କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର : ବାରବାଟୀ ଆସିବେ ଦାଦା, ଦେଖିବେ ଭାରତ- ଦକ୍ଷିଣ ଆଫ୍ରିକା ମ୍ୟାଚ୍

The Sakala Picture
Published On

କଟକ : କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଆସନ୍ତା ରବିବାର ବାରବାଟୀରେ ଖେଳାଯିବାକୁ ଥିବା ଦକ୍ଷିଣ ଆଫ୍ରିକା ଓ ଭାରତ ଟି-୨୦ ମୁକାବିଲା ଦେଖିବାକୁ ଆସିବେ ପୂର୍ବତନ ଭାରତୀୟ କ୍ରିକେଟର ତଥା ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଓସିଏ ପକ୍ଷରୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବାରବାଟୀ ଆସିବାକୁ ନିମନ୍ତ୍ରଣ କରାଯାଇଥିଲା। ଓସିଏର ନିମନ୍ତ୍ରଣ ରଖି ମ୍ୟାଚ ଦେଖିବାକୁ ସୌରଭ ଆସିବେ ବୋଲି ଓସିଏ ପକ୍ଷରୁ ସ୍ପଷ୍ଟ କରାଯାଇଛି । ସୌରଭ ଗାଙ୍ଗୁଲି ମ୍ୟାଚ […]

କଟକ : କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଆସନ୍ତା ରବିବାର ବାରବାଟୀରେ ଖେଳାଯିବାକୁ ଥିବା ଦକ୍ଷିଣ ଆଫ୍ରିକା ଓ ଭାରତ ଟି-୨୦ ମୁକାବିଲା ଦେଖିବାକୁ ଆସିବେ ପୂର୍ବତନ ଭାରତୀୟ କ୍ରିକେଟର ତଥା ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଓସିଏ ପକ୍ଷରୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବାରବାଟୀ ଆସିବାକୁ ନିମନ୍ତ୍ରଣ କରାଯାଇଥିଲା। ଓସିଏର ନିମନ୍ତ୍ରଣ ରଖି ମ୍ୟାଚ ଦେଖିବାକୁ ସୌରଭ ଆସିବେ ବୋଲି ଓସିଏ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ସୌରଭ ଗାଙ୍ଗୁଲି ମ୍ୟାଚ ଦେଖିବାକୁ ଆସିବେ ବୋଲି ସୂଚନା ଦେଇଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା । ସଞ୍ଜୟ ସୂଚନା ଦେଇ କହିଛନ୍ତି, ଦାଦାଙ୍କୁ ନିମନ୍ତ୍ରଣ ଦିଆଯାଇଥିଲା। ଦାଦା କଟକ ବାରବାଟୀରେ ମ୍ୟାଚ ଦେଖିବା ନେଇ ଆଗ୍ରହୀ ଏବଂ ସହମତି ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର