ଭାରତ ଓ ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଦକ୍ଷିଣ ଆଫ୍ରିକାକୁ ୨୧୨ ରନର ଟାର୍ଗେଟ ଦେଲା ଟିମ ଇଣ୍ଡିଆ

The Sakala Picture
Published On

ନୂଆଦିଲ୍ଲୀ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥ ମ୍ୟାଚ୍ ଆଜି ଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ଖେଳାଯାଉଛି। ଆଜିର ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ ପାଇଁ ପଡ଼ିଆକୁ ଓହ୍ଲାଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୨୧୧ ରନ କରିଛି। ଏହ ମ୍ଯାଚକୁ ଜିତିବାକୁ ହେଲେ ଦକ୍ଷିଣ ଆଫ୍ରିକାକୁ ୨୧୨ ରନର ଆବଶ୍ୟକତା ରହିଛି। ଭାରତ ପକ୍ଷରୁ […]

ନୂଆଦିଲ୍ଲୀ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥ ମ୍ୟାଚ୍ ଆଜି ଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ଖେଳାଯାଉଛି। ଆଜିର ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ ପାଇଁ ପଡ଼ିଆକୁ ଓହ୍ଲାଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୨୧୧ ରନ କରିଛି। ଏହ ମ୍ଯାଚକୁ ଜିତିବାକୁ ହେଲେ ଦକ୍ଷିଣ ଆଫ୍ରିକାକୁ ୨୧୨ ରନର ଆବଶ୍ୟକତା ରହିଛି।

ଆହୁରି ପଢ଼ନ୍ତୁ: "ଖେଳାଳିଙ୍କୁ ମାରିଦିଅନି", ବିସିସିଆଇର ବ୍ୟସ୍ତବହୁଳ କାର୍ଯ୍ୟସୂଚୀକୁ ନେଇ ବର୍ଷିଲେ ଲଳିତ ମୋଦୀ

ଭାରତ ପକ୍ଷରୁ ରୁତୁରାଜ ଗଏକ୍ବାଡ ୧୫ ବଲରେ ୨୩ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ଶ୍ରେୟାସ ଆୟର ଓ ଇଶାନ କିଶାନ ସମ୍ଭାଳିଥିଲ। ଦୁହେଁ ବିସ୍ଫୋରକ ଇଂନିସ ଖେଳିଥିଲେ। ଇଶାନ କିଶାନ ୪୮ ବଲରେ ୭୬ ରନ କରି ଆଉଟ ହୋଇଥିଲେ। ପରେ ଋଷଭ ପନ୍ତ ଆସି ପାରିକୁ ସମ୍ଭାଳିଥିଲେ। ଋଷଭ ପନ୍ତ ୧୬ ବଲରେ ୨୯ ରନ କରି ଆଉଟ ହୋଇଥିଲେ। ସେହିପରି ଶ୍ରେୟାସ ଆୟର ୨୭ ବଲରେ ୩୬ ରନ କରି ଆଉଟ ହୋଇଥିଲେ। ହାର୍ଦ୍ଦିକ ପଣ୍ଡ୍ୟା ୧୨ ବଲରେ ୩୧ ରନ କରି ଅପରାଜିତ ରହିଥିବାବଳେ ଦିନେଶ କାର୍ତ୍ତିକ  ମଧ୍ଯ ୧ ରନ କରି ଅପରାଜିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୬: ଧୋନିଙ୍କ ଆହତ ସମସ୍ୟାର ଅପଡେଟ୍, କେବେ ପଡ଼ିଆକୁ ଫେରିବେ ମାହି?

ସେହିପରି ଦକ୍ଷିଣ ଆଫ୍ରିକା ପକ୍ଷରୁ କେଶବ ମହାରାଜ, ୱାନେ ପାରନେଲ , ଅନରିଚ ନୋର୍ଜେ, ଡ୍ବେନ ପ୍ରିଟୋରିୟସ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ମ୍ୟାଚ୍ ବିଜୟୀ ପ୍ରଦର୍ଶନ ପରେ ଗୁଜରାଟର ଶିକ୍ଷା ମନ୍ତ୍ରୀଙ୍କୁ ପୁରସ୍କାର ଉତ୍ସର୍ଗ କଲେ ରବୀନ୍ଦ୍ର ଜାଡେଜା

09 Jun 2022 By The Sakala

ଭାରତ ଓ ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଦକ୍ଷିଣ ଆଫ୍ରିକାକୁ ୨୧୨ ରନର ଟାର୍ଗେଟ ଦେଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥ ମ୍ୟାଚ୍ ଆଜି ଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ଖେଳାଯାଉଛି। ଆଜିର ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ ପାଇଁ ପଡ଼ିଆକୁ ଓହ୍ଲାଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୨୧୧ ରନ କରିଛି। ଏହ ମ୍ଯାଚକୁ ଜିତିବାକୁ ହେଲେ ଦକ୍ଷିଣ ଆଫ୍ରିକାକୁ ୨୧୨ ରନର ଆବଶ୍ୟକତା ରହିଛି।

ଭାରତ ପକ୍ଷରୁ ରୁତୁରାଜ ଗଏକ୍ବାଡ ୧୫ ବଲରେ ୨୩ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ଶ୍ରେୟାସ ଆୟର ଓ ଇଶାନ କିଶାନ ସମ୍ଭାଳିଥିଲ। ଦୁହେଁ ବିସ୍ଫୋରକ ଇଂନିସ ଖେଳିଥିଲେ। ଇଶାନ କିଶାନ ୪୮ ବଲରେ ୭୬ ରନ କରି ଆଉଟ ହୋଇଥିଲେ। ପରେ ଋଷଭ ପନ୍ତ ଆସି ପାରିକୁ ସମ୍ଭାଳିଥିଲେ। ଋଷଭ ପନ୍ତ ୧୬ ବଲରେ ୨୯ ରନ କରି ଆଉଟ ହୋଇଥିଲେ। ସେହିପରି ଶ୍ରେୟାସ ଆୟର ୨୭ ବଲରେ ୩୬ ରନ କରି ଆଉଟ ହୋଇଥିଲେ। ହାର୍ଦ୍ଦିକ ପଣ୍ଡ୍ୟା ୧୨ ବଲରେ ୩୧ ରନ କରି ଅପରାଜିତ ରହିଥିବାବଳେ ଦିନେଶ କାର୍ତ୍ତିକ  ମଧ୍ଯ ୧ ରନ କରି ଅପରାଜିତ ରହିଥିଲେ।

ସେହିପରି ଦକ୍ଷିଣ ଆଫ୍ରିକା ପକ୍ଷରୁ କେଶବ ମହାରାଜ, ୱାନେ ପାରନେଲ , ଅନରିଚ ନୋର୍ଜେ, ଡ୍ବେନ ପ୍ରିଟୋରିୟସ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର