ଇରଫାନ୍ ପଠାଣ କରୋନା ଆକ୍ରାନ୍ତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ କରୋନାର ସ୍ରଂକମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଛି। ବଡ଼ ଭାଇ ୟୁସୁଫ ପଠାଣଙ୍କ ପରେ ଏବେ ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଇରଫାନ୍ ପଠାଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମିତ ହୋଇଥିବା ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ଠାରେ କରୋନାର କୌଣସି ଲକ୍ଷଣ ନାହିଁ । କିନ୍ତୁ ଟେଷ୍ଟରେ ପଜିଟିଭ୍ ଆସିଛି । ସେ ଘରେ ହୋମ୍ ଆଇସୋଲେସନରେ ଅଛନ୍ତି । […]

ନୂଆଦିଲ୍ଲୀ: ଦେଶରେ କରୋନାର ସ୍ରଂକମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଛି। ବଡ଼ ଭାଇ ୟୁସୁଫ ପଠାଣଙ୍କ ପରେ ଏବେ ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଇରଫାନ୍ ପଠାଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

କରୋନା ସଂକ୍ରମିତ ହୋଇଥିବା ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ଠାରେ କରୋନାର କୌଣସି ଲକ୍ଷଣ ନାହିଁ । କିନ୍ତୁ ଟେଷ୍ଟରେ ପଜିଟିଭ୍ ଆସିଛି । ସେ ଘରେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ସହ ସମ୍ପର୍କରେ ଆସିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଟ କରାଇବା ଲାଗି ସେ ଅନୁରୋଧ କରିଛନ୍ତି । ସମସ୍ତେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବା ଲାଗି ସେ ନିବେଦନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

ଏହା ପୂର୍ବରୁ ଭାରତୀୟ କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ବଦ୍ରିନାଥ ରବିବାର କରୋନା ସଂକ୍ରମିତ ହୋଇଥିଲେ । ସେ ମଧ୍ୟ ହୋମ୍ କ୍ୱାରେଣ୍ଟାଇନରେ ଅଛନ୍ତି । ଏହା ପୂର୍ବରୁ ଶନିବାର ସଚିନ ତେନ୍ଦୁଲକର ଓ ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର ୟୁସୁଫ୍ ପଠାଣ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା ।

30 Mar 2021 By The Sakala

ଇରଫାନ୍ ପଠାଣ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନାର ସ୍ରଂକମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଛି। ବଡ଼ ଭାଇ ୟୁସୁଫ ପଠାଣଙ୍କ ପରେ ଏବେ ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଇରଫାନ୍ ପଠାଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କରୋନା ସଂକ୍ରମିତ ହୋଇଥିବା ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ଠାରେ କରୋନାର କୌଣସି ଲକ୍ଷଣ ନାହିଁ । କିନ୍ତୁ ଟେଷ୍ଟରେ ପଜିଟିଭ୍ ଆସିଛି । ସେ ଘରେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ସହ ସମ୍ପର୍କରେ ଆସିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଟ କରାଇବା ଲାଗି ସେ ଅନୁରୋଧ କରିଛନ୍ତି । ସମସ୍ତେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବା ଲାଗି ସେ ନିବେଦନ କରିଛନ୍ତି ।

ଏହା ପୂର୍ବରୁ ଭାରତୀୟ କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ବଦ୍ରିନାଥ ରବିବାର କରୋନା ସଂକ୍ରମିତ ହୋଇଥିଲେ । ସେ ମଧ୍ୟ ହୋମ୍ କ୍ୱାରେଣ୍ଟାଇନରେ ଅଛନ୍ତି । ଏହା ପୂର୍ବରୁ ଶନିବାର ସଚିନ ତେନ୍ଦୁଲକର ଓ ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର ୟୁସୁଫ୍ ପଠାଣ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା ।

https://www.thesakala.in/sports/indian-cricketer-irfan-pathan-corona-positive/article-1073
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର