ଅନଲାଇନ୍ ପାଠପଢ଼ାର ଲାଭ….

The Sakala Picture
Published On

କରୋନା ଆସିବାରୁ ଅନଲାଇନ୍ ପାଠପଢ଼ାର ଗୁରୁତ୍ବ ବଢ଼ିଲା। ଏବେ ପ୍ରାୟ ସମସ୍ତେ ପାଠପଢ଼ାର ଏହି ନୂଆଶୈଳୀକୁ ପସନ୍ଦ କରୁଛନ୍ତି। ଅବଶ୍ୟ ଏହି ପଢ଼ାର ଅନେକ ଭଲ ଦିଗ ବି ଅଛି। -ଅନଲାଇନ୍ ପଢ଼ାରେ ପିଲା କେଉଁଠୁ ବି ବସି ପାଠ ପଢ଼ିପାରିବେ। ଏହା ଦ୍ବାରା ସମୟ ଓ ଖର୍ଚ୍ଚ ସଞ୍ଚୟ ହୁଏ।  -ସେହିପରି ଅନଲାଇନ୍ କ୍ଲାସ୍‌ ରେକର୍ଡେଡ୍ ହୋଇଥାଏ। ପିଲା ଅଡିଓ ଭିଜୁଆଲ ମାଧ୍ୟମରେ କଠିନ ବିଷୟକୁ ମଧ୍ୟ ସହଜରେ ବୁଝିଥାନ୍ତି।   -ଅନଲାଇନ୍‌ରେ ଅନେକ ଫ୍ରି କୋର୍ସ […]

କରୋନା ଆସିବାରୁ ଅନଲାଇନ୍ ପାଠପଢ଼ାର ଗୁରୁତ୍ବ ବଢ଼ିଲା। ଏବେ ପ୍ରାୟ ସମସ୍ତେ ପାଠପଢ଼ାର ଏହି ନୂଆଶୈଳୀକୁ ପସନ୍ଦ କରୁଛନ୍ତି। ଅବଶ୍ୟ ଏହି ପଢ଼ାର ଅନେକ ଭଲ ଦିଗ ବି ଅଛି।
-ଅନଲାଇନ୍ ପଢ଼ାରେ ପିଲା କେଉଁଠୁ ବି ବସି ପାଠ ପଢ଼ିପାରିବେ। ଏହା ଦ୍ବାରା ସମୟ ଓ ଖର୍ଚ୍ଚ ସଞ୍ଚୟ ହୁଏ। 
-ସେହିପରି ଅନଲାଇନ୍ କ୍ଲାସ୍‌ ରେକର୍ଡେଡ୍ ହୋଇଥାଏ। ପିଲା ଅଡିଓ ଭିଜୁଆଲ ମାଧ୍ୟମରେ କଠିନ ବିଷୟକୁ ମଧ୍ୟ ସହଜରେ ବୁଝିଥାନ୍ତି। 
 -ଅନଲାଇନ୍‌ରେ ଅନେକ ଫ୍ରି କୋର୍ସ ଏବଂ ଷ୍ଟଡି ମ୍ୟାଟେରିଆଲ ଉପଲବ୍ଧ ଥାଏ। 
-ଏଥିରେ ବିଦ୍ୟାର୍ଥୀଙ୍କ ମଧ୍ୟରେ ଦାୟିତ୍ବବୋଧ ଆସେ। 
-ଭିଡିଓ କନଫରେନ୍ସ ମାଧ୍ୟମରେ ପାଠ ପଢ଼ିବା ଦ୍ବାରା ପିଲାଙ୍କଠାରେ  ଆତ୍ମବିଶ୍ବାସ ବୃଦ୍ଧିପାଏ। 
-ଅନ୍‌ଲାଇନ୍‌  ପଢ଼ାରେ ପିଲା ଟେକ୍ନୋଲୋଜିର ଉପଯୋଗ ଭଲ ଭାବେ ଶିଖନ୍ତି। ଆପ୍‌, ସର୍ଚ୍ଚ ଟୁଲ ଏବଂ ଡିଜିଟାଲ ଫ୍ଲାଟଫର୍ମ ବିଷୟରେ ଜାଣନ୍ତି। 
 -ଅନଲାଇନ୍ ପଢ଼ାରେ କେବଳ ଇଣ୍ଟରନେଟ୍‌ ଏବଂ ଡିଭାଇସ୍ ଦରକାର ହୁଏ। ତେଣୁ କମ୍ ସଂସାଧନରେ ପାଠପଢ଼ା ସମ୍ଭବପର।
09 Jul 2025 By The Sakala

https://www.thesakala.in/special/benefits-of-online-tutoring/article-41530
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର