SKOCH gold Award
<% catList.forEach(function(cat){ %> <%= cat.label %> <% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %> <%= node_description %>
<% } %> <% catList.forEach(function(cat){ %> <%= cat.label %> <% }); %>
ବିଏସ୍କେୱାଇକୁ ‘ସ୍କଚ୍ ଗୋଲ୍ଡ୍ ଆୱାର୍ଡ’ ଏବଂ ସ୍କୁଲ୍ ରୂପାନ୍ତରଣ କାର୍ଯ୍ୟକ୍ରମ ଓ ‘ମୋ ସ୍କୁଲ ଅଭିଯାନ’କୁ ମିଳିଲା ‘ସ୍କଚ୍ ଆୱାର୍ଡ’
Published On
By The Sakala
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମହାତ୍ୱାକାଂକ୍ଷୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ)କୁ ମିଳିଛି ଶ୍ରେଷ୍ଠ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ପୁରସ୍କାର। ବିଏସ୍କେୱାଇକୁ ସ୍ୱର୍ଣ୍ଣ ବର୍ଗରେ ସ୍କଚ୍ ଆୱାର୍ଡ ମିଳିଛି। ନୂଆଦିଲ୍ଲୀରେ ଆୟୋଜିତ କାର୍ଯ୍ୟକ୍ରମରେ ଏନ୍ଏଚ୍ଏମ୍, ଓଡ଼ିଶା ନିର୍ଦ୍ଦେଶିକା ଡାକ୍ତର ବୃନ୍ଦା ଡି ଏହି ପୁରସ୍କାର ଗ୍ରହଣ କରିଛନ୍ତି। ପୂର୍ଣ୍ଣ ନିଷ୍ଠା ଓ ଦକ୍ଷତାର ସହ ଓଡ଼ିଶାବାସୀଙ୍କ ସ୍ୱାସ୍ଥ୍ୟ ସେବା ଆବଶ୍ୟକତା ପୂରଣ ଦିଗରେ ଏହି ପୁରସ୍କାର ରାଜ୍ୟର ସ୍ୱାସ୍ଥ୍ୟକର୍ମୀମାନଙ୍କୁ ପ୍ରୋତ୍ସାହିତ କରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ […]



