ଭ କଲେ ସରକାର
Published On
By Satyajeet Sahoo
ନୂଆଦିଲ୍ଲୀ : ଦେଶର ବ୍ୟାଙ୍କଗୁଡିକରେ ସମ୍ପ୍ରତି ଦାବିଦାର ନ ଥିବା ଜମା ରାଶି ପରିମାଣରେ ବୃଦ୍ଧି ଘଟିଛି। ବର୍ତ୍ତମାନ ଏହି ଅର୍ଥ ରାଶି ପରିମାଣ ୧.୮୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଲାଣି। ବର୍ତ୍ତମାନ ଲୋକମାନେ କିଭଳି ଏହି ଅର୍ଥ ରାଶି ଫେରିପାଇବେ ସେଥିପାଇଁ ସରକାର ଅଭିଯାନ ଆରମ୍ଭ କରିଛନ୍ତି , ଯାହା ଲୋକମାନଙ୍କୁ ଦାବିଦାର ନ...
ଦୁଇଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ : ନଭେମ୍ବର ୬-୧୧ ରେ ଭୋଟ୍, ୧୪ରେ ରେଜଲ୍ଟ
Published On
By Satyajeet Sahoo
ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ୨୪୩ ବିଧାନସଭା ଆସନ ପାଇଁ ଭୋଟ୍ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ନଭେମ୍ବର ୬ ଏବଂ ୧୧ ରେ ଭୋଟ୍ ଗ୍ରହଣ ସହ ନଭେମ୍ବର ୧୪ରେ ଫଳାଫଳ ପ୍ରକାଶ ପାଇବ।
ବିହାରରେ ଏକ ନୂତନ ବ୍ୟବସ୍ଥା ଅନୁଯାୟୀ ନିର୍ବାଚନ ଅନୁଷ୍ଠିତ ହେବ
ମୁଖ୍ୟ...
ନୂଆପଡ଼ା ଉପନିର୍ବାଚନ ନେଇ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର, ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି
Published On
By Satyajeet Sahoo
ନୂଆଦିଲ୍ଲୀ : ନୂଆପଡ଼ା ଉପନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି ହେବ। ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ସିଟ୍ ଖାଲି ପଡ଼ିଥିଲା।
ମୁଖ୍ୟ ନିର୍ବାଚନ କମିଶନର ଘୋଷଣା ଅନୁସାରେ...
ଦୀପାବଳି ସୁଦ୍ଧା ଦେଢ଼ ଲକ୍ଷ ଛୁଇଁବ ସୁନା ଦର
Published On
By Satyajeet Sahoo
ନୂଆଦିଲ୍ଲୀ : ଗତ କିଛି ବର୍ଷ ମଧ୍ୟରେ ଦେଶରେ ସୁନା ମୂଲ୍ୟରେ ଏକ ବଡ଼ ବୃଦ୍ଧି ଘଟିଛି। ମାତ୍ର ଗୋଟିଏ ବର୍ଷ ମଧ୍ୟରେ ସୁନା ମୂଲ୍ୟ ପ୍ରାୟ ୫୦% ବୃଦ୍ଧି ପାଇଛି, ଯାହା ନିଫ୍ଟି ସୂଚକାଙ୍କ ଏବଂ ଅନ୍ୟାନ୍ୟ ପ୍ରମୁଖ ସୂଚକାଙ୍କକୁ ପଛରେ ପକାଇଦେଇଛି। ଏହି ବୃଦ୍ଧି ଅନେକ କାରଣ ଦ୍ୱାରା ପରିଚାଳିତ ହୋଇଛି, ଯେଉଁଥିରେ...
टॉप न्यूज
बिजनेस
LIVE
24K
Purity 99.9%
₹ 11,662
per gram
22K
Purity 91.6%
₹ 10,682
per gram
18K
Purity 75.0%
₹ 8,746
per gram
Today's Gold Rate in Bhubaneswar



