ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବିଶ୍ବ ଅଙ୍ଗଦାନ ଦିବସ

The Sakala Picture
Published On

କଥାରେ ଅଛି ଅଙ୍ଗଦାନ, ମହତ ଦାନ। କାହାର ଆଖି ଆଉ କାହାକୁ ଦେଖାଇପାରେ ଦୁନିଆ। କାହାର ଅଙ୍ଗ ଆଉ କାହାର ଜୀବନ ବଞ୍ଚାଇପାରେ।  ଅଙ୍ଗଦାନ ସମ୍ପର୍କରେ ସଚେତନା ସୃଷ୍ଟି କରିବା ଏବଂ ଅଙ୍ଗଦାନ କରିବା ପାଇଁ ଲୋକଙ୍କୁ ଉତ୍ସାହିତ କରି ଅନ୍ୟର ଜୀବନ ବଞ୍ଚାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୩ ତାରିଖକୁ ‘ବିଶ୍ବ ଅଙ୍ଗଦାନ ଦିବସ’ ଭାବେ ପାଳନ କରାଯାଉଛି। ରକ୍ତ ଦାନ ପରେ ଅଙ୍ଗ ଦାନ ସବୁଠାରୁ ବଡ଼ ଦାନ ଭାବରେ ବିବେଚନା କରାଯାଏ। ତେବେ […]

କଥାରେ ଅଛି ଅଙ୍ଗଦାନ, ମହତ ଦାନ। କାହାର ଆଖି ଆଉ କାହାକୁ ଦେଖାଇପାରେ ଦୁନିଆ। କାହାର ଅଙ୍ଗ ଆଉ କାହାର ଜୀବନ ବଞ୍ଚାଇପାରେ।  ଅଙ୍ଗଦାନ ସମ୍ପର୍କରେ ସଚେତନା ସୃଷ୍ଟି କରିବା ଏବଂ ଅଙ୍ଗଦାନ କରିବା ପାଇଁ ଲୋକଙ୍କୁ ଉତ୍ସାହିତ କରି ଅନ୍ୟର ଜୀବନ ବଞ୍ଚାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୩ ତାରିଖକୁ ‘ବିଶ୍ବ ଅଙ୍ଗଦାନ ଦିବସ’ ଭାବେ ପାଳନ କରାଯାଉଛି।

ଆହୁରି ପଢ଼ନ୍ତୁ: ଏଆଇ-୧୭୧ ବିମାନ ଦୁର୍ଘଟଣାକୁ ଏକ ବର୍ଷ ପୂରଣ: ଏଏଆଇବି କହିଲା ଚୂଡ଼ାନ୍ତ ରିପୋର୍ଟ ପ୍ରସ୍ତୁତିରେ 'ଉଲ୍ଲେଖନୀୟ ଅଗ୍ରଗତି'

ରକ୍ତ ଦାନ ପରେ ଅଙ୍ଗ ଦାନ ସବୁଠାରୁ ବଡ଼ ଦାନ ଭାବରେ ବିବେଚନା କରାଯାଏ। ତେବେ ଅଙ୍ଗଦାନକୁ ନେଇ ଲୋକଙ୍କ ମଧ୍ୟରେ ଥିବା ଭ୍ରାନ୍ତଧାରଣାକୁ ଦୂର କରିବା ହେଉଛି ଏହି ଦିବସର ଲକ୍ଷ୍ୟ। ଦାନ କରାଯାଇଥିବା ଅଙ୍ଗ ଜଣକ ଜୀବନ ବଞ୍ଚାଇଥାଏ। ଯଦିଓ ୧୮ରୁ ୬୫ ବର୍ଷ ବୟସ୍କ ସ୍ବଇଚ୍ଛାରେ ଅଙ୍ଗଦାନ କରିପାରିବେ, ତଥାପି ଅଙ୍ଗଦାନ କରୁଥିବା ବ୍ୟକ୍ତି ସମ୍ପୂର୍ଣ୍ଣ ସୁସ୍ଥ ଥିବା ଆବଶ୍ୟକ। ସେହିପରି କ୍ୟାନସର୍‌, ଏଚ୍‌ଆଇଭି ଏବଂ ହୃଦ୍‌ରୋଗରେ ପୀଡ଼ିତ ଲୋକ ଅଙ୍ଗଦାନ କରିପାରିବେ ନାହିଁ।

ଆହୁରି ପଢ଼ନ୍ତୁ: EPFO ବଡ଼ ଅପଡେଟ୍: ପିଏଫ୍ ଖାତାରେ କେବେ ଆସିବ ସୁଧ ଟଙ୍କା? ଜାଣନ୍ତୁ ଚେକ୍ କରିବାର ସମ୍ପୂର୍ଣ୍ଣ ପ୍ରକ୍ରିୟା

ଅଙ୍ଗଦାନ ଦୁଇ ପ୍ରକାରର । ଗୋଟିଏ ଅଙ୍ଗଦାନ ଏବଂ ଦ୍ବିତୀୟରେ ଟିସୁ ଦାନ । ତେବେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ହିଁ ଅଙ୍ଗଦାନ କରାଯାଇଥାଏ । କିନ୍ତୁ କିଛି ଅଙ୍ଗଦାନ ଏବଂ ଟିସୁଦାନ ଜୀବିତ ରହି ମଧ୍ୟ କରାଯାଇଥାଏ । ଯକୃତ, ଅଗ୍ନାଶୟ, ହୃତ୍‌ପିଣ୍ଡ ଏବଂ ଫୁସ୍‌ଫୁସ୍‌ ଭଳି ଆଦି ଅଙ୍ଗ ଦାନ କରାଯାଇଥାଏ । ସେହିଭଳି ଆଖି, ତ୍ୱଚା ହାଡ଼, ମସ୍ତିଷ୍କ, କାନ ପରଦା, କାନ ହାଡ଼ ଆଦିର ଟିସୁ ଦାନ କରାଯାଏ। ପ୍ରଥମେ ଏହି ଦିବସକୁ ୨୦୦୫ ମସିହାରେ ପାଳନ କରାଯାଇଥିଲା। ସେହିଭଳି ପ୍ରଥମଥର ପାଇଁ ୧୯୫୪ ମସିହାରେ ଆମେରିକାର ସଫଳ ଅଙ୍ଗ ପ୍ରତ୍ୟାରୋପଣ ହୋଇଥିଲା। ରୋନାଲ୍ଡ ଲି ହେରିକ୍‌ ନାମକ ଜଣେ ବ୍ୟକ୍ତି ତାଙ୍କର ଯାଆଁଳା ଭାଇକୁ ତାଙ୍କ ବୃକ୍‌କ ଦାନ କରିଥିଲେ। ଏହି କାର୍ଯ୍ୟକୁ ସଫଳ କରିଥିବା ଫିଜିଓଲୋଜି ଏବଂ ମେଡିସିନ ବିଭାଗର ଡାକ୍ତର ଜୋସେଫ ମୁରେଙ୍କୁ ୧୯୯୦ ମସିହାରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ପଲ୍ଲୀରୁ ସହର ସବୁଠି ରଜ ସଂକ୍ରାନ୍ତିର ଧୁମ୍: ପିଠା ପଣା ଓ ଦୋଳି ଗୀତରେ ଉତ୍ସବମୁଖର ଓଡ଼ିଶା

13 Aug 2025 By The Sakala

ବିଶ୍ବ ଅଙ୍ଗଦାନ ଦିବସ

କଥାରେ ଅଛି ଅଙ୍ଗଦାନ, ମହତ ଦାନ। କାହାର ଆଖି ଆଉ କାହାକୁ ଦେଖାଇପାରେ ଦୁନିଆ। କାହାର ଅଙ୍ଗ ଆଉ କାହାର ଜୀବନ ବଞ୍ଚାଇପାରେ।  ଅଙ୍ଗଦାନ ସମ୍ପର୍କରେ ସଚେତନା ସୃଷ୍ଟି କରିବା ଏବଂ ଅଙ୍ଗଦାନ କରିବା ପାଇଁ ଲୋକଙ୍କୁ ଉତ୍ସାହିତ କରି ଅନ୍ୟର ଜୀବନ ବଞ୍ଚାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୩ ତାରିଖକୁ ‘ବିଶ୍ବ ଅଙ୍ଗଦାନ ଦିବସ’ ଭାବେ ପାଳନ କରାଯାଉଛି।

ରକ୍ତ ଦାନ ପରେ ଅଙ୍ଗ ଦାନ ସବୁଠାରୁ ବଡ଼ ଦାନ ଭାବରେ ବିବେଚନା କରାଯାଏ। ତେବେ ଅଙ୍ଗଦାନକୁ ନେଇ ଲୋକଙ୍କ ମଧ୍ୟରେ ଥିବା ଭ୍ରାନ୍ତଧାରଣାକୁ ଦୂର କରିବା ହେଉଛି ଏହି ଦିବସର ଲକ୍ଷ୍ୟ। ଦାନ କରାଯାଇଥିବା ଅଙ୍ଗ ଜଣକ ଜୀବନ ବଞ୍ଚାଇଥାଏ। ଯଦିଓ ୧୮ରୁ ୬୫ ବର୍ଷ ବୟସ୍କ ସ୍ବଇଚ୍ଛାରେ ଅଙ୍ଗଦାନ କରିପାରିବେ, ତଥାପି ଅଙ୍ଗଦାନ କରୁଥିବା ବ୍ୟକ୍ତି ସମ୍ପୂର୍ଣ୍ଣ ସୁସ୍ଥ ଥିବା ଆବଶ୍ୟକ। ସେହିପରି କ୍ୟାନସର୍‌, ଏଚ୍‌ଆଇଭି ଏବଂ ହୃଦ୍‌ରୋଗରେ ପୀଡ଼ିତ ଲୋକ ଅଙ୍ଗଦାନ କରିପାରିବେ ନାହିଁ।

ଅଙ୍ଗଦାନ ଦୁଇ ପ୍ରକାରର । ଗୋଟିଏ ଅଙ୍ଗଦାନ ଏବଂ ଦ୍ବିତୀୟରେ ଟିସୁ ଦାନ । ତେବେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ହିଁ ଅଙ୍ଗଦାନ କରାଯାଇଥାଏ । କିନ୍ତୁ କିଛି ଅଙ୍ଗଦାନ ଏବଂ ଟିସୁଦାନ ଜୀବିତ ରହି ମଧ୍ୟ କରାଯାଇଥାଏ । ଯକୃତ, ଅଗ୍ନାଶୟ, ହୃତ୍‌ପିଣ୍ଡ ଏବଂ ଫୁସ୍‌ଫୁସ୍‌ ଭଳି ଆଦି ଅଙ୍ଗ ଦାନ କରାଯାଇଥାଏ । ସେହିଭଳି ଆଖି, ତ୍ୱଚା ହାଡ଼, ମସ୍ତିଷ୍କ, କାନ ପରଦା, କାନ ହାଡ଼ ଆଦିର ଟିସୁ ଦାନ କରାଯାଏ। ପ୍ରଥମେ ଏହି ଦିବସକୁ ୨୦୦୫ ମସିହାରେ ପାଳନ କରାଯାଇଥିଲା। ସେହିଭଳି ପ୍ରଥମଥର ପାଇଁ ୧୯୫୪ ମସିହାରେ ଆମେରିକାର ସଫଳ ଅଙ୍ଗ ପ୍ରତ୍ୟାରୋପଣ ହୋଇଥିଲା। ରୋନାଲ୍ଡ ଲି ହେରିକ୍‌ ନାମକ ଜଣେ ବ୍ୟକ୍ତି ତାଙ୍କର ଯାଆଁଳା ଭାଇକୁ ତାଙ୍କ ବୃକ୍‌କ ଦାନ କରିଥିଲେ। ଏହି କାର୍ଯ୍ୟକୁ ସଫଳ କରିଥିବା ଫିଜିଓଲୋଜି ଏବଂ ମେଡିସିନ ବିଭାଗର ଡାକ୍ତର ଜୋସେଫ ମୁରେଙ୍କୁ ୧୯୯୦ ମସିହାରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp