ଗୁରୁ ଚଣ୍ଡାଳ ଯୋଗର ପ୍ରଭାବ…

The Sakala Picture
Published On

ଜାତକରେ ଗ୍ରହର ସ୍ଥିତି ଆଧାରରେ ଶୁଭ-ଅଶୁଭ ଯୋଗ ସୃଷ୍ଟି ହୁଏ। ଏମିତି ଏକ ଅଶୁଭ ଯୋଗ ହେଉଛି ଗୁରୁ ଚଣ୍ଡାଳ ଯୋଗ। ଯେତେବେଳେ ବୃହସ୍ପତି ବା ଗୁରୁ ଏବଂ ରାହୁ-କେତୁ ଜାତକରେ ଏକାଠି ହୁଅନ୍ତି, ଗୁରୁ ଚଣ୍ଡାଳ ଯୋଗ ସୃଷ୍ଟି ହୁଏ। ଏହାକୁ ବିନାଶକାରୀ ଯୋଗ ଭାବେ ବିବେଚନା କରାଯାଏ। ତେବେ ଏହା ଜୀବନ ଉପରେ କ’ଣ ପ୍ରଭାବ ପକାଏ, ସେ ସମ୍ପର୍କରେ ଜାଣିବା। -ଗୁରୁ ଚଣ୍ଡାଳ ଯୋଗ ଥିବା ବ୍ୟକ୍ତି ବିଶେଷ ନିଶା ସେବନ କରନ୍ତି। […]

ଜାତକରେ ଗ୍ରହର ସ୍ଥିତି ଆଧାରରେ ଶୁଭ-ଅଶୁଭ ଯୋଗ ସୃଷ୍ଟି ହୁଏ। ଏମିତି ଏକ ଅଶୁଭ ଯୋଗ ହେଉଛି ଗୁରୁ ଚଣ୍ଡାଳ ଯୋଗ। ଯେତେବେଳେ ବୃହସ୍ପତି ବା ଗୁରୁ ଏବଂ ରାହୁ-କେତୁ ଜାତକରେ ଏକାଠି ହୁଅନ୍ତି, ଗୁରୁ ଚଣ୍ଡାଳ ଯୋଗ ସୃଷ୍ଟି ହୁଏ। ଏହାକୁ ବିନାଶକାରୀ ଯୋଗ ଭାବେ ବିବେଚନା କରାଯାଏ। ତେବେ ଏହା ଜୀବନ ଉପରେ କ’ଣ ପ୍ରଭାବ ପକାଏ, ସେ ସମ୍ପର୍କରେ ଜାଣିବା।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ବାଲ୍ୟ ବିବାହ ପାଇଁ ବଢ଼ୁଛି କିଶୋରୀ ମାତୃତ୍ୱ, ଶିକ୍ଷାରେ ପ୍ରତିବନ୍ଧକ ସାଜୁଛି ଇଲୋପମେଣ୍ଟ

-ଗୁରୁ ଚଣ୍ଡାଳ ଯୋଗ ଥିବା ବ୍ୟକ୍ତି ବିଶେଷ ନିଶା ସେବନ କରନ୍ତି।
-ଏହାର ପ୍ରଭାବ ସ୍ବାସ୍ଥ୍ୟ ଉପରେ ପଡ଼ିଥାଏ। କୌଣସି ଗୁରୁତର ରୋଗରେ ପୀଡ଼ିତ ହେବାର ଆଶଙ୍କା ଅଧିକ ଥାଏ।
-ଆର୍ଥିକ ସ୍ତରରେ ସୁଦୃଢ଼ ହୋଇ ନ ଥାନ୍ତି। ରୋଜଗାର ହେଲେ ବି ଅର୍ଥ ସମସ୍ୟା ଦେଖା ଦିଏ।
-ବ୍ୟବସାୟ ହେଉ ଅବା ଚାକିରି, କୌଣସି କ୍ଷେତ୍ରରେ ଦୀର୍ଘ ସମୟ ତିଷ୍ଠି ରହିପାରନ୍ତି ନାହିଁ।
-ଲଗାତାର ଜୀବନରେ କ୍ଷତି ସହିବାକୁ ପଡ଼େ।
-ଏଭଳି ଲୋକେ ଖୁବଶୀଘ୍ର ଅବସାଦ ଦେଇ ଗତି କରନ୍ତି।

19 Jun 2025 By The Sakala

ଗୁରୁ ଚଣ୍ଡାଳ ଯୋଗର ପ୍ରଭାବ…

ଜାତକରେ ଗ୍ରହର ସ୍ଥିତି ଆଧାରରେ ଶୁଭ-ଅଶୁଭ ଯୋଗ ସୃଷ୍ଟି ହୁଏ। ଏମିତି ଏକ ଅଶୁଭ ଯୋଗ ହେଉଛି ଗୁରୁ ଚଣ୍ଡାଳ ଯୋଗ। ଯେତେବେଳେ ବୃହସ୍ପତି ବା ଗୁରୁ ଏବଂ ରାହୁ-କେତୁ ଜାତକରେ ଏକାଠି ହୁଅନ୍ତି, ଗୁରୁ ଚଣ୍ଡାଳ ଯୋଗ ସୃଷ୍ଟି ହୁଏ। ଏହାକୁ ବିନାଶକାରୀ ଯୋଗ ଭାବେ ବିବେଚନା କରାଯାଏ। ତେବେ ଏହା ଜୀବନ ଉପରେ କ’ଣ ପ୍ରଭାବ ପକାଏ, ସେ ସମ୍ପର୍କରେ ଜାଣିବା।

-ଗୁରୁ ଚଣ୍ଡାଳ ଯୋଗ ଥିବା ବ୍ୟକ୍ତି ବିଶେଷ ନିଶା ସେବନ କରନ୍ତି।
-ଏହାର ପ୍ରଭାବ ସ୍ବାସ୍ଥ୍ୟ ଉପରେ ପଡ଼ିଥାଏ। କୌଣସି ଗୁରୁତର ରୋଗରେ ପୀଡ଼ିତ ହେବାର ଆଶଙ୍କା ଅଧିକ ଥାଏ।
-ଆର୍ଥିକ ସ୍ତରରେ ସୁଦୃଢ଼ ହୋଇ ନ ଥାନ୍ତି। ରୋଜଗାର ହେଲେ ବି ଅର୍ଥ ସମସ୍ୟା ଦେଖା ଦିଏ।
-ବ୍ୟବସାୟ ହେଉ ଅବା ଚାକିରି, କୌଣସି କ୍ଷେତ୍ରରେ ଦୀର୍ଘ ସମୟ ତିଷ୍ଠି ରହିପାରନ୍ତି ନାହିଁ।
-ଲଗାତାର ଜୀବନରେ କ୍ଷତି ସହିବାକୁ ପଡ଼େ।
-ଏଭଳି ଲୋକେ ଖୁବଶୀଘ୍ର ଅବସାଦ ଦେଇ ଗତି କରନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର