ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଆଇପିଏଲ୍‌ ଆକାଶରେ କରୋନାର କଳାବାଦଲ : ବିନା ଦର୍ଶକରେ,କେବଳ ୬ଟି ଷ୍ଟାଡିୟମରେ ଖେଳାଯିବ ସମସ୍ତ ମ୍ୟାଚ୍

The Sakala Picture
Published On

ନୂଆଦିଲ୍ଲୀ : ବିଶ୍ବର ସବୁଠାରୁ ବଡ଼ ଓ ଧନଶାଳୀ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭହେବାକୁ ୪ ଦିନ ସମୟ ବାକିରହିଛି। ତେବେ ଏହି ଟୁର୍ଣ୍ଣାମେଣ୍ଟରେ  ମହାମାରୀ କରୋନା ପ୍ରଭାବ ଦେଖାଦେବା ଆରମ୍ଭ କରିଛି। ଦେଶରେ କରୋନା ସକ୍ରମଣ ଦୃତଗତିରେ ବୃଦ୍ଧି ପାଉଥିବାରୁ ବିସିସିଆଇ ଗତବର୍ଷ ଭଳି ଏଥର ବି ବିନା ଦର୍ଶକରେ ଖେଳାଯିବ ଆଇପିଏଲ୍ ଖେଳାଯିବାକୁ ନିଷ୍ପତ୍ତି ନେଇଛି। ଦେଶରେ କରୋନାର ଦ୍ବିତୀୟ ଲହରୀ ମାଡି ଚାଲିଥିବା ବେଳେ ଯଦି ଏପରି ସ୍ଥିତିରେ […]

ନୂଆଦିଲ୍ଲୀ : ବିଶ୍ବର ସବୁଠାରୁ ବଡ଼ ଓ ଧନଶାଳୀ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭହେବାକୁ ୪ ଦିନ ସମୟ ବାକିରହିଛି। ତେବେ ଏହି ଟୁର୍ଣ୍ଣାମେଣ୍ଟରେ  ମହାମାରୀ କରୋନା ପ୍ରଭାବ ଦେଖାଦେବା ଆରମ୍ଭ କରିଛି। ଦେଶରେ କରୋନା ସକ୍ରମଣ ଦୃତଗତିରେ ବୃଦ୍ଧି ପାଉଥିବାରୁ ବିସିସିଆଇ ଗତବର୍ଷ ଭଳି ଏଥର ବି ବିନା ଦର୍ଶକରେ ଖେଳାଯିବ ଆଇପିଏଲ୍ ଖେଳାଯିବାକୁ ନିଷ୍ପତ୍ତି ନେଇଛି।

ଆହୁରି ପଢ଼ନ୍ତୁ: RTI ପରିସରଭୁକ୍ତ ନୁହେଁ ବିସିସିଆଇ; ସୂଚନା ଦେବାକୁ ବାଧ୍ୟ ନୁହେଁ ବୋଲି 'ସିଆଇସି'ଙ୍କ ବଡ଼ ନିଷ୍ପତ୍ତି

ଦେଶରେ କରୋନାର ଦ୍ବିତୀୟ ଲହରୀ ମାଡି ଚାଲିଥିବା ବେଳେ ଯଦି ଏପରି ସ୍ଥିତିରେ ଷ୍ଟାଡିୟମରେ ଦର୍ଶକଙ୍କ ପ୍ରବେଶକୁ ଅନୁମତି ଦେବା ଦ୍ୱାରା ସଂକ୍ରମଣ ବଢିବାର ଆଶଙ୍କା ରହୁଛି । ତେଣୁ ଏହା ଉପରେ ଦୃଷ୍ଟି ରଖି ଗତବର୍ଷ ଭଳି ଏଥର ମଧ୍ୟ ବିନା ଦର୍ଶକରେ ଆଇପିଏଲ୍ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛି ବିସିସିଆଇ ।

ଆହୁରି ପଢ଼ନ୍ତୁ: ଆଇପିଏଲ-୨୦୨୬ ପ୍ଲେ-ଅଫ୍‌ରୁ ବାଦ୍ ପଡିଲା ସିଏସକେ, ଅଧିନାୟକ ରୁତୁରାଜ ଗାଏକୱାଡ କହିଲେ ଏହାର କାରଣ...

ଆହୁରି ପଢ଼ନ୍ତୁ: କୁସ୍ତି କାହିଁକି କ୍ଷତି ସହିବ? ବିନେଶ ଫୋଗାଟଙ୍କୁ ଏସୀୟ କ୍ରୀଡ଼ା ଟ୍ରାଏଲରୁ ବାଦ୍ ଦେବା ପ୍ରସଙ୍ଗରେ ଡବ୍ଲ୍ୟୁଏଫଆଇ ଉପରେ ବର୍ଷିଲେ ଦିଲ୍ଲୀ ହାଇକୋର୍ଟ

ଏ ସମ୍ପର୍କରେ ସୂଚନା ଦେଇ ବିସିସିଆଇ ଉପସଭାପତି ରାଜୀବ ଶୁକ୍ଲା କହିଛନ୍ତି, କରୋନା ପାଇଁ ପୂର୍ବଭଳି ବାୟୋ-ବବଲ ଭିତରେ ରହି ଖେଳାଳିମାନେ ଆଇପିଏଲ୍ ଖେଳିବେ । ବିସିସିଆଇ ମଧ୍ୟ ଖେଳାଳିଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେଉଛି । କେବଳ ୬ଟି ଷ୍ଟାଡିୟମରେ ଏଥର ସମସ୍ତ ଆଇପିଏଲ୍ ମ୍ୟାଚ୍ ଆୟୋଜନ ହେବ ବୋଲି ରାଜୀବ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଗତଥର ମଧ୍ୟ ଭାରତରେ  କୋଭିଡ୍ ସଂକ୍ରମଣ ବଢୁଥିବା ଦେଖି ୟୁଏଇରେ ଆଇପିଏଲ୍ ଆୟୋଜନ ହୋଇଥିଲା । ଗତଥର ମଧ୍ୟ ଦର୍ଶକମାନେ ଷ୍ଟାଡିୟମରେ ଖେଳ ଦେଖିବାର ମଜା ଉଠାଇପାରିନଥିଲେ । ଚଳିତ ବର୍ଷ ମଧ୍ୟ ବିନା ଦର୍ଶକରେ ଆଇପିଏଲ୍ ଖେଳାଯିବା ନିଷ୍ପତ୍ତିକୁ ନେଇ ଆଇପିଏଲ୍‌ର  ପ୍ରଶଂସକମାନଙ୍କୁ ନିରାଶ କରିଛି ।

04 Apr 2021 By The Sakala

ଆଇପିଏଲ୍‌ ଆକାଶରେ କରୋନାର କଳାବାଦଲ : ବିନା ଦର୍ଶକରେ,କେବଳ ୬ଟି ଷ୍ଟାଡିୟମରେ ଖେଳାଯିବ ସମସ୍ତ ମ୍ୟାଚ୍

ନୂଆଦିଲ୍ଲୀ : ବିଶ୍ବର ସବୁଠାରୁ ବଡ଼ ଓ ଧନଶାଳୀ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭହେବାକୁ ୪ ଦିନ ସମୟ ବାକିରହିଛି। ତେବେ ଏହି ଟୁର୍ଣ୍ଣାମେଣ୍ଟରେ  ମହାମାରୀ କରୋନା ପ୍ରଭାବ ଦେଖାଦେବା ଆରମ୍ଭ କରିଛି। ଦେଶରେ କରୋନା ସକ୍ରମଣ ଦୃତଗତିରେ ବୃଦ୍ଧି ପାଉଥିବାରୁ ବିସିସିଆଇ ଗତବର୍ଷ ଭଳି ଏଥର ବି ବିନା ଦର୍ଶକରେ ଖେଳାଯିବ ଆଇପିଏଲ୍ ଖେଳାଯିବାକୁ ନିଷ୍ପତ୍ତି ନେଇଛି।

ଦେଶରେ କରୋନାର ଦ୍ବିତୀୟ ଲହରୀ ମାଡି ଚାଲିଥିବା ବେଳେ ଯଦି ଏପରି ସ୍ଥିତିରେ ଷ୍ଟାଡିୟମରେ ଦର୍ଶକଙ୍କ ପ୍ରବେଶକୁ ଅନୁମତି ଦେବା ଦ୍ୱାରା ସଂକ୍ରମଣ ବଢିବାର ଆଶଙ୍କା ରହୁଛି । ତେଣୁ ଏହା ଉପରେ ଦୃଷ୍ଟି ରଖି ଗତବର୍ଷ ଭଳି ଏଥର ମଧ୍ୟ ବିନା ଦର୍ଶକରେ ଆଇପିଏଲ୍ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛି ବିସିସିଆଇ ।

ଏ ସମ୍ପର୍କରେ ସୂଚନା ଦେଇ ବିସିସିଆଇ ଉପସଭାପତି ରାଜୀବ ଶୁକ୍ଲା କହିଛନ୍ତି, କରୋନା ପାଇଁ ପୂର୍ବଭଳି ବାୟୋ-ବବଲ ଭିତରେ ରହି ଖେଳାଳିମାନେ ଆଇପିଏଲ୍ ଖେଳିବେ । ବିସିସିଆଇ ମଧ୍ୟ ଖେଳାଳିଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେଉଛି । କେବଳ ୬ଟି ଷ୍ଟାଡିୟମରେ ଏଥର ସମସ୍ତ ଆଇପିଏଲ୍ ମ୍ୟାଚ୍ ଆୟୋଜନ ହେବ ବୋଲି ରାଜୀବ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଗତଥର ମଧ୍ୟ ଭାରତରେ  କୋଭିଡ୍ ସଂକ୍ରମଣ ବଢୁଥିବା ଦେଖି ୟୁଏଇରେ ଆଇପିଏଲ୍ ଆୟୋଜନ ହୋଇଥିଲା । ଗତଥର ମଧ୍ୟ ଦର୍ଶକମାନେ ଷ୍ଟାଡିୟମରେ ଖେଳ ଦେଖିବାର ମଜା ଉଠାଇପାରିନଥିଲେ । ଚଳିତ ବର୍ଷ ମଧ୍ୟ ବିନା ଦର୍ଶକରେ ଆଇପିଏଲ୍ ଖେଳାଯିବା ନିଷ୍ପତ୍ତିକୁ ନେଇ ଆଇପିଏଲ୍‌ର  ପ୍ରଶଂସକମାନଙ୍କୁ ନିରାଶ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର