ଆଇପିଏଲ ୨୦୨୨: ଦିଲ୍ଲୀକୁ ୧୭୮ରନର ଟାର୍ଗେଟ ଦେଲା ମୁମ୍ବାଇ

The Sakala Picture
Published On

ମୁମ୍ବାଇ: ଆଇପିଏଲ ୨୦୨୨ର ଦ୍ୱିତୀୟ ମ୍ୟାଚ୍‌ରେ  ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଦିଲ୍ଲୀ ଅଧିନାୟକ ଋଷଭ ପନ୍ତ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ । ମୁମ୍ବାଇ ପ୍ରଥମେ ବ୍ଯାଟିଂ କରି ୨୦ ଓଭରରେ ୫ ୱିକେଟ ହରାଇ ୧୭୭ ରନ କରିଥିବା ବେଳେ ଦିଲ୍ଲୀ କ୍ୟାପିଟାଲ୍ସକୁ ଏହି ମ୍ଯାଚ ଜିତିବାକୁ ହେଲେ  ୧୭୮ ରନ କରିବାକୁ ପଡ଼ିବ। ମୁମ୍ବାଇ ପକ୍ଷରୁ ଈଶାନ କିଶନ ଏକ ଧୂଆଁଦାର ଇନିଂସ ଖେଲିଥିଲେ। […]

ମୁମ୍ବାଇ: ଆଇପିଏଲ ୨୦୨୨ର ଦ୍ୱିତୀୟ ମ୍ୟାଚ୍‌ରେ  ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଦିଲ୍ଲୀ ଅଧିନାୟକ ଋଷଭ ପନ୍ତ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ । ମୁମ୍ବାଇ ପ୍ରଥମେ ବ୍ଯାଟିଂ କରି ୨୦ ଓଭରରେ ୫ ୱିକେଟ ହରାଇ ୧୭୭ ରନ କରିଥିବା ବେଳେ ଦିଲ୍ଲୀ କ୍ୟାପିଟାଲ୍ସକୁ ଏହି ମ୍ଯାଚ ଜିତିବାକୁ ହେଲେ  ୧୭୮ ରନ କରିବାକୁ ପଡ଼ିବ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ମୁମ୍ବାଇ ପକ୍ଷରୁ ଈଶାନ କିଶନ ଏକ ଧୂଆଁଦାର ଇନିଂସ ଖେଲିଥିଲେ। ୪୮ ବଲରେ ୮୧ ରନ କରି ଅପରାଜିତ ରହିଥିଲେ। ରୋହିତ ଶର୍ମା ୪୧, ଅନମୋଲପ୍ରତି ସିଂ ୮, ତିଲକ ଭର୍ମା ୨୨,  କାଏରନ ପୋଲାର୍ଡ ୩, ଟିମ ଡେଭିଡ ୧୨ ରନ କରି ଆଉଟ ହୋଇଥିବା ବେଳେ ଡାନିଏଲ ସାମ୍ସ ୭ ରନ ରନ କରି ଅପରାଜିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଦିଲ୍ଲୀ ପକ୍ଷରୁ କୁଲଦୀପ ସର୍ବାଧିକ ୩ ୱିକେଟ ନେଇଥିବା ବେଳେ ମହମ୍ମଦ ଖଲ୍ଲୀଲ ୨ଟି ୱିକୋଟ ଅକ୍ତିଆର କରିଥିଲେ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର