ହସ୍ପିଟାଲରେ ଭର୍ତ୍ତି ହେଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର, ସ୍ୱାସ୍ଥ୍ୟାବସ୍ଥା ଗୁରୁତର

The Sakala Picture
Published On

ମୁମ୍ବାଇ: ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସଚିନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତ ମାର୍ଚ୍ଚ ୨୭ ତାରିଖରେ ସଚିନ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ସଚିନ୍ ଟ୍ବିଟ କରି ସୂଚନା ଦେଇଛନ୍ତି। Thank you for your wishes and prayers. As a matter of abundant precaution under medical advice, I […]

ମୁମ୍ବାଇ: ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସଚିନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତ ମାର୍ଚ୍ଚ ୨୭ ତାରିଖରେ ସଚିନ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ସଚିନ୍ ଟ୍ବିଟ କରି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଇପିଏଲରେ ‘ବେବି ବସ୍’ଙ୍କ ଆତଙ୍କ: ୧୫ ବର୍ଷୀୟ ବୈଭବଙ୍କ ବିସ୍ଫୋରକ ବ୍ୟାଟିଂରେ ଥରୁଛନ୍ତି ବୋଲର୍

ସେ ଟ୍ବିଟ ରେ ଲେଖିଛନ୍ତି ଯେ, ମୁଁ ଖୁବଶୀଘ୍ର ହସ୍ପିଟାଲରୁ ସୁସ୍ଥ ହୋଇ ଫେରିବି । ତାଙ୍କ ଆଶୁ ଆରୋଗ୍ୟ କାମନା କରୁଥିବା ଫ୍ୟାନମାନଙ୍କୁ ସଚିନ୍ ଧନ୍ୟବାଦ ଜଣାଇଛନ୍ତି।

02 Apr 2021 By The Sakala

ହସ୍ପିଟାଲରେ ଭର୍ତ୍ତି ହେଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର, ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ମୁମ୍ବାଇ: ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସଚିନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତ ମାର୍ଚ୍ଚ ୨୭ ତାରିଖରେ ସଚିନ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ସଚିନ୍ ଟ୍ବିଟ କରି ସୂଚନା ଦେଇଛନ୍ତି।

ସେ ଟ୍ବିଟ ରେ ଲେଖିଛନ୍ତି ଯେ, ମୁଁ ଖୁବଶୀଘ୍ର ହସ୍ପିଟାଲରୁ ସୁସ୍ଥ ହୋଇ ଫେରିବି । ତାଙ୍କ ଆଶୁ ଆରୋଗ୍ୟ କାମନା କରୁଥିବା ଫ୍ୟାନମାନଙ୍କୁ ସଚିନ୍ ଧନ୍ୟବାଦ ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର