ଆଜି ଅନ୍ତର୍ଜାତୀୟ ମହିଳା ଦିବସ

The Sakala Picture
Published On

ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ସାରା ବିଶ୍ବରେ ପାଳନ କରାଯାଏ। ପ୍ରଥମେ ଏହି ଦିବସଟି ଶ୍ରମଜୀବୀ ମହିଳା ଦିବସ ଭାବେ ପାଳନ କରାଯାଇ ଆସୁଥିଲା। ସମାଜରେ ମହିଳାଙ୍କୁ ସମାନ ଅଧିକାର, ନ୍ୟାୟ ପ୍ରଦାନ ଓ ସମ୍ମାନ ଦେବା ଉଦ୍ଦେଶ୍ୟରେ ଏହା ପାଳିତ ହୁଏ। ମହିଳାଙ୍କୁ ସଶକ୍ତ କରିବା ଲାଗି ଏହି ଦିନକୁ ସମର୍ପିତ କରାଯାଇଛି। ଆମେରିକାରେ ସୋସିଆଲିଷ୍ଟ ପାର୍ଟିର ଆହ୍ବାନରେ ଏହି ଦିବସ ପ୍ରଥମେ ୨୮ ଫେବୃଆରୀ ୧୯୦୯ ମସିହାରେ ପାଳିତ […]

ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ସାରା ବିଶ୍ବରେ ପାଳନ କରାଯାଏ। ପ୍ରଥମେ ଏହି ଦିବସଟି ଶ୍ରମଜୀବୀ ମହିଳା ଦିବସ ଭାବେ ପାଳନ କରାଯାଇ ଆସୁଥିଲା। ସମାଜରେ ମହିଳାଙ୍କୁ ସମାନ ଅଧିକାର, ନ୍ୟାୟ ପ୍ରଦାନ ଓ ସମ୍ମାନ ଦେବା ଉଦ୍ଦେଶ୍ୟରେ ଏହା ପାଳିତ ହୁଏ। ମହିଳାଙ୍କୁ ସଶକ୍ତ କରିବା ଲାଗି ଏହି ଦିନକୁ ସମର୍ପିତ କରାଯାଇଛି। ଆମେରିକାରେ ସୋସିଆଲିଷ୍ଟ ପାର୍ଟିର ଆହ୍ବାନରେ ଏହି ଦିବସ ପ୍ରଥମେ ୨୮ ଫେବୃଆରୀ ୧୯୦୯ ମସିହାରେ ପାଳିତ ହେଉଥିଲା। ଅଗଷ୍ଟ ୧୯୧୦ ମସିହାରେ ପ୍ରଥମ ବିଶ୍ବ ମହିଳା ସମାବେଶର ଆୟୋଜନ କରାଗଲା। ସେହିଠାରେ ସମ୍ମିଳିତ ସମସ୍ତଙ୍କ ସଦସ୍ୟଙ୍କ ସହମତି କ୍ରମେ ବିଶ୍ବ ମହିଳା ଦିବସର ଅବଧାରଣା କରାଗଲା। ପାଶ୍ଚାତ୍ୟ ଦେଶମାନଙ୍କରେ ବିଶ୍ବ ମହିଳା ଦିବସ ୧୯୭୭ ମସିହା ପରେ ଅଧିକ ଲୋକପ୍ରିୟ ହେଲା ଯେତେବେଳେ ଜାତିସଂଘ ସାଧାରଣ ପରିଷଦ ବୈଠକରେ ମାର୍ଚ୍ଚ ୮ ତାରିଖକୁ ମହିଳା ଦିବସ ଭାବେ ପାଳନ କରାଯିବା ପାଇଁ ସ୍ଥିର କରାଗଲା। ପ୍ରତିବର୍ଷ ନିର୍ଦ୍ଦିଷ୍ଟ ଏକ ଥିମ୍‌କୁ ନେଇ ଏହି ଦିବସ ପାଳନ କରାଯାଏ। ତେବେ ୧୯୯୬ରେ ପ୍ରଥମଥର ପାଇଁ ଥିମ୍‌ ଉପରେ ଏହି ଦିନକୁ ପାଳନ କରାଯାଇଥିଲା। ଚଳିତବର୍ଷ ମହିଳା ଦିବସର ଥେମ୍ ରହିଛି ‘ୱିମେନ୍ ଇନ୍‌ ଲିଡରସିପ୍: ଆନ୍ ଇକୁଆଲ ଫ୍ୟୁଚର ଇନ୍‌ ଏ କୋଭିଡ୍- ୧୯ ୱାର୍ଲ୍ଡ’ ।

ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ସମ୍ପନ୍ନ

08 Mar 2021 By The Sakala

ଆଜି ଅନ୍ତର୍ଜାତୀୟ ମହିଳା ଦିବସ

ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ସାରା ବିଶ୍ବରେ ପାଳନ କରାଯାଏ। ପ୍ରଥମେ ଏହି ଦିବସଟି ଶ୍ରମଜୀବୀ ମହିଳା ଦିବସ ଭାବେ ପାଳନ କରାଯାଇ ଆସୁଥିଲା। ସମାଜରେ ମହିଳାଙ୍କୁ ସମାନ ଅଧିକାର, ନ୍ୟାୟ ପ୍ରଦାନ ଓ ସମ୍ମାନ ଦେବା ଉଦ୍ଦେଶ୍ୟରେ ଏହା ପାଳିତ ହୁଏ। ମହିଳାଙ୍କୁ ସଶକ୍ତ କରିବା ଲାଗି ଏହି ଦିନକୁ ସମର୍ପିତ କରାଯାଇଛି। ଆମେରିକାରେ ସୋସିଆଲିଷ୍ଟ ପାର୍ଟିର ଆହ୍ବାନରେ ଏହି ଦିବସ ପ୍ରଥମେ ୨୮ ଫେବୃଆରୀ ୧୯୦୯ ମସିହାରେ ପାଳିତ ହେଉଥିଲା। ଅଗଷ୍ଟ ୧୯୧୦ ମସିହାରେ ପ୍ରଥମ ବିଶ୍ବ ମହିଳା ସମାବେଶର ଆୟୋଜନ କରାଗଲା। ସେହିଠାରେ ସମ୍ମିଳିତ ସମସ୍ତଙ୍କ ସଦସ୍ୟଙ୍କ ସହମତି କ୍ରମେ ବିଶ୍ବ ମହିଳା ଦିବସର ଅବଧାରଣା କରାଗଲା। ପାଶ୍ଚାତ୍ୟ ଦେଶମାନଙ୍କରେ ବିଶ୍ବ ମହିଳା ଦିବସ ୧୯୭୭ ମସିହା ପରେ ଅଧିକ ଲୋକପ୍ରିୟ ହେଲା ଯେତେବେଳେ ଜାତିସଂଘ ସାଧାରଣ ପରିଷଦ ବୈଠକରେ ମାର୍ଚ୍ଚ ୮ ତାରିଖକୁ ମହିଳା ଦିବସ ଭାବେ ପାଳନ କରାଯିବା ପାଇଁ ସ୍ଥିର କରାଗଲା। ପ୍ରତିବର୍ଷ ନିର୍ଦ୍ଦିଷ୍ଟ ଏକ ଥିମ୍‌କୁ ନେଇ ଏହି ଦିବସ ପାଳନ କରାଯାଏ। ତେବେ ୧୯୯୬ରେ ପ୍ରଥମଥର ପାଇଁ ଥିମ୍‌ ଉପରେ ଏହି ଦିନକୁ ପାଳନ କରାଯାଇଥିଲା। ଚଳିତବର୍ଷ ମହିଳା ଦିବସର ଥେମ୍ ରହିଛି ‘ୱିମେନ୍ ଇନ୍‌ ଲିଡରସିପ୍: ଆନ୍ ଇକୁଆଲ ଫ୍ୟୁଚର ଇନ୍‌ ଏ କୋଭିଡ୍- ୧୯ ୱାର୍ଲ୍ଡ’ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp