ମନୋରଞ୍ଜନ
ଓଡ଼ିଶା
ଜାଣନ୍ତୁ ଅଶୋକ ଚକ୍ରର ୨୪ଟି ଅରର ମହତ୍ତ୍ବ….
ଆଧ୍ୟାତ୍ମିକ ଦୃଷ୍ଟିରୁ ଅଶୋକ ଚକ୍ରରେ ଥିବା ୨୪ଟି ଅର ଦିନର ୨୪ ଘଣ୍ଟାକୁ ଦର୍ଶାଏ। ସମୟ ଭଳି ଅବିରତ ନିଜ ଦାୟିତ୍ବ ସମ୍ପାଦନ କରିବା ପାଇଁ ଏହା ପ୍ରେରଣା ଦେଇଥାଏ। ଏହି ୨୪ଟି ଅର ମନୁଷ୍ୟର ୨୪ଟି ଗୁଣ ଏବଂ ସତ୍ମାର୍ଗରେ ଯିବା ପାଇଁ ୨୪ଟି ମାର୍ଗ ସହିତ ମଧ୍ୟ ତୁଳନା କରାଯାଇଛି। ଅଶୋକ ଚକ୍ରର ମଧ୍ୟଭାଗରେ ଥିବା ୨୪ଟି ଅର ହେଉଛି ୨୪ଟି ଧର୍ମମାର୍ଗର ପ୍ରତୀକ। ସଂଯମତା, ଆରୋଗ୍ୟ, ଶାନ୍ତି, ତ୍ୟାଗ, ଶୀଳ, ସେବା, କ୍ଷମା, […]
ଆଧ୍ୟାତ୍ମିକ ଦୃଷ୍ଟିରୁ ଅଶୋକ ଚକ୍ରରେ ଥିବା ୨୪ଟି ଅର ଦିନର ୨୪ ଘଣ୍ଟାକୁ ଦର୍ଶାଏ। ସମୟ ଭଳି ଅବିରତ ନିଜ ଦାୟିତ୍ବ ସମ୍ପାଦନ କରିବା ପାଇଁ ଏହା ପ୍ରେରଣା ଦେଇଥାଏ। ଏହି ୨୪ଟି ଅର ମନୁଷ୍ୟର ୨୪ଟି ଗୁଣ ଏବଂ ସତ୍ମାର୍ଗରେ ଯିବା ପାଇଁ ୨୪ଟି ମାର୍ଗ ସହିତ ମଧ୍ୟ ତୁଳନା କରାଯାଇଛି।
ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା
ଅଶୋକ ଚକ୍ରର ମଧ୍ୟଭାଗରେ ଥିବା ୨୪ଟି ଅର ହେଉଛି ୨୪ଟି ଧର୍ମମାର୍ଗର ପ୍ରତୀକ। ସଂଯମତା, ଆରୋଗ୍ୟ, ଶାନ୍ତି, ତ୍ୟାଗ, ଶୀଳ, ସେବା, କ୍ଷମା, ପ୍ରେମ, ମୈତ୍ରୀ, ବନ୍ଧୁତ୍ବ, ସଂଗଠନ,କଲ୍ୟାଣ, ସମୃଦ୍ଧି, ଉଦ୍ଯୋଗ, ସୁରକ୍ଷା, ନିମୟ, ସମତା, ଅର୍ଥନିଷ୍ଠ, ନୀତିନିଷ୍ଠ, ନ୍ୟାୟ, ସହଯୋଗ, କର୍ତ୍ତବ୍ୟ, ଅଧିକାର ଓ ବୁଦ୍ଧିମତାର ପ୍ରତୀକ ଭାବେ ଏହି ୨୪ଟି ଅରକୁ ବିବେଚନା କରାଯାଏ।






