ଆଇପିଏଲ ୨୦୨୨: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ସନରାଇଜର୍ସ ହାଇଦ୍ରାବାଦ
ମୁମ୍ବାଇ: ଆଜି ଆଇପିଏଲରେ ୨୧ତମ ଲିଗ୍ ମ୍ୟାଚରେ ପରସ୍ପରକୁ ଭେଟିବେ ସନରାଇଜର୍ସ ହାଇଦ୍ରାବାଦ ଓ ଗୁଜରାଟ ଟାଇଟନ୍ସ । ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ସନରାଇଜର୍ସ ହାଇଦ୍ରାବାଦ । ପ୍ରଥମେ ବ୍ୟାଟିଂକରିବ ହାର୍ଦ୍ଧିକ ପାଣ୍ଡ୍ୟାଙ୍କ ଗୁଜରାଟ ଟାଇଟନ୍ସ । ଚେନ୍ନାଇ ସୁପରକିଙ୍ଗ୍ସକୁ ହରାଇ ସିଜନର ପ୍ରଥମ ବିଜୟ କରିଥିଲା ସନରାଇଜର୍ସ ହାଇଦ୍ରାବାଦ । ହେଲେ ଚଳିତ ଆଇପିଏଲରେ ଗୁଜରାଟ ଟାଇଟନ୍ସ ଏପର୍ଯ୍ୟନ୍ତ କୌଣସି ପରାଜୟର ସାମ୍ନା କରିନାହିଁ । ପ୍ରଥମ ୩ଟି ମ୍ୟାଚ ଜିତି […]
ମୁମ୍ବାଇ: ଆଜି ଆଇପିଏଲରେ ୨୧ତମ ଲିଗ୍ ମ୍ୟାଚରେ ପରସ୍ପରକୁ ଭେଟିବେ ସନରାଇଜର୍ସ ହାଇଦ୍ରାବାଦ ଓ ଗୁଜରାଟ ଟାଇଟନ୍ସ । ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ସନରାଇଜର୍ସ ହାଇଦ୍ରାବାଦ । ପ୍ରଥମେ ବ୍ୟାଟିଂକରିବ ହାର୍ଦ୍ଧିକ ପାଣ୍ଡ୍ୟାଙ୍କ ଗୁଜରାଟ ଟାଇଟନ୍ସ ।
ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା
ଚେନ୍ନାଇ ସୁପରକିଙ୍ଗ୍ସକୁ ହରାଇ ସିଜନର ପ୍ରଥମ ବିଜୟ କରିଥିଲା ସନରାଇଜର୍ସ ହାଇଦ୍ରାବାଦ । ହେଲେ ଚଳିତ ଆଇପିଏଲରେ ଗୁଜରାଟ ଟାଇଟନ୍ସ ଏପର୍ଯ୍ୟନ୍ତ କୌଣସି ପରାଜୟର ସାମ୍ନା କରିନାହିଁ । ପ୍ରଥମ ୩ଟି ମ୍ୟାଚ ଜିତି ଗୁଜରାଟର ମନୋବଳ ବଢିଯାଇଛି।
ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ
ସେହିପରି ସନରାଇଜର୍ସ ଦଳ ନିକଟରେ ଦମଦାର ବୋଲର ରହିଛନ୍ତି। କିନ୍ତୁ ବ୍ୟାଟିଂ ବିଭାଗ ସଦୃଢ ହୋଇନାହିଁ । ଦଳରେ ଷ୍ଟାର ବ୍ୟାଟର ରହିଥିଲେ ହେଁ ଏପର୍ଯ୍ୟନ୍ତ କମାଲ ଦେଖାଇ ନାହାନ୍ତି । ଆଜିର ମ୍ୟାଚ୍ରେ ରସିଦ ଖାନଙ୍କ ଉପରେ ନଜର ରହିବ ।






